ଆମେରିକାକୁ ମୋଦୀଙ୍କ ଚରମବାଣୀ- ଯଦି ପାକିସ୍ତାନ କିଛି କରେ, ତେବେ ଜବାବ ବିଧ୍ବଂସକାରୀ ହେବ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବାରମ୍ବାର ହସ୍ତକ୍ଷେପ ଏବଂ ପାକିସ୍ତାନର ଅସ୍ତ୍ରବିରତି ପ୍ରସ୍ତାବ ପରେ ଭାରତକୁ ଅପରେସନ ‘ସିନ୍ଦୂର’ ସ୍ଥଗିତ ରଖିବାକୁ ପଡ଼ିଛି। ଏ କ୍ଷେତ୍ରରେ ଆମେରିକାର ଦୋମୁହାଁ ନୀତି ବି ସାମ୍ନାକୁ ଆସିଛି। ଗୋଟିଏ ପଟେ ଭାରତକୁ ଆତଙ୍କବାଦ ବିରୋଧୀ ଅଭିଯାନରେ

ଜୁଏଲଙ୍କ ମହାଭାରତ ଟ୍ବିଟ୍ ,ରାତିଅଧରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ଭୁବନେଶ୍ୱର : ଜୁଏଲଙ୍କ ମହାଭାରତ ଟ୍ବିଟ୍ । ରାତି ଅଧରରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଗତକାଲି ଯୁଦ୍ଧବିରତି ଉଲ୍ଲଂଘନ କରି ପୁଣି ଆକ୍ରମଣ କରିଥିଲା ପାକିସ୍ତାନ । ସେତେବେଳେ ଏକ ଟ୍ବିଟ୍ କରିଥିଲେ ଜୁଏଲ । ଟ୍ବିଟ୍ ରେ ମହାଭାରତର

ପାକିସ୍ତାନ ଉପରେ କୌଣସି ପ୍ରକାରେ ଭରସା କରାଯାଇପାରିବ ନାହିଁ: ବିଏସଏଫ ଅଧିକାରୀ

ନୂଆଦିଲ୍ଲୀ: ଭାରତ ସୀମାରେ ସାମରିକ ଉତ୍ତେଜନା ସମାପ୍ତ କରିବା ପାଇଁ ପାକିସ୍ତାନ ଯୁଦ୍ଧବିରତି ଘୋଷଣା କରିଥିଲା। ଏହି ଘୋଷଣା ପରେ ବି ଗତକାଲି ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନ ଯୁଦ୍ଧବିରତିର ଉଲ୍ଲଙ୍ଘନ କରି ଜମ୍ମୁ-କଶ୍ମୀର ସମେତ ଅନେକ ସ୍ଥାନରେ ଡ୍ରୋନ ଆକ୍ରମଣ କରିଥିଲା। ଏହି ଆକ୍ରମଣର

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ବର: ଆହୁରି ଅଧିକ ସଶକ୍ତ ହେବ ଏନସିସି । ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀଙ୍କ କହିଛନ୍ତି, ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ ଦିଆଯିବ । ବାହ୍ୟ

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାହୁଲ ଓ ଖଡ୍‌ଗେଙ୍କ ଚିଠି; ତୁରନ୍ତ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ତଥା ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖିଛନ୍ତି। ଉଭୟ ନେତା ସେମାନଙ୍କ ପତ୍ରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତୁରନ୍ତ ସଂସଦର

୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର, ୧୯ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଅସମ୍ଭାଳ ତାତି । ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ଆଜି ଦିନ ସାଢେ ଦୁଇଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର । ରାଜଧାନୀ ଭୁବନେଶ୍ବରର ତାପମାତ୍ରା ରହିଛି ୪୦ .୪ ଡିଗ୍ରୀ ସେଲସିୟସ । ୪୦ ଡିଗ୍ରୀ ଉପରେ ରହିଛି ୪ ସହର । ୧୫

ପହଲଗାମ ଉତ୍ତେଜନା ମଧ୍ୟରେ ପୁଲଓ୍ବାମା ସତ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସାମରିକ ବାହିନୀ ଏବେ ଉଗାରିଛି ପୁଲଓ୍ବାମା ସତ । ୨୦୧୯ ମସିହାରେ ପୁଲୱାମା ଆଟାକରେ ୪୦ ଜଣ ଅର୍ଦ୍ଧସାମରିକ କର୍ମଚାରୀଙ୍କ ହତ୍ୟାରେ ପାକିସ୍ତାନ ଭୂମିକା ନେଇ ମୁଖା ଖୋଲିଛି ନିଜେ ପାକିସ୍ତାନୀ ସେନା । ପୁଲୱାମା ଆତଙ୍କବାଦୀ ଆକ୍ରମଣ

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

ଭୁବନେଶ୍ୱର: ଥମୁନି ଗୋରୁ ଚାଲାଣ। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍‌ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ ସମସ୍ତ ଗୋରୁଙ୍କୁ ରଖି ଘଟଣାର ତଦନ୍ତ

ବ୍ରହ୍ମୋସ ଉତ୍ପାଦନ ୟୁନିଟ୍ ଉଦ୍‌ଘାଟନ କଲେ ରାଜନାଥ: ବର୍ଷକୁ ୧୦୦ କ୍ଷେପଣାସ୍ତ୍ର ତିଆରି ହେବ

ଲକ୍ଷ୍ନୌ: ପାକିସ୍ତାନ ସହିତ ବଢୁଥିବା ସାମରିକ ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌର ପ୍ରତିରକ୍ଷା ଶିଳ୍ପ କରିଡରରେ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟ୍‌କୁ ଭର୍ଚୁଆଲ୍ ଭାବରେ ଉଦ୍‌ଘାଟନ କରିଛନ୍ତି।

ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ, କୋଣ ଗୁଜ ଅନୁକୂଳ କରିବେ ରୂପକାର ସେବକ

ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ ।