BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after deadly Kashmir attack,”ର ଆର୍ଟିକିଲରେ ଆତଙ୍କୀ ହମ୍‌ଲାକୁ ସେନା ଆକ୍ରମଣ ଭାବେ ବିବେଚନା କରିଛି । Terror Attackକୁ

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ ଏବେ ଭାରତକୁ ଧମକ ଦେଇଥିବା

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି । ସେମାନଙ୍କୁ ଖୁବଶୀଘ୍ର

ନିଶାସକ୍ତ ବହିଷ୍କୃତ ପୁଲିସଙ୍କ ଉନ୍ମତ୍ତ କାଣ୍ଡ

ଅସ୍ତରଙ୍ଗ: ଅସ୍ତରଙ୍ଗରେ ଏକ ବିବାହ ଭୋଜିରେ ନିଶାସକ୍ତ ଅବସ୍ଥାରେ ଚିତ୍ରସେନ ପ୍ରଧାନ ନାମକ ଜଣେ ବହିଷ୍କୃତ ପୁଲିସ କର୍ମଚାରୀ ଉପସ୍ଥିତ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଳିମନ୍ଦ ଓ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ବହିଷ୍କୃତ ପୁଲିସ କର୍ମଚାରୀ ଜଣକ ଅସ୍ତରଙ୍ଗ ସରପଞ୍ଚ, ବିଜେପି କର୍ମୀ ଓ ଜଣେ

ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲେ ଭାରତ ସରକାର । ଏହି ଚ୍ୟାନେଲ

ସୃଜନଶୀଳତା ଓ ପ୍ରଗତିର ଭାବନା ନେଇ ନବସୃଜନ ଦିବସ-୨୦୨୫ ପାଳନ କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର :  ସୃଜନଶୀଳତା, ସହଯୋଗ ଓ ନିରନ୍ତର ଉଦ୍ଭାବନର ସଂସ୍କୃତିକୁ ପ୍ରୋତ୍ସାହିତ କରି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ବ୍ରହ୍ମପୁରସ୍ଥିତ ନିଜର କର୍ପୋରେଟ୍ କାର୍ଯ୍ୟାଳୟରେ ବିଶ୍ୱ ନବସୃଜନ ଦିବସ-୨୦୨୫ ପାଳନ କରିଛି । ‘ଟିଆଣ୍ଡଡି ଇନୋଭେସନ୍

ବଢିଲା ୨୬/୧୧ ଅଭିଯୁକ୍ତ ତହବୁର ରାଣାର ହାଜତ ମିଆଦ

ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣାର ହାଜତକୁ ଏନଆଇଏ କୋର୍ଟ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ତହୱୁରକୁ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରୁ ନିଆଯାଇଥିଲା। ଏଠାକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) କୋର୍ଟ ତାଙ୍କ ହାଜତ ଅବଧିକୁ ୧୨ ଦିନ ପାଇଁ ବୃଦ୍ଧି

କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ଉଦଘାଟିତ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କୋରୋନେସନ ପଡିଆ ଠାରେ କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ୨୦୨୫ ଏକ ବର୍ଣ୍ଣାଢ଼୍ୟ ପରିବେଶ ରେ ଉଦଘାଟିତ ହୋଇଛି l ଉତ୍ସଵ କମିଟି ଅଧ୍ୟକ୍ଷ ତଥା ସାମ୍ୱାଦିକ ରାଧାମୋହନ ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଘାଟନୀ ଉତ୍ସଵରେ କନ୍ଧମାଳ

ଭିସୁଟର ୧୦୦ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ; ୫ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ କ୍ୟାମ୍ପସରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଶୃଙ୍ଖଳା ଆଚରଣକାରୀ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ରେ ଭିସୁଟର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

ଭୁବନେଶ୍ବର: ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ପାଇଛି। ଓଡ଼ିଶା ସରକାର ରାଜ୍ୟରେ ବେଆଇନ ଭାବରେ ରହୁଥିବା କିମ୍ବା ଅଧିକ ସମୟ ଧରି ରହୁଥିବା ବିଦେଶୀ ନାଗରିକଙ୍କ ବିରୁଦ୍ଧରେ ସତର୍କତା ଅବଲମ୍ବନ କରିବାକୁ କଠୋର ପଦକ୍ଷେପ ନେଇଛନ୍ତି।