ପୁଣି ଅଶାନ୍ତ ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ…

କିନ୍ତୁ ଟେର ପାଉନି ପୋଲିସ...! ଅନ୍ଧାର ରେ ବୁଲାଉଛି ବାଡ଼ି.. ବ୍ରହ୍ମପୁର : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ ।  ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି ।  ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ

ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ

ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହୋମଗାର୍ଡଙ୍କ ସ୍ତ୍ରୀ,

କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ, ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ଯାଜପୁର : ଯାଜପୁରରେ ଲଜ୍ଜା । କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ବିରୋଧ କରିବାରୁ ପୀଡିତାଙ୍କୁ ଆକ୍ରମଣ କଲେ ଅଭିଯୁକ୍ତ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳା । ଅଭିଯୋଗର ୭୨ ଘଣ୍ଟା ପରେ ବି ପୋଲିସର ହାତ ଖାଲି । ଅଭିଯୋଗ

ୱେଭ୍ସ ଆନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତାର ଫାଇନାଲରେ ଚମକିବେ ଦୁଇ ଓଡ଼ିଆ

ଭୁବନେଶ୍ଵର: ଆସନ୍ତା ମେ ୧ରୁ ୪ ତାରିଖ ପର୍ଯ୍ୟନ୍ତ ମୁମ୍ବାଇରେ ଆୟୋଜିତ ହେବ ବିଶ୍ୱ ଦୃଶ୍ୟ ଶ୍ରାବ୍ୟ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ-ୱେଭ୍ସ ୨୦୨୫। ୱେଭ୍ସ ଅଧୀନରେ ଆୟୋଜିତ ଆନିମେସନ ଚଳଚ୍ଚିତ୍ର ନିର୍ମାତା ପ୍ରତିଯୋଗିତାର ଫାଇନାଲରେ ଅଂଶଗ୍ରହଣ କରିବା ଲାଗି ସାରା ଦେଶରୁ ୪୨ ଜଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ଫୁଟୁଛି, ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୨୧ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ଦୁଃଖିତ। ଆତଙ୍କବାଦୀ ଆକ୍ରମଣର

ବ୍ରହ୍ମପୁର ଠାକୁରାଣୀ ଯାତ୍ରା ରେ ଆସିକା ବିଧାୟକ ହଟହଟା……!

ବିଧାୟକଙ୍କ ହାତ ଧରି ପଛକୁ ଠେଲି ଦେଲେ ମୁଖ୍ୟମନ୍ତ୍ରୀ…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଠାରେ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଚାଲିଛି। ଅଜି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତରେ ଆସି ଠାକୁରାଣୀ ଯାତ୍ରାରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଆସୁଥିବା

ସ୍ବର୍ଗତ ଜଗନ୍ନାଥ ଦାସଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ପାଳିତ

ବ୍ରହ୍ମପୁର, ୨୭/୦୪ -ସ୍ଥାନୀୟ ନୂଆ ବାରକ୍ସ ସାହି ସ୍ଥିତ ବାସଭବନରେ ୨୭. ୦୪. ୨୦୨୫ ତାରିଖ (ରବିବାର ଦିନ) ବରିଷ୍ଠ ଫାର୍ମାସିଷ୍ଟ ସ୍ବର୍ଗତ ଜଗନ୍ନାଥ ଦାସଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଏବଂ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ସ୍ବର୍ଗତ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ

ନୟାଗଡ଼ ଜିଲ୍ଲାରେ ମଣ୍ଡଳ ସ୍ତରୀୟ ‘ ନିଷ୍ଠା ‘ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ନୟାଗଡ଼ :- ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ ଠାରେ ନୟାଗଡ଼ ମଣ୍ଡଳସ୍ତରୀୟ ପ୍ରଶିକ୍ଷଣ ଶିବିର “ନିଷ୍ଠା – ସମତା ଓ ଅନ୍ତର୍ନିବେଶୀ ଶିକ୍ଷା” ‘ଅନୁଷ୍ଠିତ ହୋଇଯାଇଛି । ପାଞ୍ଚ ଦିନ ଧରି ଚାଲୁଥିବା ଏହି ପ୍ରଶିକ୍ଷଣ ଶିବିର ରେ ବିଭିନ୍ନ ବିଦ୍ୟାଳୟରୁ

ସଡ଼କ ଦୁର୍ଘଟଣା ରେ ବୃଦ୍ଧାଙ୍କ ମୃତ୍ୟୁ…

ବ୍ରହ୍ମପୁର : କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ହୁଗୁଳାପଟା ଗ୍ରାମରେ ସଡ଼କ ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି l ସୂଚନା ଥାଉକି ପ୍ରାୟ ରାତ୍ର ୮ ଘଣ୍ଟା ସମୟରେ ବୃଦ୍ଧା ଜଣକ ଗୋଟିଏ ଦୋକାନ ରୁ କିଛି କିଣି ନିଜ ଘରକୁ ଯାଉଥିବା ସମୟରେ ଗୋଟିଏ ମଟର ସାଇକେଲ ଦ୍ରୁତ ଗତିରେ ଆସି ବୃଦ୍ଧା

ଜମ୍ମୁ କାଶ୍ମୀର ସେନା ଟାର୍ଗେଟରେ ୧୪ ଜଣ ଆତଙ୍କବାଦୀ, ତାଲିକା ଜାରି କଲା ଗୁଇନ୍ଦା ବିଭାଗ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମିରରେ ୧୪ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରସ୍ତୁତ। ଗୁଇନ୍ଦା ତଥ୍ୟ ଆଧାରରେ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରକାଶ। ସମସ୍ତଙ୍କର ବୟସ ୨୦ରୁ୪୦ ବର୍ଷ ମଧ୍ୟରେ ସୂଚନା। ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଆତଙ୍କୀଙ୍କୁ ସହଯୋଗ କରୁଥିଲେ। ଲୁଚି ରହିଥିବାର ବ୍ୟବସ୍ଥା ସହ