ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା

ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ

କଟକ: ନିର୍ମାଣାଧୀନ ବ୍ରିଜ୍‌ରେ ଅଘଟଣ ଘଟିଛି। କଟକର ଖାନ୍‌ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍‌ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ ହେଲେ ସୌମ୍ୟରଂଜନ ବେହରା,

ପାକିସ୍ତାନ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାରତକୁ ପୂର୍ଣ୍ଣ ଅଧିକାର ଅଛି: ପୂର୍ବତନ ଆମେରିକୀୟ ଏନଏସଏଙ୍କ…

ୱାଶିଂଟନ: ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଜନ୍ ବୋଲ୍ଟନ କହିଛନ୍ତି ଯେ, ଦକ୍ଷିଣ ଏସିଆରେ କେହି ସଂଘର୍ଷ ଦେଖିବାକୁ ଚାହାନ୍ତି ନାହିଁ କିନ୍ତୁ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତକୁ ପାକିସ୍ତାନ ବିରୁଦ୍ଧରେ ଆତ୍ମରକ୍ଷା ପାଇଁ କାର୍ଯ୍ୟାନୁଷ୍ଠାନ ନେବାର

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ ମୁଖ୍ୟମନ୍ତ୍ରୀଙ୍କ ସହିତ

ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି

ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି l ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା l ବୈଠକରେ ୪ଟି

ସିରିଆରେ ତୁର୍କୀ ଏବଂ ଇସ୍ରାଏଲୀ ଯୁଦ୍ଧ ବିମାନ ମୁହାଁମୁହିଁ

ଡାମାସ୍କସ୍: ସିରିଆରେ ଇସ୍ରାଏଲ ଏବଂ ତୁର୍କୀ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ସିରିଆରେ ଇସ୍ରାଏଲୀ ବିମାନ ଆକ୍ରମଣ ପରେ ତୁର୍କୀ ଏବଂ ଇସ୍ରାଏଲୀ ଲଢ଼ୁଆ ବିମାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖାଯାଇଛି। ସିରିଆରେ ଉଭୟ ଦେଶର ଯୁଦ୍ଧ ବିମାନ ମୁହାଁମୁହିଁ

ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ: ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ଦୃଢ଼ ପ୍ରତିବାଦ

ଭୁବନେଶ୍ୱର: ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ ଜୋର ଧରିଛି। ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ। ଚାରିଆଡେ ଅସନ୍ତୋଷ ତେଜିଛି। ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି। ଜଗନ୍ନାଥ ମନ୍ଦିର କଲେ, ହେଲେ

ନବରଙ୍ଗପୁର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ-୨୦୨୫

ନବରଙ୍ଗପୁର : ଆଜି ନବରଙ୍ଗପୁର ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଓଡ଼ିଶା ସରକାରଙ୍କର ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି

୪ ଆନ୍ତଃ ରାଜ୍ୟ ଠକ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ନେଇଥିଲେ ଟଙ୍କା…

ଭୁବନେଶ୍ୱର : ଭୁବନେଶ୍ୱର ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪  ଆନ୍ତ ରାଜ୍ୟ ଠକ ଗିରଫ । ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ୪ ଜଣ ଗିରଫ । ନିଟ ପରୀକ୍ଷା ପୂର୍ବରୁ ୪ ଜଣଙ୍କୁ ଗିରଫ କରିଛି ସ୍ପେଶଲ୍ କ୍ରାଇମ୍ ୟୁନିଟ । ୯0 ଲକ୍ଷ ଟଙ୍କାର ଚେକ୍ ସହିତ

ଶିମଲାର ସଞ୍ଜୌଲି ମସଜିଦ ଅବୈଧ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

ଶିମଲା: ହିମାଚଳ ପ୍ରଦେଶର ରାଜଧାନୀ ସିମଲାର ସଞ୍ଜୌଲିରେ ନିର୍ମିତ ମସଜିଦ ସମ୍ପୂର୍ଣ୍ଣ ବେଆଇନ ଏବଂ ମସଜିଦର ସମସ୍ତ ଚାରୋଟି ମହଲାକୁ ଭାଙ୍ଗି ଦିଆଯିବ ବୋଲି ଶିମଲା ମ୍ୟୁନିସିପାଲ କର୍ପୋରେସନର କମିଶନର କୋର୍ଟ ରାୟ ଶୁଣାଇଛନ୍ତି । ଏମ୍ସି କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ମସଜିଦଟି କୌଣସି