Sign in
Sign in
Recover your password.
A password will be e-mailed to you.
ବିଧାୟକ-ସାଂସଦ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିଶ କରିପାରିବେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି
ଭୁବନେଶ୍ୱର : ବିଧାୟକମାନେ ହେଉଛନ୍ତି ଲୋକ ପ୍ରତିନିଧି । ଅନେକ ସମୟରେ ଲୋକ ପ୍ରତିନିଧିଙ୍କ ପାଖରେ ବିଭିନ୍ନ ସମସ୍ୟାକୁ ନେଇ ଶିକ୍ଷକମାନେ ଯାଇଥାନ୍ତି ଏବଂ ଗୁହାରି କରିଥାନ୍ତି । ଏଣିକି ବିଧାୟକ-ସାଂସଦମାନେ ନିଜ ନିର୍ବାଚନ ମଣ୍ଡଳୀର ୧୫ ଜଣ!-->…
ଆଇନଜୀବୀ ଭାବେ ସ୍ୱୀକୃତି ପାଇଁ ଭୁଲ୍ ତଥ୍ୟ ଦେଇଥିବା ଅଭିଯୋଗ, ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅର୍ଚ୍ଚନା ନାଗଙ୍କୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛି। ମେ ୧୦ରେ ଆଇନଜୀବୀ ଭାବେ ସ୍ୱୀକୃତି ପାଇବା ପାଇଁ ଏକ ଆବେଦନ କରିଛନ୍ତି। ଅର୍ଚ୍ଚନା ଏହି ଆବେଦନପତ୍ରରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲୁଚାଇଥିବା ଅଭିଯୋଗ ରହିଛି। ତାଙ୍କ ବିରୋଧରେ ଥିବା!-->…
ଚୀନ ପରେ ତୁର୍କୀ ଉପରେ ଭାରତର ଡିଜିଟାଲ୍ ଷ୍ଟ୍ରାଇକ୍
ନୂଆଦିଲ୍ଲୀ: ଚୀନ ପରେ ଏବେ ତୁର୍କୀ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛି ଭାରତ। ଭାରତର ‘ଅପରେସନ୍ ସିନ୍ଦୂର’କୁ ଭୁଲ୍ ଭାବେ ଚିତ୍ରଣ କରୁଥିବା ଚୀନର ଗଣମାଧ୍ୟମ ସଂସ୍ଥା ‘ଗ୍ଲୋବାଲ୍ ଟାଇମ୍ସ’ର ଏକ୍ସ ଆଉଉଣ୍ଟ୍କୁ ଭାରତରେ ବନ୍ଦ୍ କରିବା ପରେ ଏବେ ତୁର୍କୀର ପାଳି ପଡ଼ିଛି।
ତୁର୍କୀର!-->!-->!-->…
ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ, ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ!-->…
ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା
ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ!-->…
ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ!-->…
ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ
ପାରାଦୀପ : ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି ୨୫ ଜଣ କ୍ରିୟୁ ମେମ୍ବର । ୨୧ ପାକିସ୍ତାନୀ କ୍ରୀୟୁ ମେମ୍ବର!-->…
ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି।
ଉଦୟ ନାରାୟଣ ବର୍ତ୍ତମାନ ଜନଗଣନା ଅପରେସନ!-->!-->!-->…
ଯୁବ ମେକାନିକଙ୍କ ଅକାଳ ବିୟୋଗ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଅଞ୍ଚଳର ଜଣାଶୁଣା ଯୁବ ଗାଡି ମେକାନିକ ପ୍ରତାପ ଚନ୍ଦ୍ର ପ୍ରଧାନ (ପିଣ୍ଟୁ)ଙ୍କ ୪୨ ବର୍ଷ ବୟସରେ ମଙ୍ଗଳବାର ରାତ୍ର ଅକାଳ ବିୟୋଗ ହୋଇଛି। ସେ ଦୀର୍ଘଦିନ ହେଲା ଚିକିତ୍ସାଧୀନ ଥିଲେ । ମଙ୍ଗଳବାର ପିଣ୍ଟୁ ଅସୁସ୍ଥ ଅନୁଭବ କରିବାରୁ ଭାଇ ପ୍ରଶାନ୍ତ!-->…
ଏନ୍ଏଚ୍ କଡ଼ରେ ଲାଗୁଛି ଘରୋଇ ପ୍ରଚାରପତ୍ର
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରପରିଷଦ ଅନ୍ତର୍ଗତ ଜନ ଗହଳି ଅଞ୍ଚଳ ବିଜୁପଟ୍ଟନାୟକ ଛକ ଜାତୀୟ ରାଜପଥ ୫୯ କଡ଼ରେ ବେଆଇନ ଭାବେ ପ୍ରଚାରପତ୍ର ଲାଗୁଛି। ଫଳରେ ରାଜପଥର ପାର୍ଶ୍ୱସ୍ଥ ସ୍ଥାନଗୁଡିକ ଘରୋଇ ପ୍ରଚାରପତ୍ରରେ ଜବରଦଖଲ ହୋଇଛି। ରାଜପଥ କଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟ୍ ଓ ଖାଲି!-->…