Sign in
Sign in
Recover your password.
A password will be e-mailed to you.
ପାକିସ୍ତାନ ସଂସଦରେ ମୋଦିଙ୍କୁ ପ୍ରଶଂସା କଲେ ଶେହବାଜଙ୍କ ଏମପି, କହିଲେ ପାକ୍ ପ୍ରଧାନମନ୍ତ୍ରୀ ଶୃଗାଳ
ଇସଲାମବାଦ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ସଂସଦରେ ଜଣେ ଏମପି ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ସାରା ବିଶ୍ୱରେ ଚହଳ ପକାଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ‘କାପୁରୁଷ’ ଓ ‘ଶୃଗାଳ’ ବୋଲି ଆଖ୍ୟା ଦେଇ ଜଣେ ଏମପି!-->…
ପାକିସ୍ତାନକୁ କଡ଼ା ସମାଲୋଚନା କଲେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି କାଟଜୁ
ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ ଶୀଘ୍ର ଲାହୋରରେ!-->…
ଏହା ଆବଶ୍ୟକତା ଥିଲା, ସେନାକୁ ଅଭିନନ୍ଦନ: ମୋହନ ଭାଗବତ
ନାଗପୁର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ଏକ ବିବୃତ୍ତି ମଧ୍ୟ ଜାରି କରାଯାଇଛି। ଏହି ପରିସ୍ଥିତିରେ ସେ ସରକାର ଏବଂ ସଶସ୍ତ୍ର ବାହିନୀ ସହିତ ଠିଆ ହେବେ ବୋଲି ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ମୋହନ ଭାଗବତ!-->…
ଆଇପିଏଲ ଏକ ସପ୍ତାହ ଲାଗି ସ୍ଥଗିତ
ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଦେଶରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ କୁ ୧ ସପ୍ତାହ ଲାଗି ସ୍ଥଗିତ ରଖିଛି ବିସିସିଆଇ | ବିସିସିଆଇ ପକ୍ଷରୁ କୁହାଯାଇଛି ବର୍ତ୍ତମାନ ପରିସ୍ଥିତିରେ ଆମେ ସରକାର ଓ ସେନାଙ୍କ ସହିତ!-->…
ଡେମେଜ କଣ୍ଟ୍ରୋଲ ପାଇଁ ଆସିକା ବିଧାୟକଙ୍କ ପ୍ରୟାସ..!ମୁଖ୍ୟମନ୍ତ୍ରୀ ଙ୍କୁ କଟିକିଆ ଜୁହାର…..!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାକୁ ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ ଆସି ଫେରି ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ଭାଟ ହେବାକୁ ଜିଲ୍ଲାର ବିଧାୟକ ଓ ସଂସାଦ ଏବଂ ମନ୍ତ୍ରୀ ମାନେ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଆସିକା ବିଧାୟକ ସରୋଜ ପାଢ଼ୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଟିକେ ଦେଖା!-->…
ଫେକ କଲ କରି ଲକ୍ଷାଧୀକ ଟଙ୍କା ଲୁଟ୍ କରିଥିବା ଅଭିଯୋଗରେ ତିନି ଗିରଫ…
ମାଲକାନଗିରି, ୮।୫ ମାଲକାନଗିରି ଜିଲ୍ଲା ସଦର ମହକୁମା ଦୁର୍ଗାଗୁଡି ସାହି ସ୍ଥିତ ଜନୈକ ବ୍ୟକ୍ତିଙ୍କୁ ଫୋନ୍ କଲ ମାଧ୍ୟମରେ ଧମକପୂର୍ଣ ବାର୍ତା ଦେବା ସହ ତାଙ୍କ ଠାରୁ ଲକ୍ଷାଧୀକ ଟଙ୍କା ଲୁଟ୍ କରିଥିବା ନେଇ ଥାନାରେ ଏକ ମାମଲା ରୁଜୁ ହୋଇଥିଲ।। ଏହି ମାମଲାରେ ମାଲକାନଗିରି ପୋଲିସ!-->!-->!-->…
ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟରେ ସାଂସଦ ଙ୍କ ପାଣ୍ଠି ଟଙ୍କା ହଡ଼ପ ଅଭିଯୋଗ….!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳ ରେ ପାଦ ପାଦରେ ଦୁର୍ନୀତି ହେଉଛି। ତାହାର ନଗ୍ନ ନମୁନା ଏବେ ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ପୂର୍ବତନ ସାଂସଦଙ୍କ ହାତ ପାଣ୍ଠିର ପ୍ରାୟ ୨୦ ଲକ୍ଷରୁ ଉର୍ଦ୍ଧ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ପରେ ଦିଲ୍ଲୀର ଏକ ତଦନ୍ତ!-->…
ଅଚାନକ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
ନୂଆଦିଲ୍ଲୀ : ପାକିସ୍ତାନ ଉପରେ ଘନ ଘନ କ୍ଷେପଣାସ୍ତ୍ର ମାଡ଼ ପରେ ଭାରତ ନୂଆ ଚାଲ୍ ଖେଳିଛି। ସାମରିକ ଆକ୍ରମର ସହିତ ପାକିସ୍ତାନ ଉପରେ ପାଣି ମାଡ଼ କରିଛି ଭାରତ। ଅର୍ଥାତ ଭାରତ ଚେନାବ ନଦୀ ଜଳକୁ ଅଚାନକ ପାକିସ୍ତାନକୁ ଛାଡ଼ି ଦେଇଛି। ଯାହାଫଳରେ ପାକ୍ରେ ବନ୍ୟା ହେବାର ଆଶଙ୍କା!-->…
ଓଟିଟି ପ୍ଳାଟଫର୍ମରୁ ହଟିବ ପାକିସ୍ତାନୀ ବିଷୟବସ୍ତୁ, କେନ୍ଦ୍ର ସରକାରଙ୍କ କଡା ନିର୍ଦ୍ଦେଶ
ନୂଆଦିଲ୍ଲୀ : ଜାତୀୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଭାରତରେ କାର୍ଯ୍ୟ କରୁଥିବା ସମସ୍ତ ଓଟିଟି ପ୍ଲାଟଫର୍ମ, ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମ ଏବଂ ମଧ୍ୟସ୍ଥମାନଙ୍କୁ ପାକିସ୍ତାନର ସମସ୍ତ ୱେବ୍-ସିରିଜ୍, ଚଳଚ୍ଚିତ୍ର, ଗୀତ, ପଡକାଷ୍ଟ ଏବଂ ଅନ୍ୟାନ୍ୟ ଷ୍ଟ୍ରିମିଂ ମିଡିଆ ବିଷୟବସ୍ତୁକୁ ତୁରନ୍ତ!-->…
ସରଳ ଓ ତ୍ରୁଟିଶୂନ୍ୟ ହେବ ପରିବାର ପେନ୍ସନ୍ ନିୟମ
ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ!-->…