Sign in
Sign in
Recover your password.
A password will be e-mailed to you.
ମାଙ୍କଡ଼ା ପଥର ଖଣିରେ ଚଢାଉ ଟ୍ରକ ଜବତ…
ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଥାନା ଅନ୍ତର୍ଗତ କୋମଣ୍ଡ ମାଙ୍କଡ଼ା ପଥର ଖଣିରେ ନୟାଗଡ଼ ଖଣି ଅଧିକାରୀ ଈଶ୍ୱର ଚନ୍ଦ୍ର ପ୍ରଧାନ ଙ୍କ ନେତୃତ୍ୱରେ ଚଢାଉ କରାଯାଇ ମାଙ୍କଡ଼ା ଖଣିରୁ ଗୋଟିଏ ଟ୍ରକ ଓଆର ୦୯ଇ ୧୭୬୬ ନମ୍ୱର୍ କୁ ଜବତ କରାଯାଇଛି। ଘଟଣାସ୍ଥଳରୁ ଗୋଟିଏ ଜେସିବି ସହିତ ଗୋଟିଏ!-->…
ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ!-->…
୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ
ଭୁବନେଶ୍ୱର :କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ!-->…
ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ
ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ ଓ ପରାକ୍ରମର ଗାଥା!-->…
ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା!-->!-->!-->…
ଭୁବନେଶ୍ବରରେ ହେବ ସାଇନ୍ସ ସିଟି: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ଗୁରୁବାର ଦିନ!-->…
ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ
ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି।ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ ସେବା!-->…
ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ
ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ!-->…
‘ପାକିସ୍ତାନ ସାଇବର ଫୋର୍ସ’ ଦ୍ୱାରା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୱେବସାଇଟ୍ ହ୍ୟାକ୍
ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ମାଧ୍ୟମରେ ଭାରତର ସାମରିକ ପ୍ରତିକ୍ରିୟା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ 'ପାକିସ୍ତାନ ସାଇବର ଫୋର୍ସ'!-->…
ଅତିକମ୍ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ
ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି।
୨୫ ମିନିଟ୍ ଭିତରେ ୯ଟି ଆତଙ୍କୀ ଆଡ୍ଡା ଉପରେ ୨୪!-->!-->!-->…