ଦେଶୀ ମଦ ବ୍ୟବସାୟ କୁ ନେଇ ଚାଲିଛି ପ୍ରତିଦ୍ବନ୍ଦିତା..! ମୁଣ୍ଡ ଗଡ଼ିବା ସମ୍ଭାବନା ଅନେକ…!

ଗୁଡ଼ ଓ ୟୁରିଆରେ ଚାଲିଛି ବିଷାକ୍ତ ମଦ ପ୍ରସ୍ତୁତ….! ବଟି ନେଇ ନିଘୋଡ଼ ନିଦରେ ପ୍ରଶାସନ...! କେବଳ କାଗଜ କଲମରେ ମହୁଲ ମଦ..., ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦେଶୀ ମଦ ପ୍ରସ୍ତୁତ ମହୁଲ ନାଁ ରେ ସରକାରୀ ଦେଶୀ ଭାଟି ରହିଛି। ଅବକାରୀ ବିଭାଗ ର ସିଂହ ଭାଗ ଥାଇ ଆସିକା, ଶେରଗଡ଼,

ଡକାୟତି ଯୋଜନା ବେଳେ ମାଡି ବସିଲା ହିଞ୍ଜିଳି ପୁଲିସ୫ ଗିରଫ, ୨ ପିସ୍ତଲ, ୩ ଜୀବନ୍ତ ଗୁଳି ସମେତ ଶାବଳ, ହାତୁଡି, ଖଣ୍ଡା,…

ହତ୍ୟା, ଡକାୟତି, ଚୋରୀ, ରାହାଜାନୀ ଭଳି ସଙ୍ଗୀନ ଅପରାଧିକ ମାମଲାରେ ଜଡିତ ଗିରଫ ଅଭିଯୁକ୍ତ ହିଞ୍ଜିଳିକାଟୁ, ୧୩।୫ (): ଗତ କିଛି ଦିନ ଧରି ୫ ଜଣ ଯୁବକ ହିଞ୍ଜିଳି ଥାନା ଇଲାକାର ବିଭିନ୍ନ ଅଞ୍ଚଳରେ ଆତଙ୍କ ସୃଷ୍ଟି କରି ଆସୁଥିଲେ। ସୋମବାର ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ପିତଳ

ସିବିଏସଇ ପରୀକ୍ଷା ଫଳ ଦ୍ଵାଦଶରେ ପି. ସମୀକ୍ଷା ଏବଂ ଦଶମରେ ଉଷାରାଣୀ ରାଇକିଆ ବ୍ଲକ ଟପର

ରାଇକିଆ : ଆଜି ସିବିଏସଇ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଦୁଇଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସିବିଏସଇ ଦ୍ଵାରା ପରିଚାଳିତ ଦଶମ ଏବଂ ଦ୍ଵାଦଶ ପରୀକ୍ଷା ଦେଇଥିଲେ । ଓଡିଶା ଆଦର୍ଶ ବିଦ୍ୟାଳୟ ରାଇକିଆରୁ ଦ୍ଵାଦଶ ପରୀକ୍ଷାରେ ମୋଟ ୬୭

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି।

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି । ପୋଲିସ ମୁତାବକ, ସୋମବାର ରାତିରେ ଅମୃତସର ଜିଲ୍ଲା

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ

ଦଶନ୍ଧି ପରେ ବଦଳିଲା ଗୁଗଲ୍‌ ଲୋଗୋ

ବଦଳିଲା ଗୁଗଲ୍‌ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍‌ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍‌ ଲାଲ, ହଳଦିଆ, ସବୁଜ ଏବଂ ନୀଳ ରଙ୍ଗ ଥିଲା, ଯାହାକୁ ବର୍ତ୍ତମାନ ଏକ

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ । ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ । ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ

ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ

ପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି ପାକିସ୍ତାନ ବର୍ତ୍ତମାନ ହ୍ୟାକର୍ସଙ୍କ ସାହାରା

ନିଖୋଜ କୃଷି ବୈଜ୍ଞାନିକଙ୍କ ମୃତଦେହ ନଦୀରୁ ଉଦ୍ଧାର, ୨୦୨୨ ମସିହାରେ ପାଇଥିଲେ ପଦ୍ମଶ୍ରୀ ପୁରସ୍କାର

ପୂର୍ବତନ କୃଷି ବୈଜ୍ଞାନିକ ତଥା ପଦ୍ମଶ୍ରୀ ବିଜେତା ଡ.ସୁବନ୍ନା ଆୟାପ୍ପନ ମୃତଦେହ ନଦୀରୁ ଉଦ୍ଧାର । ଗତ ୬ ଦିନ ହେଲାଣି ବୈଜ୍ଞାନିକ ଜଣକ ନିଖୋଜ ରହିଥିଲେ । କର୍ଣ୍ଣାଟକର ଶ୍ରୀରଙ୍ଗପାଟଣାରେ ଥିବା ସାଇ ଆଶ୍ରମ ନିକଟ କାବେରୀ ନଦୀ କୂଳରୁ ପୋଲିସ ଉଦ୍ଧାର କରିଛି । ପୋଲିସ ବର୍ତ୍ତମାନ ଏହାର