ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍‌ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍‌ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଭାରତୀୟ ସେନା ଦ୍ୱାରା

ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି କାର୍ଯ୍ୟକ୍ରମକୁ ବାତିଲ

ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା। ସେମାନଙ୍କ

ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ…

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ

ପାକ୍‌ ଗୋଳାମାଡ଼ରେ ୪ ଶିଶୁଙ୍କ ସମେତ ୧୫ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପିଓକେରେ ‘ଅପ‌ରେସନ୍‌ ସିନ୍ଦୂର’ ସଫଳ ହେବାର କିଛି ସମୟ ପରେ ପାକିସ୍ତାନ ଏଲ୍‌ଓସି ଏବଂ ଅନ୍ତର୍ଜାତୀୟ ସୀମା ନିକଟରେ ଭାରତୀୟ ଅଞ୍ଚଳକୁ ଟା‌ର୍ଗେଟ୍‌ କରି ପ୍ରବଳ ଗୁଳିଗୋଳା ମାଡ଼ ଜାରି ରଖିଛି। ପାକିସ୍ତାନର ଗୁଳିଗୋଳା ମାଡ଼ରେ ପୁଞ୍ଚ ଏବଂ ତଙ୍ଗଧର ଅଞ୍ଚଳରେ ୪ ଶିଶୁଙ୍କ ସମେତ ୧୫

ଗଞ୍ଜାମ ଜିଲ୍ଲାରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ : ଅନବିଜ୍ଞ ଓ ଅପାଠୁଆ ଙ୍କ ଦ୍ୱାରା ଔଷଧ ବିକ୍ରି…..!

ନିଘୋଡ଼ ନିଦ ରେ ଜିଲ୍ଲା ଔଷଧ ଅଧିକାରୀ ଓ ଜିଲ୍ଲା ପ୍ରଶାସନ..! ରୋଗୀଙ୍କ ଜୀବନ ସହ ଖେଳୁ ଛନ୍ତି ଅନବିଜ୍ଞ ଔଷଧ ଦୋକାନୀ କର୍ମଚାରୀ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଡ୍ରଗ୍ସସ ବିଭାଗ ଏବେ କୋମାରେ। ଜିଲ୍ଲାର କୋଣ ଅନୁକୋଣ ରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ ଖୋଲାଯାଇଛି। ପ୍ରତିଯୋଗିତା

ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଚାଳନା କମିଟି: ବିଜେଡି ବିଜେପି ବଳ କଷାକଷି

ନୟାଗଡ଼: ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ କୁ ନେଇ ଏବେ ବିଜେଡି ବିଜେପି ବଳ କଷାକଷି ଚାଲିଛି । ଉକ୍ତ ବ୍ୟାଙ୍କ ପରିଚାଳନା କମିଟି ଓ ସମ୍ପାଦକ ଙ୍କ ଶକ୍ତିକୁ ନେଇ ବିଜେଡି ବିଜେପି ମଧ୍ୟରେ ଛକାପଞ୍ଝା ଲାଗିରହିଛି । ବିଜେପି ଗତ ଏକ ବର୍ଷରୁ କମ ସମୟ ହେଲା କ୍ଷମତା କୁ ଆସିବା ପରେ

ମୋରମ ଲୁଟ କରୁଥିବା ମାଫିଆମାନଙ୍କ ଧରାକୋଟ ଥାନା ଇଲାକାରେ ଆତଙ୍କ ରାଜ…!

ଭିଡିଓ ଉତ୍ତୋଳନ ବେଳେ ସାମ୍ବାଦିକଙ୍କୁ ମାଉଜର ଲଗାଇ ଆକ୍ରମଣ ଅଭିଯୋଗ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଲଘୁଖଣିଜ ଲୁଟ କରୁଥିବା ମାଫିଆ ମାନଙ୍କ ଆତଙ୍କ ରାଜ ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହାର ଏକ ନଗ୍ନ ନମୁନା ଆଜି ଧରାକୋଟ ଥାନା ନିକଟରେ ଥିବା ତାଳ ପାଟଣା ଟାଟା ରିଲିଫ ସାହି ପାଖରେ

ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ

ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି।ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ