Sign in
Sign in
Recover your password.
A password will be e-mailed to you.
ପୁରୀ ବେଳାଭୂମିରେ ଅଘଟଣ, ଗାଧୋଉଥିବା ବେଳେ ଭାସି ଗଲେ ଦୁଇ ପର୍ଯ୍ୟଟକ
ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ଗାଧୋଉଥିବା ବେଳେ ରିପ୍ କରେଣ୍ଟରେ ପଡ଼ି ବୁଡ଼ି ଗଲେ ଦୁଇ ପର୍ଯ୍ୟଟକ। ପୁରୀ ହୋଟେଲ ସମ୍ମୁଖ ସମୁଦ୍ର କୂଳ ସେକ୍ଟର-୩ ରେ ଘଟିଛି ଅଘଟଣ । ସେଠାରେ ଉପସ୍ଥିତ ଥିବା ଅଗ୍ନିଶମ କର୍ମଚାରୀ ଓ ଲାଇଫଗାର୍ଡ ତୁରନ୍ତ ସମୁଦ୍ର ଭିତରକୁ ଯାଇ ବୁଡ଼ି!-->…
ଅନୁଗୁଳ ସହରରେ କୃତ୍ରିମ ବନ୍ୟା, ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ଜଳ
ଅନୁଗୁଳ: ସାମାନ୍ୟ ବର୍ଷାରେ ଉବୁଟୁବୁ ହେଉଛି ଅନୁଗୁଳ ସହର । ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ଜଳ । ନିଷ୍କାସନ ହୋଇନପାରି ସିଧା ଲୋକଙ୍କ ଘରେ ପଶୁଛି ପାଣି । ବର୍ଷା ହେଲେ ଅନୁଗୋଳରେ କୃତ୍ରିମ ବନ୍ୟା ସ୍ଥିତି ଉପୁଜୁଛି । ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ପାଇଁ ଏଭଳି ସ୍ଥିତି!-->…
ଉଧାର ଟଙ୍କା ମାଗିବାରୁ ଘରେ ପଶି ମାଆ-ପୁଅଙ୍କୁ ଆକ୍ରମଣ
ଭୁବନେଶ୍ବର: ଉଧାର ଟଙ୍କା ମାଗିବାରୁ ମାଆ-ପୁଅଙ୍କୁ ଆକ୍ରମଣ । ଘରେ ପଶି ହାଣିଲେ ଦୁର୍ବୃତ୍ତ । ବାଲିପାଟଣା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଉଭୟ ମାଆ-ପୁଅଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଥାନାରେ ଅଭିଯୋଗ ପରେ ତଦନ୍ତ କରୁଛି ପୋଲିସ ।
ସୂଚନା ଅନୁସାରେ,!-->!-->!-->…
IHM ପରୀକ୍ଷାରେ ଜାଲିଆତି, ନକଲି ପରୀକ୍ଷାର୍ଥୀ ଦେଇ ବନ୍ଧା ହେଲେ ଅସଲି ପରୀକ୍ଷାର୍ଥୀ
ଭୁବନେଶ୍ବର: ପରୀକ୍ଷାରେ ପାସ କରିବାକୁ ଜାଲିଆତି । ଅସଲ ବଦଳରେ ପରୀକ୍ଷ ଦେଲା ନକଲି ପରିକ୍ଷାର୍ଥୀ । ଧରାପଡ଼ିଲା କାରସାଦି ବାନ୍ଧିଲା ପୋଲିସ । ସର୍ବଭାରତୀୟ ଶିକ୍ଷାନୁଷ୍ଠାନ IHM ରେ ଅସଲି ପରୀକ୍ଷାର୍ଥି ବଦଳରେ ନକଲି ପରୀକ୍ଷାର୍ଥୀ ପରୀକ୍ଷା ଦେଇ ଧରାପଡ଼ିବା ପରେ ପୋଲିସ ଜଣଙ୍କୁ ଗିରଫ!-->…
ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି!-->…
ଶ୍ରୀଅଙ୍ଗଙ୍କୁ ବାଧା; ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ତିନି ଦିନ ଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗଙ୍କୁ ବାଧା ପହଞ୍ଚିଛି । ଶ୍ରୀମୁଖ ମଳିନ ପଡ଼ିଯାଇଛି । ଏଣୁ ଠାକୁରଙ୍କ ଶ୍ରୀମୁଖ ସିଂହାର ହେବ । ଏହି ବିଶେଷ ନୀତି ପାଇଁ ଠାକୁର ଦର୍ଶନ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ବନ୍ଦ ହେବ!-->…
ବଢ଼ୁଛି ଜଳସ୍ତର: ବନ୍ୟା ଜଳ ନିଷ୍କାସନ ପାଇଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର: ଛତିଶଗଡ଼ ସମେତ ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଅବ୍ୟାହତ ରହିଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳର ପ୍ରବାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜଳଭଣ୍ଡାରର ସ୍ଥିତି ଓ ବର୍ଦ୍ଧିତ ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଜି ଆଉ ୪ଟି!-->…
ଶ୍ରଦ୍ଧା ଓ ଶୃଙ୍ଖଳାର ଅପୂର୍ବ ସମନ୍ୱୟ: ଆଡପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ପୁରୀ:ଶ୍ରଦ୍ଧାଳୁଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ରଥଯାତ୍ରାର ମହାପର୍ବ ମଧ୍ୟରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ତଥା ଆଡପ ମଣ୍ଡପକୁ ବିଜେ କରିଛନ୍ତି କାଳିଆ ସାଆନ୍ତେ। କେବଳ କାଳିଆ ଠାକୁର ନୁହନ୍ତି, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ!-->…
ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ…
ନୟାଗଡ଼,୧୮/୦୭(ନିସର୍ତ୍ତ):ନୟାଗଡ ଜିଲ୍ଲା ରଣପୁର ଅବକାରୀ ଥାନା ଅଞ୍ଚଳରେ ଧଳା ଜହର ଚୋରା କାରବାର ଜାରି ରହିଛି। ବ୍ରାଉନସୁଗାର କାରବାର ଅବକାରୀ ବିଭାଗ ପ୍ରତି ମୁଣ୍ଡ ବ୍ୟଥାର କାରଣ ପାଲଟି ଥିବା ବେଳେ ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ନୟାଗଡ଼ ଅବକାରୀ ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ!-->…
ନାଳରେ ବୁଡ଼ିଗଲା ଦୁଇ ବର୍ଷର ଶିଶୁପୁତ୍ର
ସିଂହପୁର: ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍ ହଳଦୀଡ଼ିହ ପଞ୍ଚାୟତର ଫଳପୁର ଗ୍ରାମରେ ଆଜି ନାଳରେ ବୁଡ଼ି ୨ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ଗ୍ରାମର ଆକାଶ ମଲିକଙ୍କ ଶିଶୁପୁତ୍ର ଶ୍ରୀୟାଂଶୁ(୨) ମଧ୍ୟାହ୍ନରେ ଖାଇସାରି ବାହାରେ ବୁଲୁଥିବା ବେଳେ ଘର ନିକଟରେ ବର୍ଷାପାଣିରେ ପୂର୍ଣ୍ଣ!-->…