ଆନନ୍ଦମାର୍ଗ ପକ୍ଷରୁ ରାଜ୍ୟସ୍ତରୀୟ ଯୋଗ ଶିବିର ଓ ସହରପରିକ୍ରମା

ବ୍ରହ୍ମପୁର :_ ସ୍ଥାନୀୟ ପ୍ରଚାରକ ସଙ୍ଘ ପକ୍ଷରୁ ବୈକୁଣ୍ଠ ନଗର ସ୍ଥିତ ସାଇ ଚନ୍ଦନ ସେବା ସଦନ ପରିସରରେ ତ୍ରିଦିବସୀୟ ରାଜ୍ୟ ସ୍ତରୀୟ ଯୋଗ ଶିକ୍ଷା ଶିବିର ସହ ।ଆଜିର ଦ୍ବିତୀୟ ଦିବସରେ ମୁଖ୍ୟ କେନ୍ଦ୍ରୀୟ ପ୍ରଶିକ୍ଷକ ଭାବେ ଆନ୍ତର୍ଜାତୀୟ ଯୋଗ ପ୍ରଶିକ୍ଷକ ଆଚାର୍ଯ୍ୟ ପ୍ରିୟତୋଷାନନ୍ଦ

ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପ୍ରାଣୀବିଜ୍ଞାନ ବିଭାଗରେ ପ୍ରଯୁକ୍ତିବିଦ୍ୟା ଆଧାରିତ ଉଦ୍ୟମିତା ବିକାଶ କାର୍ଯ୍ୟକ୍ରମ

ବ୍ରହ୍ମପୁର : ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗ ଆନୁକୂଲ୍ୟରେ ପ୍ରଯୁକ୍ତିବିଦ୍ୟା ଆଧାରିତ ଉଦ୍ୟମିତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଗଣପତି ସାବତ ଫାଉଣ୍ଡେସନର ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥିମାନଙ୍କୁ ମଞ୍ଚକୁ ସ୍ୱାଗତ କରିବା ସହ

ଅବସରପ୍ରାପ୍ତ ସିଆରପିଏଫ ଜବାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁମୁସର ଉଦୟଗିରି ବ୍ଲକ ଅଧୀନ ରଟିଙ୍ଗିଆ ଗ୍ରାମପଞ୍ଚାୟତରେ ସିଆରପିଏଫ ଜବାନ ବିକ୍ରମ ନାୟକ ନିଜ ଚାକିରୀ କାଳ ରୁ ଅବସର ନେଇ ନିଜ ଜନ୍ମମାଟିକୁ ଫେରିବା ପରେ ଗ୍ରାମବସୀ ମାନେ ରଟିଙ୍ଗିଆ ଗାସ୍ତିମାହା ଛକ ଠାରୁ ଇନ୍ଦ୍ରଗଡ଼ ଗ୍ରାମ

ବ୍ରହ୍ମପୁର ସହରରେ ଲାଗିଥିବା ସିସି କେମେରା ଧର୍ମକୁ ଆଖି ଠାର……!

ମହାନଗର ନିଗମର ମହା ଦୁର୍ନୀତି..., " ନିମ୍ନ ମାନର ସିସି କେମେରା ଏବେ ଅଚଳ "….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସିଲକ୍କ ସିଟିରେ ବିଭିନ୍ନ ସ୍ଥାନରେ ବ୍ରହ୍ମପୁର ମହା ନଗର ନିଗମ ପକ୍ଷରୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସିସି କେମେରା ଲଗାଯାଇଛି। ସହରେ ଦିନକୁ ଦିନ ବଢୁ ଥିବା ଚୋରୀ ହାରି

ଡାକ୍ତର ଙ୍କ ବଦଳିକୁ ନେଇ ଆଶାକର୍ମୀ ଙ୍କ ପ୍ରତିବାଦ…

ଉମରକୋଟ:୧୨/୦୭/୨୦୨୫, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡକ୍ଟରଙ୍କ ବଦଳି କୁ ପ୍ରତିବାଦ କରି ନବରଙ୍ଗପୁର ଜିଲ୍ଲା ଉମରକୋଟ ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଶତାଧିକ ଆଶା କର୍ମୀ ଓ ସ୍ଥାନୀୟ ବାସିନ୍ଦା ଧାରଣାରେ ବସିଛନ୍ତି,ଡକ୍ଟରଙ୍କ ବଦଳି ବାତିଲ କରି ଉମରକୋଟ ଉପଖଣ୍ଡ ଚିକିତ୍ସାଳୟ ରେ

ଅବସର ପ୍ରାପ୍ତ ପୋଲିସ ଅଫିସର ସଂଘ କାର୍ଯ୍ୟାଳୟ ଠାରେ ୩୨ ତମ ପ୍ରତିଷ୍ଠା ଦିବସ ପାଳିତ …..!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସିଲ୍ଲକ ସିଟି ବ୍ରହ୍ମପୁର ସ୍ଥିତ ଅବସର ପ୍ରାପ୍ତ ପୋଲିସ ଅଫିସର ସଂଘ କାର୍ଯ୍ୟାଳୟ ଠାରେ ୩୨ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ ର ଅବସର ପ୍ରାପ୍ତ ଭାଇସ ଚାନ୍ସଲେର ପ୍ରଫେସର ଜୟନ୍ତ

ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

କଟକ : ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବସ୍ ଚଳାଚଳ ବନ୍ଦ ଥିଲା। ହେଲେ ଚାରିଦିନ ହେଲା ଧର୍ମଘଟର ସମାଧାନ ହେଉନଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବାରୁ ମାଲିକ

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା

ସିଫାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ, ୧୭ଟି ନୂତନ ଫିସରୀ କ୍ଲଷ୍ଟର ଉଦ୍‍ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ପିପିଲି : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ଗୁରୁବାର ସମାରୋହରେ ପାଳିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ

ରାଖୀ ପୂର୍ଣ୍ଣିମା ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ( ଅଗଷ୍ଟ ୯ ତାରିଖ)ରେ ୩ୟ