Sign in
Sign in
Recover your password.
A password will be e-mailed to you.
ବେଆଇନ ପାର୍ଟ-ପ୍ଲଟ ରେଜିଷ୍ଟ୍ରେସନ ଅଭିଯୋଗରେ ୨ ରାଜସ୍ୱ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର: ଶୃଙ୍ଖଳାଗତ କାରଣରୁ ଦୁଇ ଜଣ ଅତିରିକ୍ତ ତହସିଲଦାର ଗିଟୁ ବେହେରା ଏବଂ ନାରାୟଣ ସେଠୀଙ୍କୁ ନିଲମ୍ବିତ କରାଯାଇଛି।
ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଅଧିକାରୀମାନଙ୍କୁ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ!-->!-->!-->…
ଇମ୍ରାନ ଖାନ ଓ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ଲକ୍
ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ବ୍ଲକ୍ କରାଯାଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ସୂଚନା ଏବଂ!-->…
ଦାରୁ ବିବାଦ ବୈଠକ ଦ୍ବିତୀୟ ଦିନରେ, ରାମକୃଷ୍ଣ ଓ ଗଣେଶଙ୍କୁ ହେଲା ପଚରା ଉଚରା
ପୁରୀ : ଆଜି ସରିଲା ଦ୍ଵିତୀୟ ଦିନର ପ୍ରଥମ ପର୍ଯ୍ୟାୟ ବୈଠକ । ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର । ରାମକୃଷ୍ଣଙ୍କୁ!-->…
ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଘିଅ ଢାଳିଲେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ
କୋଲକାତା: ବଢ଼ିଲା ପଶ୍ଚିମବଙ୍ଗ ସରକାରଙ୍କ ଅଡ଼ୁଆ। ଦୀଘା ଜଗନ୍ନାଥ ମନ୍ଦିର ବିବାଦ ଦିନକୁ ଦିନ ତେଜିବାରେ ଲାଗୁଛି। ଆଉ ଆଜି ଏଥିରେ ଆଉ ଟିକେ ଘିଅ ଢାଳିଛନ୍ତି, ପଶ୍ଚିମବଙ୍ଗ ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କରିବା ସହିତ ମମତା ସରକାରକୁ!-->…
୨ ଗୁପ୍ତଚର ଗିରଫ, ଶତ୍ରୁପକ୍ଷକୁ ଦେଉଥିଲେ ସେନାର ଗୋପନୀୟ ସୂଚନା
ଚଣ୍ଡିଗଡ଼: ପଞ୍ଜାବ ପୁଲିସକୁ ମିଳିଛି ବଡ଼ ସଫଳତା। ଅମୃତସରରେ ଏକ ବଡ଼ ଗୁପ୍ତଚର କାଣ୍ଡର ପର୍ଦ୍ଦାଫାସ କରି ଦୁଇଜଣ ଗୁପ୍ତଚରଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ସେନାର ଗୋପନୀୟ ସୂଚନା ଲିକ୍ କରୁଥିଲେ। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ସହିତ ଉଭୟଙ୍କ ସମ୍ପର୍କର ପର୍ଦ୍ଦାଫାସ ହୋଇଛି।!-->…
ପେଟପାଟଣା ପାଇଁ ଆସୁଥିବା ବାହାର ରାଜ୍ୟର ଲୋକଙ୍କ ପାଇଁ ଓଡ଼ିଶା କେବେବି ଏକ ଅସୁରକ୍ଷିତ ସ୍ଥାନ ନୁହେଁ: ସୁରେଶ ପୂଜାରୀ
ଭୁବନେଶ୍ୱର : ଓଡ଼ିଶା ବିରୋଧରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସାଂସଦ ୟୁସୁଫ ପଠାନଙ୍କ ସାଂଘାତିକ ଅଭିଯୋଗ । ପଶ୍ଚିମବଙ୍ଗରୁ ବିଶେଷକରି ବରମହମପୁର, ମୁର୍ସିଦାବାଦ ଓ ସଂଲଗ୍ନ ବର୍ତ୍ତୀ ଜିଲ୍ଲାରୁ କାମ କରିବାକୁ ଓଡ଼ିଶା ଯାଉଥିବା ଶ୍ରମିକଙ୍କ ଉପରେ ଆକ୍ରମଣ ହେଉଥିବା ସେ ଅଭିଯୋଗ!-->…
ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା
ପୁରୀ: ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦକୁ ନେଇ ସିଂହଦ୍ବାର ଥାନାରେ ଏତଲା। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା ହୋଇଛି। ଜଗନ୍ନାଥ ସେନା ପକ୍ଷରୁ ଥାନାରେ ଏତଲା ହେବା!-->…
ପାକିସ୍ତାନକୁ ଚେନାବ ନଦୀ ପାଣି ବନ୍ଦ କଲା ଭାରତ
ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନକୁ କୂଟନୈତିକ ସ୍ତରରେ ଆଉ ଏକ ବଡ଼ ଝଟକା ଦେଇଛି ଭାରତ। ସିନ୍ଧୁ ନଦୀ ଜଳ ଚୁକ୍ତିକୁ ଭାରତ ରଦ୍ଦ କରିବା ପରେ ଏବେ ଚେନାବ ନଦୀ ଜଳକୁ ବନ୍ଦ କରିଦେଇଛି। ଚେନାବ ନଦୀର ବଗଲିହାର ଡ୍ୟାମରୁ ପାକିସ୍ତାନକୁ ଯାଉଥିବା ପାଣିକୁ ଭାରତ ଅଟକାଇଦେଇଛି। ଏହା ସହିତ!-->…
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର : ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ । ଭୁବନେଶ୍ୱର ୟୁନିଟ୍ ୫ ସ୍ଥିତ ପ୍ରକୋଷ୍ଠରେ ଶୁଣାଣି ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ମ୍ୟୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୨!-->…
ଖାନ୍ନଗର ବ୍ରିଜ ଅଘଟଣ: ୧୫ ଦିନ ଭିତରେ ରିପୋର୍ଟ ଦେବ ୩ ଜଣିଆ କମିଟି
କଟକ: ଖାନ୍ନଗରରେ ବ୍ରିଜ୍ ନିର୍ମାଣ ସମୟରେ ଗତକାଲି ଘଟିଥିବା ଅଘଟଣରେ ୩ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ଘଟଣାରେ ୩ ଜଣିଆ!-->…