Sign in
Sign in
Recover your password.
A password will be e-mailed to you.
ବାଳକୃଷ୍ଣପୁରଠାରେ ” ଗୁରୁଙ୍କ ପାଇଁ ଗଛଟିଏ ” କାର୍ଯ୍ୟକ୍ରମ
ପ୍ରତିବର୍ଷଭଳି ଏହି ବର୍ଷ ମଧ୍ୟ ବାଳକୃଷ୍ଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ଗୁରୁଦିବସ ଅବସରରେ " ଗୁରୁଙ୍କ ପାଇଁ ଗଛଟିଏ " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶଶିରେଖା ମଲ୍ଲିକଙ୍କ ତତ୍ୱାଧନାରେ ବାଳକୃଷ୍ଣପୁର!-->…
ବିଦ୍ୟା ଭାରତୀ ଶିଶୁ ମନ୍ଦିର ରେ ନନ୍ଦ ଉତ୍ସବ ପାଳିତମା’ ମାନେ ହିଁ ଶ୍ରେଷ୍ଟ ଗୁରୁ : ସମାଜସେବୀ ସୁଶାନ୍ତ ସାବତ
ବ୍ରହ୍ମପୁର : ଶିଶୁକୁ କୁମ୍ଭାର ମାଟି କୁ ଜାଗ୍ରତ ଓ ସୁନ୍ଦର ଭାବେ ଗଢିଲା ପରି ଶିଶୁ ମାନଙ୍କୁ ଠିକ୍ ଭାବେ ସଂସ୍କାର ଶିକ୍ଷା ଦେଇ ଗଢ଼ି ତୋଳିବା ଗୁରୁ ଦାୟିତ୍ୱ ପରିବାର, ଶିକ୍ଷାନୁଷ୍ଠାନ ଓ ସମାଜର ମଧ୍ୟ । ପିଲାମାନଙ୍କୁ ଜଙ୍କ ଫୁଡ଼, ମୋବାଇଲ ଓ ଅପସଂସ୍କୃତି ଠାରୁ ଦୂରରେ ରଖି ମାଟି, ମା ଓ!-->…
୨୦୨୭ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ !
ଭୁବନେଶ୍ୱର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ସେ କହିଛନ୍ତି। ପଞ୍ଚାୟତ!-->…
ଝାରସୁଗୁଡ଼ା ପୌରପାଳିକାରେ ୪୦ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ, ପୌରାଧ୍ୟକ୍ଷାଙ୍କୁ ଭିଜିଲାନ୍ସ ନୋଟିସ୍
ଝାରସୁଗୁଡ଼ା: ଝାରସୁଗୁଡ଼ା ପୌରପାଳିକାରେ ଆର୍ଥିକ ଅନିୟମିତତାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ସରକାରୀ ପାଣ୍ଠିରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଆତ୍ମସାତ ବା ହେରଫେର ହୋଇଥିବା ନେଇ ଗମ୍ଭୀର ଅଭିଯୋଗ ଆସିବା ପରେ ଭିଜିଲାନ୍ସ ବିଭାଗ ତଦନ୍ତ!-->…
ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? FCI ସମସ୍ୟା ନେଇ ସମବାୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା
ଭୁବନେଶ୍ବର : ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରେ FCI ସମସ୍ୟା କଥା ଉଠାଇଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ମନ୍ତ୍ରୀ କହିଛନ୍ତି, FCI ଚାଉଳ ଉଠାଉନଥିବାରୁ ସରକାରଙ୍କ ଚିନ୍ତା ବଢ଼ିଛି । କାରଣ ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? ପୂର୍ବରୁ କମ୍ ଚାଷ!-->…
ଓଡ଼ଗାଁରେ ଗୁରୁପୂଜନ ଓ ସମ୍ବର୍ଦ୍ଧନା ଉତ୍ସବ : ଯଦି ଶିକ୍ଷାର ଅନ୍ତ ନାହିଁ ତେବେ ଶିକ୍ଷକତା ଅନନ୍ତ କାଳ ପର୍ଯ୍ୟନ୍ତ…
ଓଡ଼ଗାଁ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ରୋଡ କଲ୍ୟାଣୀ ମଣ୍ଡପ ଠାରେ ଆୟୋଜିତ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପଞ୍ଚାୟତ ସମିତି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଓଡ଼ଗାଁ ସ୍ତରୀୟ ଗୁରୁପୂଜନ ଓ ସମ୍ବର୍ଦ୍ଧନା ଉତ୍ସବରେ ଅଂଶଗ୍ରହଣ କରିଥିବା ୦୪ଶହରୁ ଉର୍ଦ୍ଧ୍ବ ସେବା ନିବୃତ୍ତ ଶିକ୍ଷକ!-->…
ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅତୁଳନୀୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ!-->…
ଏସ୍ଆଇ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ନବୀନ
ଭୁବନେଶ୍ୱର: ପୁଲିସ ଏସ୍ଆଇ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ୨୦୨୫ରେ ବାତିଲ ହୋଇଥିବା କମ୍ବାଇଣ୍ଡ ପୋଲିସ ସର୍ଭିସ୍ ପରୀକ୍ଷା କେବେ ହେବ ଏବଂ ପ୍ରଶ୍ନପତ୍ର ବିକ୍ରି ଓ ଲିକ୍ ରାକେଟ୍ରେ ସମ୍ପୃକ୍ତ ଦୋଷୀଙ୍କୁ କେବେ କଠୋର ଦଣ୍ଡ!-->…
ଖୁବଶୀଘ୍ର ହେବ ଶିକ୍ଷକଙ୍କ ସମସ୍ୟାର ସମାଧାନ, ସରକାର ନେଇଛନ୍ତି ଆବଶ୍ୟକ ପଦକ୍ଷେପ: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଶିକ୍ଷକମାନଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ଖୁବ୍ କମ୍ ସମୟ ମଧ୍ୟରେ କରାଯିବ। ଏନେଇ ସରକାର ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇ ସାରିଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ଶନିବାର ଶିକ୍ଷକମାନଙ୍କ ଆନ୍ଦୋଳନସ୍ଥଳରେ ପହଞ୍ଚି ମନ୍ତ୍ରୀ ଏହି ଘୋଷଣା!-->…
ପିଷ୍ଟା ସଂଗଠନ ତରଫରୁ ଗୁରୁଦିବସ ପାଳିତ
କୋରାପୁଟ /କୋଟପାଡ଼ : ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ(ପିଷ୍ଟା) ତରଫରୁ କୋଟପାଡ଼ ସହରର ୱାର୍ଡ ନମ୍ବର ୮ର ଗୋଷ୍ଠୀ କେନ୍ଦ୍ରଠାରେ ସଂଗଠନର ସଭାପତି ସନ୍ତୋଷ କୁମାର ଦୁର୍ବେଙ୍କ ସଭାପତିତ୍ବରେ ଗୁରୁଦିବସ ପାଳନ କରାଯାଇଛି ।ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ!-->!-->!-->…