ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି ପାଇଁ ରାଜି : ଡୋନାଲ୍ଡ ଟ୍ରମ୍ପ

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା

ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ୩ ଛାତ୍ରୀ, ସହଯୋଗ କଲା ପ୍ରଶାସନ

ବାଲେଶ୍ୱର : ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ଛାତ୍ରଛାତ୍ରୀ । ପ୍ରଶାସନର ସହଯୋଗରେ ବାଲେଶ୍ଵରରେ ପହଞ୍ଚିଲେ ଛାତ୍ରୀ । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ ଘର ବାରିପଦା , ଜଳେଶ୍ଵର ଓ ଲଙ୍ଗଳେଶ୍ବର

ଅପରେସନ ସିନ୍ଦୂରରେ ସଫା ହୋଇଯାଇଥିଲେ ଏସବୁ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀ

ନୂଆଦିଲ୍ଲୀ: ମେ ୬-୭ ମଧ୍ୟରାତ୍ରିରେ ଭାରତୀୟ ସେନା ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୯ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ଭାରତ ସରକାର ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା

ଭାରତ-ପାକ୍ ଉତ୍ତେଜନା: ରାଜ୍ୟର ସବୁ ଆଇପିଏସଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ଵର: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ପାକ୍ ସେନା ଆକ୍ରମଣର ମୁଁହତୋଡ ଜବାବ ଦେଉଛନ୍ତି ଭାରତୀୟ ଯବାନ। ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର

ସୀମାରେ ଗୁଳିମାଡ଼: ପାକ୍ ଗୁଳିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଶ୍ରୀନଗର: ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ଜାମ୍ମୁ

ଅପରେସନ୍ ସିନ୍ଦୂର: ହାଇଆଲର୍ଟରେ ଓଡିଶା ପୋଲିସ, ରେଳ ଷ୍ଟେସନ ଓ ପ୍ଲାଟଫର୍ମରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ଭାରତ ସରକାରଙ୍କ ପକ୍ଷରୁ ଚାଲିଛି ଅପରେସନ୍ ସିନ୍ଦୂର ଓ ଜାରି ହୋଇଛି ହାଇ ଆଲର୍ଟ । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ଦିନରାତି ଚାଲିଛି ପାଟ୍ରୋଲିଂ । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ସାମ୍ନା

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ ଭାବରେ ବିବେଚନା

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ 'ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍' ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ ହୁଏ, ବୋଲି ଶନିବାର

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ଦିଲ୍ଲୀ ଏମ୍ସରେ ଛୁଟି ବାତିଲ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ନିଆଗଲା ବଡ଼ ନିଷ୍ପତ୍ତି । ଛୁଟି ବାତିଲ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ତେବେ ବାତିଲ ହେଲା ଦିଲ୍ଲୀ ଏମ୍ସର ସମସ୍ତ ଅଧିକାରୀଙ୍କ