Sign in
Sign in
Recover your password.
A password will be e-mailed to you.
ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ
ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ ପ୍ରକାର ବ୍ୟବାସାୟିକ ସମ୍ପର୍କ ଛିନ୍ନ କରିଛି ଭାରତ । ପହଲଗାମ!-->…
ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ
ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ!-->…
ବିଏସଏଫରେ ଯୋଡ଼ିହେବ ୧୬ ନୂଆ ବାଟାଲିଅନ, ସୃଷ୍ଟି ହେବ ୧୭ ହଜାର ପଦବୀ
ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ। ପାକିସ୍ତାନ ଏବଂ ବାଂଲାଦେଶ ପଟୁ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ସହିତ ପଶ୍ଚିମାଞ୍ଚଳ ଏବଂ ପୂର୍ବାଞ୍ଚଳରେ!-->…
ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା
ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ। ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ!-->…
ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ
ପହଲଗାଓଁ ଆକ୍ରମଣ ପରେ ବିଭିନ୍ନ ରାଷ୍ଟ୍ର ଭାରତକୁ ମାପିଚୁପି ନିଜର ସମର୍ଥନ ଜଣାଉଛନ୍ତି। କିନ୍ତୁ ଏହି ସମୟରେ ଭାରତର ପ୍ରକୃତ ବନ୍ଧୁ ରୁଷ ଖୋଲାଖୋଲି ସମର୍ଥନ ଜଣାଇଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ ଘୋଷଣା କରିଛି। ସୋମବାର ରୁଷ ରାଷ୍ଟ୍ରପତି!-->…
ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ
ଭୁବନେଶ୍ୱର : ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ। ଏହା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଜନ ଗଣନା ସରିବା ଯାଏ ଏ ପ୍ରକ୍ରିୟାରେ ଲାଗିବ ରୋକ । ଜୁଲାଇରେ ହେବ ଜନଗଣନା। ଏହା ପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ!-->…
ଡାକ୍ତରଖାନାରେ ପବନଦୀପ, ଅବସ୍ଥା ଗୁରୁତର
ଅମରୋହା: ଦୁର୍ଘଟଣାର ଶିକାର ହେଲେ ଲୋକପ୍ରିୟ ଟିଭି ଶୋ’ ଇଣ୍ଡିଆନ୍ ଆଇଡଲ ବିଜେତା ଗାୟକ ପବନଦୀପ ରାଜନ୍। ଉତ୍ତରାଖଣ୍ଡରୁ ନୋଏଡ଼ା ଯାଉଥିବା ସମୟରେ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି ପବନଦୀପ। ତାଙ୍କ କାର୍ ନିୟନ୍ତ୍ରଣ ହରାଇ ଗଜରୌଲାରେ ରାଜପଥ ପାର୍ଶ୍ୱରେ ଛିଡ଼ା!-->…
୬ ଜିଲ୍ଲା ପାଇଁ ବିଜେଡିର ନୂଆ ସଭାପତି ଘୋଷଣା
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସୋମବାର ଦିନ ଛଅଟି ସାଂଗଠନିକ ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାମ ଘୋଷଣା କରିଛି। ଦଳର ଷ୍ଟେଟ ରିଟର୍ଣ୍ଣିଂ ଅଫିସର ପ୍ରତାପ କେଶରୀ ଦେବ ଏହି ଘୋଷଣା କରିଛନ୍ତି।
ପ୍ରକାଶିତ ତାଲିକା ଅନୁଯାୟୀ, ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ରୋହିତ!-->!-->!-->…
ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ
ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି!-->…
ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା
ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୁରୀ, ଦୀଘା!-->…