ଗଞ୍ଜାମ ଓକିଲ ସଙ୍ଘର ବରିଷ୍ଠ ଆଇନଜୀବୀ କୃଷ୍ଣ ପ୍ରସାଦ ସାହୁଙ୍କ ପରଲୋକ

ବ୍ରହ୍ମପୁର : ଆଜି ଗଞ୍ଜାମ ଓକିଲ ସଙ୍ଘ ର ବରିଷ୍ଠ ଆଇନଜୀବୀ ବ୍ରହ୍ମପୁର ଅନ୍ନପୂର୍ଣ୍ଣା ବଜାର ନିବାସୀ କୃଷ୍ଣ ପ୍ରସାଦ ସାହୁ ସକାଳ ୮. ୩୦ ସମୟରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନା ରେ ୭୫ ବର୍ଷ ବୟସ ରେ ଦେହାନ୍ତ ହୋଇଯାଇଅଛି l ସେ କର୍କଟ ରୋଗ ରେ କିଛିଦିନ ହେଲା ପୀଡିତ ଥିଲେ l

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି

ଆମେରିକା ରାଷ୍ଟ୍ରପତିଙ୍କୁ ଏହି ସ୍ୱତନ୍ତ୍ର ଉପହାର ଦେବ କାତାର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସ ମେ ୧୪ ତାରିଖରେ କାତାର ଗସ୍ତରେ ଯାଉଛନ୍ତି। ଆଉ ଏହି ସମୟ ମଧ୍ୟରେ, କାତାର ସରକାର ତାଙ୍କୁ ଏକ ବିଳାସପୂର୍ଣ୍ଣ ବୋଇଂ ୭୪୭-୮ ଜମ୍ବୋ ଜେଟ୍ ଉପହାର ଦେଉଛନ୍ତି। ଏହି ବିମାନର ମୂଲ୍ୟ ପ୍ରାୟ ୩୪୦୦ କୋଟି ଟଙ୍କା ବୋଲି କୁହାଯାଉଛି।

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି,

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆଇଏମଡିର

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ ‘ସିନ୍ଦୂର’

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ କିଭଳି ପ୍ରତିହିତ କରାଯିବ ତା ଉପରେ ଗୁରୁତ୍ୱ

ଦକ୍ଷିଣ ଓଡ଼ିଶା ଆଦିବାସୀ ମହାସଂଘର ଦୁଇ ଦିନିଆ ଅଧିବେଶନ ଅନୁଷ୍ଠିତ…

ରାୟଗଡ଼ା : ତା : ୧୩/୦୫/୨୫ ରାୟଗଡ଼ା ସହର ଉପକଣ୍ଠ ସିରିଗୁଡ଼ା ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଗୁରୁ ଦ୍ରୋଣାଚାର୍ଯ୍ୟ ଇଣ୍ଡୋର ହଲରେ ରାଜ୍ୟ ସ୍ତରୀୟ ଆଦିବାସୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଦୁଇଦିନିଆ ଅଧିବେଶନରେ ୮ ଟି ଜିଲ୍ଲାର ବୁଦ୍ଧିଜିବୀ, ଶିକ୍ଷାବିତ୍, ସମାଜସେବୀ,

ମନ୍ତ୍ରୀ ପଦ ପାଇବା ଆଶାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀଙ୍କ ପାଖରେ ବିଧାୟକଙ୍କ ଗୁହାରି……!

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଗତ ସାଧାରଣ ନିର୍ବାଚନ ରେ ବ୍ରହ୍ମପୁର ସାଂସଦଙ୍କ ଗୋଟି ଚାଳନାରେ ପ୍ରଥମ ଥର ଗଞ୍ଜାମ ଜିଲ୍ଲାରେ ପଦ୍ମଫୁଲ ଖାତା ଖୋଲିଲା। ଗତ ସାଧାରଣ ନିର୍ବାଚନ ରେ ଭୋଟର ପରିବର୍ତ୍ତନ ପାଇଁ ନିଷ୍ପତ୍ତି ବିଜେଡ଼ିର ଆତ୍ମ ବିଶ୍ୱାସ ଯୋଗୁଁ ସ୍ବପ୍ନ ଦେଖି ନଥିବା କିଛି ବିଧାୟକ