Sign in
Sign in
Recover your password.
A password will be e-mailed to you.
ଆମେ ଜାଣିଥିଲୁ ଭାରତ କିଛି କରିବ: ଅପରେସନ ସିନ୍ଦୂର ନେଇ ଟ୍ରମ୍ପ୍ଙ୍କ ପ୍ରତିକ୍ରିୟା
ୱାଶିଂଟନ: ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବିବୃତି ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି, ଅତୀତର ଅଭିଜ୍ଞତା ଆଧାରରେ ଆମେ ଜାଣିଥିଲୁ ଯେ, ଭାରତ ନିଶ୍ଚିତ ଭାବରେ କିଛି କରିବ। ଟ୍ରମ୍ପ୍ କହିଛନ୍ତି, ମୁଁ ଓଭାଲ!-->…
ପ୍ରତିଶୋଧ : ପାକିସ୍ତାନ ଉପରେ ହମଲା, ବାୟୁସେନାର ‘ଅପରେସନ ସିନ୍ଦୁର’
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଗର୍ଜିଲା ରାଫେଲ୍, ଥରିଲା ପାକିସ୍ତାନ । ରାତିର ଛାତି ଚିରି ଆତଙ୍କୀଙ୍କ ପ୍ରାଣରୁ ପିଣ୍ଡ କାଢିନେଲା ଲଢୁଆ ବିମାନ ରାଫେଲ । ପହଲଗାମ୍ ପ୍ରତିଶୋଧକୁ ସଫଳ!-->…
ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ!-->…
ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶମ ଶ୍ରେଣୀ ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ମାଲକାନଗିରି : ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲଠାରେ ଚଳିତ ବର୍ଷ ଦଶମ ଶ୍ରେଣୀ ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏ ୱାନ୍ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ୧୨ ଜଣ ଛାତ୍ରଛାତ୍ରୀଙ୍କୁ!-->…
ନୟାଗଡ଼ ପୋଲିସ ର ସ୍ଵତନ୍ତ୍ର ଅଭିଯାନ , ୧୧୭ ନିଖୋଜ ବ୍ୟକ୍ତି ଉଦ୍ଧାର
ନୟାଗଡ଼: ନୟାଗଡ଼ ପୋଲିସ ଗତ ଏପ୍ରିଲ ୧୫ ରୁ ୨୩ ତାରିଖ ମଧ୍ୟରେ ଏକ ସ୍ବତନ୍ତ୍ର ଅଭିଯାନ କରି ସଫଳତା ପାଇଛି ।ଏକ ସପ୍ତାହ ମଧ୍ୟରେ ଜିଲ୍ଲାର ବିଭିନ୍ନ ଥାନା ପୋଲିସ ୧୧୭ ଜଣ ନିଖୋଜ ଙ୍କୁ ଉଦ୍ଧାର କରିଥିବା ଅତିରିକ୍ତ ପୋଲିସ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।ଉଦ୍ଧାର ହୋଇଥିବା!-->…
ଅନ୍ୟ ଜିଲ୍ଲାର କିନ୍ନରଙ୍କ ନବରଙ୍ଗପୁର ଜିଲ୍ଲାରେ ପ୍ରବେଶ ନେଇ ମନ୍ତ୍ରୀଙ୍କ ସହ ଆଲୋଚନା
ଉମରକୋଟ : କଳାହାଣ୍ଡି ଜିଲ୍ଲାରୁ କେତେକ କିନ୍ନର ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକକୁ ଆସି ଉମରକୋଟ, ଝରିଗାଁ ଓ ରାଇଘର ଅଞ୍ଚଳର ଦୋକାନ ବଜାରକୁ ଯାଇ ଜୋର୍ ଜବରଦସ୍ତି ଚାନ୍ଦା ଆଦାୟ କରିବା ସାଥେ ସାଥେ ଅନୈତିକ କାର୍ଯ୍ୟରେ ଲିପ୍ତ ରହୁଥିବାକୁ ନେଇ ଘୋର ଅଭିଯୋଗ କରିଛନ୍ତି ନବରଙ୍ଗପୁର!-->…
ରାୟଗଡ଼ା ଜିଲ୍ଲା କୋଲନରା ମାଁ ମୁତ୍ୟାଲାମ୍ମା ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠ ଓ ନୂତନ ବିଗ୍ରହ ପ୍ରତିଷ୍ଠା
ରାୟଗଡ଼ା : ରାୟଗଡ଼ା ଜିଲ୍ଲା କୋଲନରା ଗ୍ରାମର ଗ୍ରାମଦେବୀ ମାଁ ମୁତ୍ୟାଲାମ୍ମା ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠ ଓ ନୂତନ ବିଗ୍ରହ ମନ୍ଦିରରେ ପ୍ରବେଶ ଉତ୍ସବର ଆଜି ଦ୍ବିତୀୟ ଦିନ। ପ୍ରାତରୁ ମନ୍ଦିର ସଂସ୍କାର, ପରେ ଶତାଧିକ ଘଟରେ ନଦୀରୁ ଗଙ୍ଗା ଆବାହନ କରି କଳସ ଯାତ୍ର ହୋଇଥିଲା। ।!-->…
ପାପଡ଼ାହାଣ୍ଡି ସହିଦ ସ୍ମୃତିସ୍ତମ୍ଭ ଓ ପାର୍କର ଉନ୍ନତିକରଣ ନିମନ୍ତେ ବୈଠକ
ସହିଦ ସ୍ମୃତି ପାର୍କ ପାଇଁ ୫ ଏକର ନୂତନ ଜାଗା ଚିହ୍ନଟ ର ପ୍ରସ୍ତାବନବରଙ୍ଗପୁର : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ଠାରେ ଦେଶ ପାଇଁ ସହିଦ ହୋଇଥିବା ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଉଦ୍ଦେଶ୍ୟରେ ସହିଦ ସ୍ମୃତି ପାର୍କ!-->…
ଲକ୍ଷ୍ମୀନୃସିଂହ ଯାତ୍ରା ସକାଶେ ପ୍ରସ୍ତୁତି ବୈଠକ…
ହିଞ୍ଜିଳିକାଟୁ : ଆସନ୍ତା ୧୧ ତାରିଖ ଠାରୁ ହିଞ୍ଜିଳିକାଟୁ ପ୍ରସିଦ୍ଧ ତଥା ସହରର ଇଷ୍ଟଦେବ ଶ୍ରୀ ଲକ୍ଷ୍ମୀ ନୃସିଂହ ଠାକୁରଙ୍କ ତ୍ରିଦିନାତ୍ମକ ଯାତ୍ରା ଉତ୍ସବ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।!-->…
ବାଲିଗୁଡାରେ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଯାତ୍ରାରମ୍ଭ : ନିମନ୍ତ୍ରଣ ପରେ ଫୁଲଚାଙ୍ଗୁଡ଼ି ପୂଜା ଓ ଦିଗବନ୍ଧନ ଶେଷ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପରେ ଯଥାରିତି ନୀତି ଅନୁଯାୟୀ ପୂଜାର୍ଚନା ସହ ଅସ୍ଥାୟୀ ପୀଠ କୁ ପ୍ରତିଷ୍ଠା କରାଯାଇ!-->…