ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି : ଜମାକାରୀଙ୍କୁ ଠକିବା ଅଭିଯୋଗ

ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ

ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଲାଗି ପ୍ରସ୍ତାବ ଦେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିବା ପରେ ଓଡ଼ିଶା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ଲାଗି ବାଚସ୍ପତି

 ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ

ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍‌ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ ମହମ୍ମଦ

ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ

ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ ଛୁଇଁବାକୁ ଲୋକେ ଡରୁଛନ୍ତି ।

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ

ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ

ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି।ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଆଜି ଅପରାହ୍‌ଣ ପ୍ରାୟ ସାଢ଼େ

ଗଞ୍ଜାମ ଜିଲ୍ଲା ରେ ଜମି ମାଫିଆ ସକ୍ରିୟ :ପ୍ଲଟ ବିକ୍ରି ସକାଶେ ଜାତୀୟ ରାଜପଥ ଡ଼ିଭାଇଡ଼େର ଉପରେ ବି ଆଖି……!

ମାଫିଆ ମାନଙ୍କ ବାଦଶାହା ସାଜିଛି ପ୍ରଶାସନ...! ଆସିକା କଳିଙ୍ଗା ରୋଡ ମଝିରେ ଥିବା ଡ଼ିଭାଇଡେର କୁ ଭାଙ୍ଗିବା ପାଇଁ ଖସଡା ପ୍ରସ୍ତୁତ…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଏବେ ବାଲି, ଓ ମଦ ମାଫିଆ ପରେ ଜମି ମାଫିଆ ମାନେ ବି ସକ୍ରିୟ ହୋଇଛନ୍ତି l ସରକାରୀ ଜମି, ଗୋଚର ଜମି ଓ ଗ୍ରାମ

ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣକଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଆଜି ରାଜ୍ୟ କ୍ରାଇମବ୍ରାଞ୍ଚ ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣ କରିଛି । ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ପ୍ରସ୍ତୁତ କରି ଭକ୍ତମାନଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୁକ୍ତଙ୍କୁ ଗିରଫ

ଜାତୀୟସ୍ତରେ ନୃତ୍ୟକରି ପ୍ରଶଂସିତ ହେଲେ ଓଡ଼ିଶୀ ନୃତ୍ୟ ଗୁରୁ ପୁଷ୍ପିତା ମିଶ୍ର

ଭୁବନେଶ୍ଵର:- ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶୀ

ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର : ଆଜି ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ