Sign in
Sign in
Recover your password.
A password will be e-mailed to you.
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୧୧ ନଂ ୱାର୍ଡର ଗଲିଆଡଙ୍ଗର ପାହାଡ଼ ଉପର ଜଙ୍ଗଲରୁ ଝୁଲନ୍ତା ମୃତଦେହ ରବିବାର ଠାବ କରିଛି ବାଲିଗୁଡା ପୋଲିସ । ଘଟଣା ରୁ ପ୍ରକାଶ ଯେ, ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଲିଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୋଟିଏ ଗଛ ଉପରୁ!-->…
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ…
ଅବସରପ୍ରାପ୍ତ ଶିକ୍ଷାବିତ୍ଙ୍କୁ ସମ୍ବର୍ଦ୍ଧନା, ଗୁରୁଙ୍କ ପାଦପଦ୍ମରେ ଛାତ୍ରଛାତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ନୟାଗଡ଼, ୦୬/୦୯(ନିସର୍ତ୍ତ) : ପବିତ୍ର ଗୁରୁ ଦିବସ ଅବସରରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ!-->!-->!-->…
ଧାରୁଆ ଅସ୍ତ୍ରରେ ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର, ଅବସ୍ଥା ସଂକଟାପନ୍ନ
କାମାକ୍ଷାନଗର : ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର । ଗୁରୁତର ଅବସ୍ଥାରେ ଜ୍ୱାଇଁଙ୍କୁ କଟକ ସ୍ଥାନାନ୍ତର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ କାମାକ୍ଷାନଗର ଥାନା ଜନ୍ତାରିବୋଲ ଗାଁରେ l ଶ୍ବଶୁର ଘରକୁ ଆସିଥିବା ବେଳେ ଜ୍ୱାଇଁକୁ ହାଣିଲେ l ଗୁରୁତର ଅବସ୍ଥାରେ!-->…
ବୈଧ PUCC ଓ ବୀମା ନଥିଲେ ଘରକୁ ଯିବ e-Challan, ଦସ୍ତାବିଜ ଯାଞ୍ଚ ପାଇଁ e-Detection ବ୍ୟବସ୍ଥା
ଭୁବନେଶ୍ୱର : ବୈଧ PUCC ଓ ବୀମା ନଥିଲେ ଧରିବ e-Detection, ଘରକୁ ଯିବ e-Challan । ବକେୟା ଚାଲାଣ ନଦେଲେ ବନ୍ଦ ହୋଇପାରେ PUC ପରୀକ୍ଷା । ସେପ୍ଟେମ୍ବର ୧ରୁ ବ୍ୟବସ୍ଥା କାର୍ଯ୍ୟକାରୀ । ଏଣିକି ରାସ୍ତାରେ ଯାଞ୍ଚ କରୁଥିବା ଅଧିକାରୀଙ୍କୁ ଫାଙ୍କି ଦେଲେ ମଧ୍ୟ ନିୟମ ଉଲ୍ଲଂଘନକାରୀ!-->…
ଖେଳ ପଡ଼ିଆରେ ପଶି ଫୁଟବଲ୍ ଖେଳିଲା ହାତୀ !
ମୟୂରଭଞ୍ଜ: ଫୁଟବଲ ଖେଳିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ । ରାତିରେ ଚାଷଜମିରେ ପଶି ଫସଲ ନଷ୍ଟ କରିବା ସହ ବ୍ୟାପକ କ୍ଷୟକ୍ଷତି କରୁଛନ୍ତି । ଗତକାଲି ହାତୀଟି ଏକ ଟ୍ରାକ୍ଟରକୁ ଆଣି ଭାଙ୍ଗିଥିଲା । ପରେ ଅମରପଦା ପଞ୍ଚାୟତ ବାଉଶୁଳିରେ ପିଲାମାନେ!-->…
ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ତେଣ୍ଟାରେ ଭୁଷି ହତ୍ୟା କଲା ସ୍ଵାମୀ
ଜଗତସିଂହପୁର: ଜଗତସିଂହପୁର ଥାନା ଅଧିନ ଯକୋଟି ପଞ୍ଚାୟତ ବଳରାମପୁର ଗାଁରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ସ୍ୱାମୀ ବାଦଲ ଓରଫ ଦିଗମ୍ବର ସ୍ୱାଇଁ ନିଜ ସ୍ତ୍ରୀ ପୁଷ୍ପାଲତା ସ୍ବାଇଁଙ୍କ ବେକକୁ ତେଣ୍ଟାରେ ଭୁସି ନିର୍ମମ ଭାବେ ହତ୍ୟା କରିବା!-->…
୯ରୁ ବଢ଼ିବ ବର୍ଷା, ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି
ଭୁବନେଶ୍ବର: ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା । ନେଇପାରେ ଗଭୀର ଅବପାତର ରୂପ । ୧୩ ଜିଲ୍ଲାରେ ପ୍ରବଳ ବର୍ଷା । ଏବେ ସକାଳ ୮ଟା ପରେ ମାଡ଼ି ଆସୁଛି ଖରା । ୧୦ଟା ବେଳକୁ ଟାଣ ଖରା । ଦିନ ଯେତିକି ବଢୁଛି, ଖରା ସେତିକି ବଢ଼ି ଚାଲିଛି । ତାତି ଓ ଗୁଳୁଗୁଳି ନାକେଦମ୍ କରିଛି ।!-->…
ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ପରିବାରକୁ ମିଳିବ ସହାୟତା ରାଶି
ଭୁବନେଶ୍ୱର: ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି । ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସମାଜର ବିଭିନ୍ନ ଘଟଣା ଓ ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି । ସେମାନଙ୍କ ଏହି!-->…
ପାର୍କ ପାଚେରି କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ସ୍ୱାମୀ ଅଟକ
ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ। ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟରେ ଜଣେ ମହିଳାଙ୍କୁ ବିଭତ୍ସ ହତ୍ୟା l ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ମୃତ ମହିଳା ହେଲେ ହୀନା ବେଗମ । ସମ୍ବଲପୁର ସେନ ପାର୍କ ବାଉଣ୍ଡ୍ରି!-->…
ପାରଳାଖେମୁଣ୍ଡି ସବଜେଲରେ କଏଦୀଙ୍କର ମୃତ୍ୟୁ; ଉଚ୍ଚସ୍ତରୀୟ ତଦନ୍ତ ଦାବି
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବ ଜେଲରେ ଜଣେ ବିଚାରଧୀନ କଏଦୀ (UTP)ଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ମୃତକ ହେଉଛନ୍ତି ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ତାଙ୍କଲା ସାହିର ରୁନା ବଡ଼ ରଇତ(୩୧)। ଅଗଷ୍ଟ ୧୦ ତାରିଖରେ ଏକ ପୋସ୍କୋ କେସ ଅଭିଯୋଗରେ ରାୟଗଡ ପୋଲିସ!-->…