ତୃଣମୂଳ କଂଗ୍ରେସରେ କନ୍ଦଳ ଚରମରେ: ମହୁଆଙ୍କୁ କଲ୍ୟାଣ ବାନାର୍ଜୀଙ୍କ ବ୍ୟକ୍ତିଗତ ଆକ୍ଷେପ

ନୂଆଦିଲ୍ଲୀ: କୋଲକାତା ଆଇନ କଲେଜ ମାମଲାକୁ ନେଇ ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ଥିବା ବିବାଦ ଏବେ ପଦାରେ ପଡ଼ିଛି। ଦଳର ଦୁଇ ବରିଷ୍ଠ ସାଂସଦ ମହୁଆ ମୋଇତ୍ରା ଏବଂ କଲ୍ୟାଣ ବାନାର୍ଜୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବାକ୍‌ଯୁଦ୍ଧ ବ୍ୟକ୍ତିଗତ ସ୍ତରକୁ ଖସି ଆସିଛି। ଏକ ବିବାଦୀୟ

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର: ଆସନ୍ତାକାଲି, ଅର୍ଥାତ୍ ଜୁନ୍ ୩୦, ୨୦୨୪ (ସୋମବାର) ଦିନ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଘଟିଥିବା ଦଳାଚକଟା ଘଟଣା ଏବଂ ଏହାର ପରବର୍ତ୍ତୀ ପରିସ୍ଥିତି

“ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରନ୍ତୁ ନାହିଁ”: ବସ୍ତି ଭଙ୍ଗାକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବସ୍ତି ଭଙ୍ଗାକୁ ବିରୋଧ କରି ଆମ ଆଦମୀ ପାର୍ଟି (ଆପ୍) ଆଜି ଜନ୍ତର ମନ୍ତରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଏହି ଅବସରରେ

“ପୂର୍ବ ଅଭିଜ୍ଞତାକୁ ନେଇ କାମ କରିବି”: ଦାୟିତ୍ୱ ନେବା ପରେ କହିଲେ ପୁରୀର ନୂଆ ଏସ୍‌ପି ପିନାକ ମିଶ୍ର

ପୁରୀ: ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାରଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ କ୍ରମରେ ପୁରୀର ନୂତନ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ପିନାକ ମିଶ୍ର। ଦାୟିତ୍ୱ ନେବା ପରେ ସେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀ

ପୁରୀ ଦୁର୍ଘଟଣାକୁ ‘ଗମ୍ଭୀର ଚେତାବନୀ’ କହିଲେ ରାହୁଲ ଗାନ୍ଧୀ, ଭିଡ଼ ପରିଚାଳନା ନେଇ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁରୀରେ ଘଟିଥିବା ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି। ସୋସିଆଲ ମିଡିଆ ‘X’ରେ ଏକ ପୋଷ୍ଟ ମାଧ୍ୟମରେ ସେ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।

ମାଲକାନଗିରି ଜିଲ୍ଲାରେ ଜାତୀୟ ପରିସଂଖ୍ୟାନ ଦିବସ-୨୦୨୫ ପାଳିତ

ମାଲକାନଗିରି : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ବ୍ରଜବନ୍ଧୁ ଦାସ,ଜିଲ୍ଲା ଯୋଗାଣ

ପ୍ରବଳ ବର୍ଷା ଯୋଗୁଁ ୨୪ ଘଣ୍ଟା ପାଇଁ ସ୍ଥଗିତ ହେଲା ଚାରିଧାମ ଯାତ୍ରା

ବଡ଼କୋଟ (ଉତ୍ତରାଖଣ୍ଡ): ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ ଯମୁନୋତ୍ରୀ ଜାତୀୟ ରାଜପଥ ସମେତ ଅନେକ ପ୍ରମୁଖ ରାସ୍ତା ବନ୍ଦ ରହିଛି।

ବାଲି ବୋଝେଇ ହାଇଓ୍ବା ଜବତ, ଚାଳକ ଗିରଫ

ହିଞ୍ଜିଳିକାଟୁ : ଗତ କିଛି ମାସ ଧରି ହିଞ୍ଜିଳିକାଟୁ, ଆସିକା ଓ ନିକଟବର୍ତ୍ତୀ ଅଞ୍ଚଳର ଘୋଡାହାଡ ଓ ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ନଜିର ରହିଛି। ପୁଲିସ, ରାଜସ୍ବ ଓ ଖଣି ବିଭାଗ ଅଧିକାରୀମାନେ ଯେତେବେଳେ ଚଢ଼ାଉ କଲେ ମଧ୍ୟ ବାଲିମାଫିଆ ମାନେ ପ୍ରଶାସନ ଆଖିରେ ଧୂଳି

ରଥଯାତ୍ରା ସୁପରିଚାଳନା ପାଇଁ ନୂଆ ଦାୟିତ୍ୱ: ବରିଷ୍ଠ IAS ଅରବିନ୍ଦ ଅଗ୍ରୱାଲଙ୍କ ତଦାରଖରେ ହେବ ବାକି ନୀତି

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭିଡ଼ ପରିଚାଳନାରେ ବିଫଳତା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ବଦଳି କରାଯାଇଥିବା ବେଳେ ଡିସିପି

ଲୁଟେରା ଗିରଫ, ଚୋରୀ ସାମଗ୍ରୀ ଜବତ

ହିଞ୍ଜିଳିକାଟୁ : ଗତ କିଛି ଦିନ ଧରି ହିଞ୍ଜିଳି ଥାନା ଇଲାକାର ବିଭିନ୍ନ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହେବା ସହ ଚୋରୀ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଥିଲା। ଲୁଟେରାଙ୍କୁ ଗିରଫ କରିବା ହିଞ୍ଜିଳି ପୁଲିସ ପାଇଁ ଚ୍ୟାଲେଞ୍ଜ ହୋଇପଡିଥିଲା। ଗତ ୩ ଦିନ ଧରି ହିଞ୍ଜିଳି ପୁଲିସ ଗୋଟିଏ ପରେ