Sign in
Sign in
Recover your password.
A password will be e-mailed to you.
୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି।
ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର!-->!-->!-->…
ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ ଆମେରିକାରେ ଗିରଫ
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି) ଦୁର୍ନୀତି ମାମଲାରେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀଙ୍କୁ ଗିରଫ କରିଛି ଆମେରିକା ପୁଲିସ। ଭାରତର ଅନୁରୋଧ କ୍ରମେ ଆମେରିକା ଏହି ପଦକ୍ଷେପ ନେଇଛି। ନେହାଲଙ୍କୁ ଗିରଫ କରି ଭାରତକୁ ପ୍ରତ୍ୟର୍ପଣ କରିବା ଲାଗି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଏବଂ!-->…
ରଥଯାତ୍ରାରେ ବିଭିନ୍ନ ଦୋକାନୀଙ୍କ ଉପରେ ଚଢାଉ, ଦୂଷିତ ଖାଦ୍ୟ ନଷ୍ଟ ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା ଆଦାୟ
ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅବସରେ ସ୍ଵାସ୍ଥ୍ୟସେବା ଅବସରରେ ଅଧିକ ଗୁରୁତ୍ୱ ଦିଆଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ ମଧ୍ୟ ବିଭିନ୍ନ!-->…
ଆମେରିକାରେ ବନ୍ୟା; ୨୪ ମୃତ
ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ ମଧ୍ୟ କ୍ଷେତ୍ରରେ ସ୍ଥିତ ଟେକ୍ସାସ ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ବନ୍ୟା ପାଇଁ ହାହାକାର ସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକେ ନିଖୋଜ ଅଛନ୍ତି । ଲୋକଙ୍କୁ ଜଳବନ୍ଦୀ ଅଞ୍ଚଳରୁ!-->…
କୋରାପୁଟ-ଜୟପୁର ରେଳପଥରେ ଭୂସ୍ଖଳନ: ୨ ଦିନ ପରେ ସ୍ବାଭିବକ ହେଲା ରେଳ ଚଳାଚଳ
ଭୁବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ କରିବାର ମାତ୍ର ଦୁଇ ଦିନ ମଧ୍ୟରେ!-->…
ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣା : ରୋଜଗାର ପାଇଁ ଯାଇ ଶବ ହୋଇ ଫେରିଲେ ପୋଡିଙ୍ଗିର ସିଦ୍ଧାର୍ଥ ଗୌଡ
ହିଞ୍ଜିଳିକାଟୁ : ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି କୁ ରୋଜଗାର ପାଇଁ ଯାଇ ଶବ ହୋଇ ଫେରିଲେ ହିଞ୍ଜିଳିକାଟୁ ବ୍ଲକ୍ ଅର୍ନ୍ତଗତ ପୋଡିଙ୍ଗି ଗ୍ରାମ ର ସିଦ୍ଧାର୍ଥ ଗୌଡ (୧୯) | ଘରର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ବାହାରକୁ ଯାଇଥିଲେ ରୋଜଗାର କରିବାକୁ। ହେଲେ କିଏ ଜାଣିଥିଲା!-->…
ଆଡପ ମଣ୍ଡପରେ ଶ୍ରୀ ଜୀଉଙ୍କ କାଞ୍ଚି ଅଭିଯାନ ବେଶ
ବାଲିଗୁଡା : ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ କାଞ୍ଚି ଅଭିଯାନ ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ଗୁଣ୍ଡିଚା ମନ୍ଦିରରେ!-->…
ପୀଡ଼ିତଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଧାନସଭା ଘେରାଉ : ଗଂଜାମରୁ ଯୋଗଦେଲେ ବିଭିନ୍ନ ମାନବବାଦୀ ଓ ଆମ୍ବେଦକରବାଦୀ
ବ୍ରହ୍ମପୁର : ଧରାକୋଟ ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ଜାତିଆଣ ନିର୍ଯାତନା ଓ ଅମାନୁଷିକ ଆକ୍ରମଣର ଶିକାର ହୋଇଥିବା ପୀଡିତଙ୍କୁ ନ୍ୟାୟ ପ୍ରଦାନ ଦାବି ନେଇ ବିଭିନ୍ନ ଗଣସଙ୍ଗଠନଙ୍କ ମିଳିତ ମଞ୍ଚ ଆମ୍ବେଦକରାଇଟ୍ ସଲିଡାରିଟି ଫୋରମ୍ ପକ୍ଷରୁ ବିଧାନସଭା ଘେରାଉ ହୋଇଛି l ଭୁବନେଶ୍ୱର ଠାରେ!-->…
ବିଜୟ ଟିଭିକେର ମୁଖ୍ୟମନ୍ତ୍ରୀ ଚେହେରା, ବିଜେପି ସହ ହେବନି ମେଣ୍ଟ
ଚେନ୍ନଇ: ୨୦୨୬ ତାମିଲନାଡ଼ୁ ନିର୍ବାଚନକୁ ନେଇ ଟିଭିକେ(ତାମିଲଗା ଭେଟ୍ଟ୍ରି କାଝାଗମ୍) ଦଳ ଶୁକ୍ରବାର ବଡ଼ ଘୋଷଣା କରିଛି। ଅଭିନେତା ଥଲପତି ବିଜୟ ହୋଇଛନ୍ତି ଦଳର ମୁଖ୍ୟମନ୍ତ୍ରୀ ଚେହେରା। ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ ବୈଠକରେ ଅଭିନେତାରୁ ରାଜନେତା ପାଲଟିଥିବା ଜୋସେଫ୍ ବିଜୟ!-->…
ଆଦିବାସୀ ମହାବିଦ୍ୟାଳୟରେ ବନ ମହୋତ୍ସବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ମହୋତ୍ସବରେ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ ଡ଼.ବିଭୂତି!-->…