୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା ଘୁମୁସର ଦକ୍ଷୀଣ ବନଖଣ୍ଡ ଏବଂ ଉତ୍ତର ବନଖଣ୍ଡରୁ

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ

‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ

ନୂଆଦିଲ୍ଲୀ: 'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…' କହି ଚଳନ୍ତା ଟ୍ରେନରୁ

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା ପାଇଁ ଭାରତ ଦ୍ୱାରା ନିଆଯାଇଥିବା

ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି, ୧୦ଟି ଜିନିଷ ଉପରେ ଧ୍ୟାନ ରଖନ୍ତୁ ନାଗରିକ

ଭୁବନେଶ୍ୱର, ୫ା୫: ମେ ୭ ତାରିଖରେ, ଭାରତ ୨୪୪ଟି ନିର୍ଦ୍ଦିଷ୍ଟ ଜିଲାରେ ଜାତୀୟ ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ କରିବ। ଏହି ପଦକ୍ଷେପ ଏପ୍ରିଲ ୨୨ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ଆଶା ଏବଂ ଭାରତ-ପାକିସ୍ତାନ ସୀମାରେ ଉଚ୍ଚ ସୁରକ୍ଷା ସତର୍କତା ମଧ୍ୟରେ ହେଉଛି। ଯଦିଓ

ଜାତିଗତ ଜନଗଣନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ସରକାରଙ୍କ ଜାତିଗତ ଜନଗଣନା ନିଷ୍ପତ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତେଲେଙ୍ଗାନା ମଡେଲକୁ ଗ୍ରହଣ କରିବା ସହିତ ଏହି ପ୍ରସଙ୍ଗରେ ଶୀଘ୍ର ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବାକୁ ଅନୁରୋଧ

ପହଲଗାମ ପୀଡିତଙ୍କ ପାଇଁ ସମଗ୍ର ବିଶ୍ୱରେ ରାଲି ଓ ପ୍ରାର୍ଥନା ସଭା ଜାରି

ନୂଆଦିଲ୍ଲୀ : ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତଙ୍କ ପ୍ରତି ସମର୍ଥନ ଜଣାଇବା ପାଇଁ ସମଗ୍ର ବିଶ୍ୱରେ ଭାରତୀୟ ସମୁଦାୟ ଶାନ୍ତିପୂର୍ଣ୍ଣ ରାଲି ଏବଂ ପ୍ରାର୍ଥନା ସଭା ଜାରି ରଖିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକାରେ ଜର୍ଜିଆର ଭାରତୀୟ ସମୁଦାୟ ଆଟଲାଣ୍ଟାରେ ଏକ ପ୍ରତିବାଦ ରାଲି ଆୟୋଜନ କରିଥିଲା,

ପିଏମ୍‌ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୬।୫ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ କରିବା ପାଇଁ ୧୩ଟି ସର୍ତ୍ତ ପୂରଣ

ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି

ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍‌ର ଗେଟ୍ ବନ୍ଦ କରାଯିବା ପରେ ‌ଚେନାବ