Sign in
Sign in
Recover your password.
A password will be e-mailed to you.
ଓଡ଼ଗାଁ ଏନଏସି କାର୍ଯ୍ୟାଳୟ ସହିତ ସମୁଦାୟ ୯କୋଟି ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସିର ନବ ନିର୍ମିତ ଓଡ଼ଗାଁ ଏନଏସି କାର୍ଯ୍ୟାଳୟ ସହିତ କଲ୍ୟାଣୀ ମଣ୍ଡପ, ବିଜୁ ଆଦର୍ଶ କଲୋନୀ, ପରିମଳ ଉପଚାର କେନ୍ଦ୍ର, ଗଣେଶ ବଜାର ମଧ୍ୟସ୍ଥ ୧୮ ନବୀକରଣ ଦୋକାନ ଗୃହ ସହିତ ସମୁଦାୟ ୮ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ!-->…
କୋରାପୁଟରେ ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ପାଇଁ ବିଶେଷ କ୍ୟାମ୍ପ…
୧ ୬ ୩ ଶିଶୁଙ୍କୁ ସରକାରୀ ଯୋଜନାରେ ସାମିଲ କରାଯିବ
କୋରାପୁଟ : ପିତୃମାତୃହୀନ ଏବଂ ଏକ ଅଭିଭାବକ ଶିଶୁଙ୍କୁ ଉପଯୁକ୍ତ ଥଇଥାନ ଓ ସାମାଜିକ ସୁରକ୍ଷା ଯୋଗାଇଦେବା ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଲକ୍ଷ୍ମୀପୁର ବ୍ଲକର ମିଶନଶକ୍ତି ଗୃହ ପରିସରରେ ଏକ ସ୍ୱତନ୍ତ୍ର!-->!-->!-->!-->!-->…
ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ଚିକିତ୍ସା
ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ରୋଗ ଚିକିତ୍ସା। ଏଣିକି ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନସର୍ ଚିକିତ୍ସା ସୁବିଧା। ଏନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି!-->…
ନାବାଳକ କୁ ଉଲଗ୍ନ କରି ନିର୍ଘାତ ମାଡ଼ ଅଭିଯୋଗ
କଟକ : କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ଜଣେ ନାବାଳକୁ ଉଲଗ୍ନ କରି ନିର୍ଘାତ ମାଡ଼ । କିଛି ଯୁଵକ ଜଣେ ନାବାଳକ ସହ ଆଉ ଜଣଙ୍କୁ ଅଟକ ରଖି ଉଲଗ୍ନ କରିବା ସହ ନିସ୍ତୁକ ପିଟିଥିଵା ଅଭିଯୋଗ ହୋଇଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମାଡ଼ ଖାଇଥିବା ନାବାଳକଙ୍କ!-->…
ଦୁର୍ବଳ ହେଉଛି ଲଘୁଚାପ, ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର :ଦୁର୍ବଳ ହେଉଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ରମଶଃ ଦୂର୍ବଳ ହେବାରେ ଲାଗିଛି । ତେବେ ଏହା ସହ ସମାନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୪.୫ କିମି ପର୍ଯ୍ୟନ୍ତ ବ୍ୟାପି ରହିଛି। ଦକ୍ଷିଣ ଓଡ଼ିଶା ଓ!-->…
ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ
ପିପିଲି: ପୁରୀ ଜିଲ୍ଲାର ଡେଲାଙ୍ଗ ଥାନା ଅନ୍ତର୍ଗତ ଅରିସଲ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଲଗାଣ ବର୍ଷାରେ କାନ୍ଥ ପଡ଼ି ବୃଦ୍ଧଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅରିସଲରେ ଅଘଟଣ ଘଟିଛି । ମୃତକ ହେଲେ ଅରିସଲ ଗାଁର ରାମଚନ୍ଦ୍ର ବେହେରା । ସେ ଘରେ ବସିଥିବାବେଳେ କାନ୍ଥ!-->…
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ୨ ଜୀବନ
ସୋର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଅନ୍ତର୍ଗତ ମହିଷାପଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଗାଇଙ୍କ ପାଇଁ ଲଗାଇଥିଲେ କରେଣ୍ଟ, ନିଜର ଚାଲିଗଲା ଜୀବନ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ମହିଷାପଣ୍ଡା ଗାଁରେ ଅଘଟଣ ।!-->…
‘ଇଗ୍ନୋ’ର ନାମଲେଖା ଓ ପୁନଃ ପଞ୍ଜୀକରଣ ଅବଧି ୩୧କୁ ବୃଦ୍ଧି
ଭୁବନେଶ୍ବର: ବଢିଲା ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ର ନାମଲେଖା । ଜୁଲାଇ- ୨୦୨୬ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଆସନ୍ତା ୩୧ ମଧ୍ୟରେ!-->…
ରାଜ୍ୟର କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି: ସୂଚନା ଦେଲେ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ବର: ମୌସୁମୀ ଟ୍ରଫ୍ ବର୍ତ୍ତମାନ ଅମୃତସର, କରନାଲ, ହରଦୋଇ, ରାଞ୍ଚି, ଦୀଘା ଏବଂ ଦକ୍ଷିଣ-ପୂର୍ବ ଦିଗକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରୁଛି। ଯେତେବେଳେ କି ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆହୁରି ୩!-->…
ବିଜେପିରେ ସାମିଲ ହେଲେ ଖଡ଼ିଆଳ ନଗରପାଳଙ୍କ ସହ ୯ କାଉନସିଲର
ନୂଆପଡ଼ା: ଖଡ଼ିଆଳ ଏନ୍ଏସି ରାଜନୀତିରେ ଏବେ ନୂଆ ସମୀକରଣ ଦେଖିବାକୁ ମିଳିଛି। ଖଡ଼ିଆଳ ନଗରପାଳ ଉଜ୍ଜଳ ଗୁପ୍ତାଙ୍କ ସହ ଅନ୍ୟ ୯ ଜଣ କାଉନସିଲର ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହେବା ପରେ ସ୍ଥାନୀୟ ରାଜନୀତି ସରଗରମ ହୋଇଉଠିଛି। ସୂଚନାଯୋଗ୍ୟ ଯେ, ଉଜ୍ଜଳ ଗୁପ୍ତା କଂଗ୍ରେସ ଦଳରୁ!-->…