ଅଟକ ବଙ୍ଗୀୟ ଶ୍ରମିକଙ୍କ ତୁରନ୍ତ ମୁକ୍ତି ଦାବି କଲେ ସାଂସଦ ମହୁଆ ମଇତ୍ର

ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମଇତ୍ର ବୁଧବାର ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଓଡ଼ିଶାରେ ବେନିୟମ ଭାବେ ଅଟକ ଥିବା ଶ୍ରମିକମାନଙ୍କ ତୁରନ୍ତ ମୁକ୍ତି ଦାବି କରିଛନ୍ତି। ଏକ୍ସ କରିଥିବା ପୋଷ୍ଟରେ ସାଂସଦ ମହୁଆ କହିଛନ୍ତି, ଝାରସୁଗୁଡା ଓରିଏଣ୍ଟ ପୁଲିସ ଷ୍ଟେସନ ପଚରାଉଚୁରା

ହୀରାକୁଦର ୪ଟି ଗେଟ୍‌କୁ ବନ୍ଦ, ଏବେ ୧୬ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ପାଣି

ସମ୍ବଲପୁର : ଦୁଇଦିନ ଧରି ହୀରାକୁଦ ବନ୍ଧର ୨୦ଟି ଗେଟ୍ ଖୋଲା ରହିବା ପରେ ମଙ୍ଗଳବାର ସନ୍ଧ୍ୟାରେ ୪ଟି ଗେଟ୍‌କୁ ବନ୍ଦ କରାଯାଇଛି । ବର୍ତ୍ତମାନ ୧୬ ଗେଟ୍‌ ଦେଇ ମହାନଦୀକୁ ପାଣି ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମ୍‌ ବାମପଟର ୧୧ ଗେଟ୍‌ ଖୋଲା ରହିଛି । ଡାହାଣ ପଟର ୫ଟି ଗେଟ୍ ଦେଇ ପାଣି

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍‌ ହେଲେ ପୁଣି ମିଳିବ ପରୀକ୍ଷା ସୁଯୋଗ

ଭୁବନେଶ୍ବର: ପ୍ରାଥମିକ ଶିକ୍ଷା ଶେଷ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବହିଷ୍କାର କରାଯାଇ ପାରିବନି । ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ସଂଶୋଧନ ଆଣି ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରାଯାଇଛି ।ନୂତନ ନିୟମ ଅନୁସାରେ, ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌

ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ; ୨ ମୃତ

ଜୟପୁର : ରାଜସ୍ଥାନର ଚୁରୁରେ ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଏକ ଜାଗୁଆର ଲଢ଼ୁଆ ବିମାନ। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେମାନେ ପାଇଲଟ୍‌ ବୋଲି ଅନୁମାନ କରାଯାଉଛି। ଚୁରୁ ଏସପି ଜୟ ଯାଦବ କହିଛନ୍ତି ଯେ ରାଜଲଦେଶର ଥାନା ଅଞ୍ଚଳର

କଟକ ଗଡ଼ଗଡ଼ିଆ ଘାଟରେ ମେୟରଙ୍କ ସମୀକ୍ଷା, ଶ୍ରାବଣ ସୋମବାରକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

କଟକ : ଶ୍ରାବଣ ସୋମବାରକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ କଟକ ମେୟର ସୁବାସ ସିଂ। କଟକ ଗଡଗଡିଆ ଘାଟରେ ପହଞ୍ଚି ଅତିରିକ୍ତ କମିଶନର, ସିଏମସି ଅଧିକାରୀ, ଅଗ୍ନିଶମ ଏବଂ ଓଡ୍ରାଫ ଅଧିକାରୀଙ୍କ ସହ ମିଶି ସମୀକ୍ଷା କରିଛନ୍ତି ମେୟର । ବିଶେଷ କରି ମହିଳା କାଉଡ଼ିଆମାନଙ୍କ

ଜୁଲାଇ ୧୫ ଯାଏଁ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଝଡ଼ବର୍ଷା ସହିତ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସତର୍କ ସୂଚନା ଜାରି କରିଛି।

ଚୀନ ଠାରୁ ଜେ-୩୫ ଯୁଦ୍ଧବିମାନ କିଣିବନି ପାକିସ୍ତାନ

ଇସଲାମାବାଦ : ଚୀନ ଠାରୁ ପାକିସ୍ତାନ ଜେ-୩୫ ଯୁଦ୍ଧବିମାନ କିଣିବା ନେଇ ହେଉଥିବା ଚର୍ଚ୍ଚାକୁ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖାୱାଜା ଆସିଫ୍ ଖଣ୍ଡନ କରିଛନ୍ତି। ଚୀନ ଏହାର ୫ମ ଜେନେରେସନ ଯୁଦ୍ଧବିମାନ ଜେ-୩୫କୁ କମ୍ ଦାମରେ ପାକିସ୍ତାନକୁ ବିକ୍ରି କରିବା ପୂର୍ବକ ଇସଲାମାବାଦର ବାୟୁସେନାକୁ

ଅଗଷ୍ଟ ମାସରେ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ : ଅଗଷ୍ଟ ମାସରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ହୋଇପାରେ । ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଏନେଇ ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆକୁ ଚିଠି ଲେଖାଯିବ ।

ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲା; ରବୀନ୍ଦ୍ର ଜେନାଙ୍କୁ ସାମୟିକ ଆଶ୍ବସ୍ତି

ଭୁବନେଶ୍ବର: ସି-ସୋର୍ ଚିଟଫଣ୍ଡ ଠକେଇ ମାମଲା । ପୂର୍ବତନ ସାଂସଦ ରବି ଜେନାଙ୍କୁ ମିଳିଲା ସାମୟିକ ଆଶ୍ବସ୍ତି । ଅଦାଲତରେ ପରବର୍ତ୍ତୀ ଶୁଣାଣି ଯାଏଁ ରବିନ୍ଦ୍ରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ । ସି-ସୋର୍ ଚିଟଫଣ୍ଡ କେସରେ ପୂର୍ବତନ ସାଂସଦ ରବି

ଦିଲ୍ଲୀ ବିଶ୍ବର ୯ମ ବ୍ୟସ୍ତ ବହୁଳ ବିମାନ ବନ୍ଦର

ନୂଆଦିଲ୍ଲୀ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦର ବିଶ୍ବର ୯ମ ବ୍ୟସ୍ତବହୁଳ ବିମାନ ବନ୍ଦରଭାବେ ମାନ୍ୟତାଲାଭ କରିଛି। ଏୟାରପୋର୍ଟ କାଉନସିଲ ଇଣ୍ଟରନ୍ୟାସନାଲ (ଏସିଆଇ) ପକ୍ଷରୁ ବିଶ୍ବର ୨୦ଟି ବିମାନ ବନ୍ଦରକୁ ସର୍ଭେରେ ସାମିଲ କରାଯାଇଥିଲା। ଗତବର୍ଷ ୭,୭୮,୨୦,୮୩୪ ଯାତ୍ରୀ