ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍‌‌ ଗସ୍ତ କାର୍ଯ୍ୟକ୍ରମ ରହିଥିଲା।ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ

ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି…

ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ,

ଯୁବକଙ୍କ ମୃତଦେହ ଉଦ୍ଧାର

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସାରୁ ଗ୍ରାମର ଏକ ଘର ଭିତରୁ ବୁଧବାର ହିଞ୍ଜିଳି ପୁଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ସାରୁ ଗ୍ରାମର ବୁଲୁ ସେଠି (୪୫) । ପ୍ରକାଶ ଯେ, ବୁଲୁ ପ୍ରତିଦିନ ପରି ମଙ୍ଗଳବାର ରାତିରେ ଘରେ ରାତ୍ର ଭୋଜନ ସାରି ଘର

ଦୂର୍ଘଟଣାରେ ଆହତ ମହିଳାଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ : ମଙ୍ଗଳବାର ରାତ୍ର ପ୍ରାୟ ସାଢେ ୮ ଘଣ୍ଟା ସମୟରେ ହିଞ୍ଜିଳି ଥାନା ଅଞ୍ଚଳରେ ଦୂର୍ଘଟଣା ଘଟି ବାଇକ୍ ଚାଳକ ଓ ଜଣେ ମହିଳା ଗୁରୁତର ଆହତ ହୋଇଥିଲେ। ଆହତ ମାନେ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ବଇଞ୍ଚଵଣିଆ ଅଞ୍ଚଳର ଲକ୍ଷ୍ମୀ ଦେବୀ ବିଷୋୟୀ (୬୨), ଆସିକା ଥାନା ପାକିଡି ଗ୍ରାମର

ବେଲଘର ସୁସମାଚାର ମହୋତ୍ସବକୁ ନେଇ ଅସନ୍ତୋଷ : ଯୀଶୁ ଖ୍ରୀଷ୍ଟଙ୍କ ଧର୍ମବାଣୀ ସଭାକୁ ନେଇ ଚାପା ଉତ୍ତେଜନା, କଡା…

ଏସପି,ଏସଡିପିଓ , ଦୁଇ ଡିଏସପି , ଦୁଇ ଆଇଆଇସି ସମେତ ୨ ପ୍ଲାଟୁନ ଫୋର୍ସ ମୃତୟନବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟସ୍ଥ ଝାଲିପଡା ଠାରେ ଦୁଇ ଦିନିଆ ଯୀଶୁ ଖ୍ରୀଷ୍ଟଙ୍କ ଧର୍ମବାଣୀ ସଭାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା

ଜଙ୍ଗଳକୁ ସୁରକ୍ଷା ଦେଉଛନ୍ତି ଆଜିର ନାରୀଶକ୍ତି

ଉମରକୋଟ /ରାଇଘର : ବନଭୂମି ସହିତ ମନୁଷ୍ୟର ସମ୍ପର୍କ ଯୁଗ ଯୁଗରୁ ରହି ଆସିଛି। ଦିନେ ବନଭୂମିରେ ହିଁ ସଭ୍ୟତାର ପ୍ରଥମ ସୂର୍ଯ୍ୟଦୟ ହୋଇଥିଲା। ମନୁଷ୍ୟର କ୍ରୋମନ୍ନତି ସଭ୍ୟତା ସଂସ୍କୃତିର ପରିପୃଷ୍ଟ ପାଇଁ ବନର ଦାନ ମହାନ ଓ ଅବିସ୍ୱରଣୀୟ। ସମୟକ୍ରମେ ବନଭୂମି ଗଡି ଉଠିଲା ଗୁରୁକୁଳାଶ୍ରମ ଓ

ଗଞ୍ଜାମ ଜିଲ୍ଲାରେ ମକ୍ ଡ୍ରିଲ୍ ସଫଳତାର ସହ ଅନୁଷ୍ଠିତ

ଛତ୍ରପୁର : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ବ୍ଲକ୍ ସ୍ଥିତ ନୂଆ ବକ୍ସିପଲ୍ଲୀ, ଆଇ.ଆର୍.ଇ. ମାଟିଖାଲ, ଆର୍ଯ୍ୟପଲ୍ଲୀର ଗୋପାଳପୁର ପୋର୍ଟ ଏବଂ ଗୋପାଳପୁର ବିଜ୍ଞାପିତ ଅଞ୍ଚଳରେ ଅପରାହ୍ନ 4 ଘଟିକା ସମୟରେ ମକ୍ ଡ୍ରିଲ୍ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଆକାଶ ମାର୍ଗରୁ ଯଦି ଶତୃପକ୍ଷ ଆକ୍ରମଣ

ବିଦ୍ୟୁତ ତାର ନିକଟରେ ଅନଧିକୃତ ନିର୍ମାଣ କରିଥିବା ୧୨୨୯ ଉପଭୋକ୍ତାଙ୍କୁ ଟିପିଏସ୍ଓଡିଏଲ୍ ପକ୍ଷରୁ ନୋଟିସ ଜାରି

ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଓଭରହେଡ ବିଜୁଳି ତାର ନିକଟରେ ଅନଧିକୃତ ନିର୍ମାଣ କରିଥିବା ୧୨୨୯ ଜଣ ଉପଭୋକ୍ତା ଏବଂ ପ୍ରତିଷ୍ଠାନକୁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଦ୍ୟୁତ ଭିତ୍ତିଭୂମି ଏବଂ

ରାୟଗଡ଼ା ଜିଲ୍ଲାରେ ଶିଶୁ ବିକ୍ରୀ ଓ ବାଲ୍ୟ ବିବାହ ରୋକିବାରେ ବିଫଳ ଜିଲ୍ଲା ପ୍ରଶାସନ…

ବିଳମ୍ବରେ ହେଲେବି ପ୍ରଶାସନ ମାନିଛି ଯେ ବେନିୟମ ପୋଷ୍ୟ ସନ୍ତାନ ହସ୍ତାନ୍ତର ମାଧ୍ୟମରେ ଶିଶୁ ବିକ୍ରି ହୋଇଛି ରାୟଗଡ଼ା : ରାୟଗଡ଼ା ଜିଲ୍ଲାର ଜେକେ ପୁର ଚାନ୍ଦିଲି ଥାନା ଓ ଡମ୍ବସରା ଗୁଣୁପୁର ଥାନାରେ ଶିଶୁ ବିକ୍ରି ଘଟଣାରେ ରାୟଗଡ଼ା ଜିଲ୍ଲା ଶିଶୁ ମଙ୍ଗଳ କମିଟି ଜିଲ୍ଲା ପ୍ରଶାସନ,

ଆମେ ସେନାର ସାହସକୁ ନମନ କରୁଛୁ – ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ 'ସିନ୍ଦୂର'କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ