Sign in
Sign in
Recover your password.
A password will be e-mailed to you.
କିଟ୍ରେ ଛାତ୍ରୀ ମୃତ୍ୟୁ; ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ: ନେପାଳ ମନ୍ତ୍ରୀ
ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ଘଟଣାରେ ଉଦ୍ବେଗ ସହ ଦୁଃଖ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଟ୍ବିଟ୍ କରି ମୃତ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଦୁଃଖିତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ!-->…
ଚଳିତ ରଥଯାତ୍ରା ହେବ ଆହୁରି ଶୃଙ୍ଖଳିତ: ପାର୍କିଂସ୍ଥଳ ଜଗିବେ ଘରୋଇ ସୁରକ୍ଷା କର୍ମୀ, ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା
ପୁରୀ : ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଯାନବାହନ ନିୟନ୍ତ୍ରଣରେ ସାହାଯ୍ୟ କରିବେ । ଏଥିପାଇଁ ଖର୍ଚ୍ଚ ହେବ ୧୪ ଲକ୍ଷ ୧୬ ହଜାର ଟଙ୍କା ।!-->…
ଗଙ୍ଗା ଏକ୍ସପ୍ରେସ ୱେରେ ଗର୍ଜନ ଛାଡ଼ିଲେ ଲଢୁଆ ବିମାନ, ପାକିସ୍ତାନ ଛାନିଆ
ଲକ୍ଷ୍ନୌ: ଭାରତରେ ଗର୍ଜିଲା ବିମାନ, ଲଢୁଆ ବିମାନର ଗର୍ଜନ ଶୁଣି ଥରହର ହେଲାଣି ପାକିସ୍ତାନ । ଆକାଶରେ ଦମ୍ ଦେଖାଇଛନ୍ତି ଭାରତୀୟ ଲଢୁଆ ବିମାନ । ଉତ୍ତରପ୍ରଦେଶ ଶାହଜାହାନପୁରରେ ଶକ୍ତିପ୍ରଦର୍ଶନ କରିଛନ୍ତି ଭାରତୀୟ ବିମାନ । ଗଙ୍ଗା ଏକ୍ସପ୍ରେସ ୱେରେ ରାଫେଲ, ମିରାଜ୍, ସୁଖୋଇ, ଜାଗୁଆର ଭଳି!-->…
ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଖୋଜି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ
ମୟୂରଭଞ୍ଜ: ଓଡିଶାର ଅନେକ ସ୍ଥାନରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ସନାତନ ବିଜୁଳି ବେତନଟୀ ଏସଡିପିଓ ମିନତୀ ବିଶ୍ୱାଳଙ୍କୁ ଭେଟି ବଡ଼ସାହି ନିର୍ବାଚନ ମଣ୍ଡଳୀ ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ ଡେରା ପକାଇ ଥିବା!-->…
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି
ପୁରୀ : ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ନେଇ ମୁହଁ ଖୋଲିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । ଅନ୍ୟ କୌଣସି ଠାରେ ଜଗନ୍ନାଥଧାମ ହେବନି । ସରକାରୀ ସ୍ତରରେ!-->…
ନିବେଶକଙ୍କ ପାଇଁ ଖୁସି ଖବର: ଗ୍ରୀନ୍ ଜୋନ୍କୁ ଗଲା ଭାରତୀୟ ସେୟାର ବଜାର
ନୂଆଦିଲ୍ଳୀ: ଭାରତୀୟ ସେୟାଜ୍ ବଜାର ପାଇଁ ଆଜି ଶୁଭ ସାବ୍ୟସ୍ତ ହୋଇଛି। ନିବେଶକଙ୍କ ପାଇଁ ଖୁସି ଖବର। କାରଣ ଭାରତର ଷ୍ଟକ୍ ମାର୍କେଟ ଆଜି ସବୁଜ ଜୋନ୍ରୁ ଆରମ୍ଭ ହୋଇଛି।
ଆଜି ସକାଳ ୧୦ଟା ସୁଦ୍ଧା ଏସ୍ଆଣ୍ଡ୍ପି ବିଏସ୍ଇ ସେନ୍ସେକ୍ସ ୮୬୭.୪୮ ପଏଣ୍ଟ ବୃଦ୍ଧି ପାଇ ୮୧,୧୦୯.୭୨ରେ!-->!-->!-->…
ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ।!-->…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ : ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ପାସ…
କଟକ : ଆଜି ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ଅପରାହ୍ନ ୪ ଟାରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବୋର୍ଡ଼ର ୱେବସାଇଟwww.bseodisha.ac.in ରେ ସନ୍ଧ୍ୟା ୬!-->…
ଜନଗଣନା ସମୟରେ ମୁସ୍ଲମାନମାନଙ୍କୁ ବି ପଚରାଯିବ ଜାତି
ନୂଆଦିଲ୍ଲୀ: ଭାରତରେ ଜାତିଗତ ଜନଗଣନା ହେବା ନେଇ ଘୋଷଣା କରିସାରିଛନ୍ତି କେନ୍ଦ୍ର ସରକାର । ମୋଦୀ ସରକାରଙ୍କ ଏହି ଘୋଷଣା ପରେ, ଏବେ ସବୁଠି ଚର୍ଚ୍ଚା କେମିତି ହେବ ଏହି ଜାତି ଜନଗଣନା? ଜାତି ସହିତ ଲୋକଙ୍କ ଧର୍ମ ବିଷୟରେ ମଧ୍ୟ ପଚରାଯିବ କି?
ମିଳିଥିବା ସୂଚନା ମୁତାବକ, ମୁସଲିମ୍!-->!-->!-->…
ପୁଣି କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ଦୁଃଖ ପ୍ରକାଶ କଲେ ରାଜ୍ୟ ସରକାର
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟର ଜଣେ ୧୮ ବର୍ଷୀୟ ନେପାଳୀ ଛାତ୍ରୀ(ପ୍ରୀଶା ଶାହା)ଙ୍କ ଆତ୍ମହତ୍ୟା ଘଟଣା ଗୁରୁବାର ରାତିରେ ସାମ୍ନାକୁ ଆସିଛି। ପ୍ରଥମ ବର୍ଷର ଏହି ଛାତ୍ରୀଙ୍କ ମୃତଦେହ ତାଙ୍କ ହଷ୍ଟେଲ ରୁମ୍ର ସିଲିଂ ଫ୍ୟାନ୍ରେ ଝୁଲୁଥିବା ଅବସ୍ଥାରେ ମିଳିଥିଲା। ତୁରନ୍ତ ତାଙ୍କୁ କିମ୍ସ!-->…