ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ବେଳେ ଏହି ଘଟଣାରେ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ। ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ । ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର ଅଭାବନୀୟ ଘଟଣା। ମୃତକ ହେଲେ ଗାଁର

ପ୍ରଧାନ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ବିଆର ଗବଇ

ନୂଆଦିଲ୍ଲୀ: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଦେଶର ନୂତନ ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବାଇ ତଥ‌ା ବିଆର ଗବାଇ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ। ସେ ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ। ଏହା ପୂର୍ବରୁ ଆଜି ପ୍ରଧାନ ବିଚାରପତି ପଦରୁ ଅବସର ନେଇଛନ୍ତି

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨

ଆଦମପୁର ଏୟାର ବେସ୍ ଯାଇ ସାରା ଦୁନିଆକୁ ସତ ଦେଖାଇଲେ ମୋଦୀ

ଅମୃତସର: ପଦାରେ ପଡିଲା ପାକିସ୍ତାନର ମିଛ, ଗାଲୁଆ ପାକିସ୍ତାନ ଯେଉଁ ଅଭିଯୋଗ କରୁଥିଲା ତାହା ଆଜି ଧରାପଡିଲା । ଆଉ ସତ କଣ ସାରା ଦୁନିଆ ଦେଖିଲା । ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଯେତବେଳେ ଅପରେସନ ସିନ୍ଦୂର ଜରିଆରେ ଭାରତ ପାକିସ୍ତାନକୁ ନାକରେ ପାଣି ପିଆଇଦେଲା ଠିକ୍ ସେତେବେଳେ

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ । ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ । ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ହୋହଲ୍ଲା ପରେ

ଶେଷରେ ସତ ମାନିଲା ପାକିସ୍ତାନ, ଭାରତର ଆକ୍ରମଣରେ ବଡ଼ କ୍ଷତି ହୋଇଛି

ନୂଆଦିଲ୍ଲୀ: କଥାରେ ଅଛି ହନୁ ମଲା ବେଳେ ସତ କୁହେ... ଆଉ ସେ କଥା ସତ ହୋଇଛି ପାକିସ୍ତାନ କ୍ଷେତ୍ରରେ । ପହଲଗାମ୍ ପ୍ରତିଶୋଧ ନେବାକୁ ଯାଇ ଭାରତ ଯେଉଁ ରକ୍ତମୁଖା ଜବାବ ଦେଇଛି ଆଉ ଯେଉଁ ଶୈଳୀରେ ବଦଲା ନେଇଛି... ଭାରତୀୟ ସେନାର ରୌଦ୍ରରୂପ ଦେଖି ଛାନିଆ ହୋଇଛି ପାକିସ୍ତାନ । ବିଶ୍ବ ସମୁଦାୟର

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ

ଭାରତମାତା ପାଇଁ ଗୌରବ ଆଣିଛନ୍ତି ସେନା: ପ୍ରଧାନମନ୍ତ୍ରୀ

ଆଦମପୁର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ସୀମାରେ ଆପେକ୍ଷିକ ଶାନ୍ତି ରହିଛି। 'ଅପରେସନ୍ ସିନ୍ଦୂର' ଏବଂ ଅସ୍ତ୍ରବିରତି ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାତିରେ ଜାତି ଉଦ୍ଦେଶ୍ୟରେ ତାଙ୍କ ଅଭିଭାଷଣରେ ସଶସ୍ତ୍ର ବାହିନୀର ପ୍ରଶଂସା କରିଥିଲେ ଏବଂ

ହଷ୍ଟେଲ ଦାୟିତ୍ୱରୁ ନିବୃତ ରହିବାକୁ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ମନୋନୀତ କ୍ରିୟାଅନୁଷ୍ଠାନ କମିଟି

ମାଲକାନଗିରି : ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗ ଶିକ୍ଷକ/ ଶିକ୍ଷୟତ୍ରିଙ୍କ ଦ୍ବାରା ମନୋନୀତ କ୍ରିୟାଅନୁଷ୍ଠାନ କମିଟି ପ୍ରତିନିଧି ଶିକ୍ଷକ ବୃନ୍ଦ ଗତ ତା୧୨/୦୫ ରିଖ ବିଭାଗୀୟ ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ତାଙ୍କର ନିକଟସ୍ତ ବାସଭବନ ଉମର କୋଟ ନିକଟସ୍ଥ ଚିତ୍ରୋକୋଟ