Sign in
Sign in
Recover your password.
A password will be e-mailed to you.
ଗୁପ୍ତେଶ୍ୱରରେ ୧୨ ହଜାରରୁ ଉର୍ଦ୍ଧ୍ବ କାଉଡ଼ିଆ: ପ୍ରଶାସନିକ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ
ବୈପାରିଗୁଡା: ଜୁଲାଇ ୧୪ ତାରିଖ ଶ୍ରାବଣ ମାସର ପ୍ରଥମ ସୋମବାରରେ ବୋଲବମ ଧ୍ୱନିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ ପ୍ରକମ୍ପିତ ହୋଇଛି। ମହାଦେବଙ୍କୁ ଜଳାଭିଷେକ ନିମନ୍ତେ ଶୈବପୀଠରେ ବଡ଼ି ଭୋରରୁ ଭିଡ଼ ଦେଖିବାକୁ ମିଳିଥିଲା । ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୧୨ଟାରେ ମନ୍ଦିର!-->…
ପୂର୍ବ ସରକାରଙ୍କର ଭୁଲ୍ ପାଇଁ ନିଷ୍କାସନ ହୋଇ ପାରୁନି ବର୍ଷା ଜଳ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ବଢୁଛି। ସ୍ଥାୟୀ ସମାଧାନ ପାଇଁ ଏବେ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ବିଭିନ୍ନ ନଦୀର ଗତିପଥକୁ ସଫା କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଖୁବଶୀଘ୍ର ସରକାର ନଦୀ ସଫେଇ ଅଭିଯାନ ଆରମ୍ଭ କରିବେ।ବିଭିନ୍ନ କାରଣରୁ ନଦୀର ଗତିପଥ!-->…
ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର,: ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଏମ କେ ସି ଜି ରେ…
ବ୍ରହ୍ମପୁର: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।ସୂଚନା ଅନୁଯାୟୀ, ସ୍ବାମୀ ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ!-->…
ଏଫ୍ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ
ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟିର!-->…
ତିରିଶି ବର୍ଷୀୟା ମହିଳା ନିଖୋଜ, ଦଶଦିନ ହେଲାଣି ଠାବ କରିପାରୁ ନାହାଁନ୍ତି ପୋଲିସ କି ପରିବାର ବର୍ଗ…
ନିଃସର୍ତ୍ତ ନିୟୁଜ କୋଟପାଡ଼ : କୋରାପୁଟ ଜ଼ିଲ୍ଲା ସୀମାନ୍ତବର୍ତ୍ତୀ ଚାନ୍ଦିଲି ଫାଣ୍ଡି ଅନ୍ତର୍ଗତ ମଲଚlମାଲ,ଥାନା-କୋଟପାଡ଼ ଅଞ୍ଚଳରୁ ଜଣେ ତିରିଶି ବର୍ଷୀୟା ବିବାହିତ ମହିଳା ନିଖୋଜ ହୋଇଥିବା ଘଟଣା ସାମ୍ନାକୁ ଆସିଛି l ଏହାକୁ ନେଇ ପରିବାର ବର୍ଗ ଥାନାରେ ଏଫ. ଆଇ. ଆର. ଦେଇଥିବା ବେଳେ!-->…
ବଜ୍ରପାତରେ ଯୁବକ ମୃତ : ଆବଶ୍ୟକ ସମୟରେ ଆମ୍ବୁଲାନ୍ସ ନଆସିବାରୁ ମୃତ୍ୟୁ ଅଭିଯୋଗ କଲେ ପରିବାର
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ତଥା ବେଲଗାଁ ଥାନା ଗଣ୍ଡଳାରେ ଶନିବାର ସନ୍ଧ୍ୟାରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବେଲଗାଁ ଥାନା ଗଣ୍ଡଳା ଗ୍ରାମର ଶ୍ରୀକାନ୍ତ ଗୌଡ । ପ୍ରକାଶ ଯେ, ଶନିବାର ସନ୍ଧ୍ୟାରେ ଗଣ୍ଡଳା ଗ୍ରାମରେ ବର୍ଷା ସହ ବଜ୍ରପାତ!-->…
ରେଭେନ୍ସା ଛାତ୍ର ମାନେ ଝାଡାବାନ୍ତିରେ ଆକ୍ରାନ୍ତ : ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଏହା ହଇଜା ନୁହେଁ, ଖାଦ୍ୟ ଯୋଗାଉଥିବା…
କଟକ ୧୩।୭: କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନ୍ୟୁ ପିଜି ହଷ୍ଟେଲରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଛାତ୍ର ମାନେ ଏସସିବି ମେଡ଼ିକାଲରେ ଚିକିତ୍ସିତ ହେବା ପରେ ସରକାରଙ୍କ ନିଦ ଭାଙ୍ଗିଲା । ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଖାଦ୍ୟର ମାନ ଯାଞ୍ଚ କରିବା ପାଇଁ ନିୟୋଜିତ ହେଲେ!-->…
ନୈତିକତା ଦୃଷ୍ଟିରୁ ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ
ଭୁବନେଶ୍ବର: ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ରବିବାର ସନ୍ଧ୍ୟାରେ ଭେଟିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା!-->…
RPFର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନିଯୁକ୍ତ
ନୂଆଦିଲ୍ଲୀ: ରେଲଓ୍ବେ ସୁରକ୍ଷା ବଳ (RPF)ର ପ୍ରଥମ ମହିଳା ମହାନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇପିଏସ ଅଧିକାରୀ ସୋନାଲି ମିଶ୍ରା । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି। ୨୦୨୬ ଅକ୍ଟୋବର ୩୧ରେ ନିଜର ଅବସର ପର୍ଯ୍ୟନ୍ତ ସେ ଆରପିଏଫ୍ ଡିଜି ପଦରେ ରହିବେ। ସୋନାଲି!-->…