Sign in
Sign in
Recover your password.
A password will be e-mailed to you.
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ
ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସାମ୍ବାଦିକ!-->…
ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ
ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ ପୁରୀ ପୌରସଂସ୍ଥା ପ୍ରସ୍ତାବରେ ଯୋଡ଼ି ସରକାରଙ୍କୁ ପଠାଇଛି। ଏନେଇ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ମିଳିଛି।
!-->!-->…
ପଞ୍ଚଭୂତରେ ଲୀନ ସୌମ୍ୟାଶ୍ରୀ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୨୦ ଲକ୍ଷର ସହାୟତା ରାଶି
ବାଲେଶ୍ବର: ପଞ୍ଚଭୂତରେ ଲୀନ ହେଲେ ଏଫଏମ କଲେଜ ପୀଡିତା ସୌମ୍ୟାଶ୍ରୀ ବିଶି । ଗତକାଲି ରାତିରେ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ବାଲେଶ୍ବର ଜିଲ୍ଲା ଭୋଗରାଇ ସ୍ଥିତ ତାଙ୍କ ପୈତୃକ ଗାଁ ପଳାସିଆ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।!-->…
ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ
ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା!-->…
ଡବଲ ଇଞ୍ଜିନ ର ଡବଲ ଧମାକା :ବ୍ରହ୍ମପୁର ରେ ପୁଣି ଜଣେ ମହିଳା ଗଣ ଦୁଷ୍କର୍ମ ର ଶିକାର…!
ଘଟଣା ର ସତ୍ୟା ସତ୍ୟ କୁ ନେଇ ଅନେକ ପ୍ରଶ୍ନ...!!
ରେଳବାଇ ଚାକିରି ଦେବାର ଠକ ମାଷ୍ଟର ମାଇଣ୍ଡ ଭୁବନେଶ୍ୱର ରୁ ଗିରଫ……!.
ଦଲାଲ ଙ୍କ ପଛରେ ଦଲାଲ, ପୋଲିସ ର ନାମ ନେଇ କରୁଛନ୍ତି ନିରୀହ ଲୋକଙ୍କୁ ବ୍ଲାକ ମେଲ...!
ଏହି ଦଲାଲ ମାନେ ପୋଲିସ ର ଗେଲ୍ହା ପୁଅ ବୋଲି ଶୁଣିବାକୁ ମିଳୁଛି...
ବ୍ରହ୍ମପୁର: ଉଚ୍ଚଶିକ୍ଷା ଗ୍ରହଣ ପରେ ହଜାର ହଜାର ଛାତ୍ର ଚାକିରି ପାଇବାରୁ ବଞ୍ଚିତ ହୋଇ ରହିଛନ୍ତି। ଏହାର ସୁଯୋଗ ନେଇ ଠକ!-->!-->!-->!-->!-->…
ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ 'ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ'। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ ସଫଳତା ପାଇଁ ଆନ୍ତରିକ!-->…
ବାଲେଶ୍ବର ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହିତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଶାନ୍ତ୍ବନା!-->…
ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ
ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା।
ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି!-->!-->!-->…
ଯୁବକଙ୍କ ଆକସ୍ମିକ ମୃତ୍ୟୁ
ହିଞ୍ଜିଳିକାଟୁ : ସୋମବାର ଅପରାହ୍ନରେ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ହିଞ୍ଜିଳି ସାନସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୌରପରିଷଦର ପୂର୍ବତନ ନଗରପାଳ ଶିବରାମ ଗୌଡଙ୍କ ଜ୍ୟେଷ୍ଠ ପୁତ୍ର ଶାଶ୍ବତ ଗୌଡ (୨୬) । ପ୍ରକାଶ ଯେ, ଯୁବକ ଜଣଙ୍କ!-->…