ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ବିଧାନସଭା ପରିସରରେ ଆଜି ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଯୋଗଦେଇ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ ଦଳ ନେତା

କାଲି ସୁଦ୍ଧା ଭୁବନେଶ୍ବର ଛାଡ଼ିବେ ପାକିସ୍ତାନୀ ମହିଳା : ଡିସିପି ଭୁବନେଶ୍ୱର

ଭୁବନେଶ୍ବର : ସମସ୍ତ ପାକିସ୍ତାନୀଙ୍କୁ ରାଜ୍ୟରୁ କାଢିବା ପାଇଁ ଭାରତ ସରକାରଙ୍କ ନିର୍ଦ୍ଦେଶ ରହିଛି । ଆମ ରାଜ୍ୟ ସରକାର ଚିହ୍ନଟ କରିବା ପାଇଁ ଜିଲ୍ଲା ଅଫିସକୁ ନିର୍ଦ୍ଦେଶ ଦେଇଛନ୍ତି । କମିଶନରେଟ ପୋଲିସ ଜଣେ ପାକିସ୍ଥାନୀ ଭୁବନେଶ୍ଵରରେ ରହିଥିବା ଚିହ୍ନଟ କରିଛନ୍ତି । ତାଙ୍କ

ନୀରପେକ୍ଷ ତଦନ୍ତ ପାଇଁ ପାକିସ୍ତାନର ପ୍ରସ୍ତାବ

ନୂଆଦିଲ୍ଲୀ : ପହଲଗାମ୍ ହମ୍‌ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ ।  ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍। ଆରମ୍ଭ ରୁ ତୋଡ ଦେଖାଉଥିବା ପାକ୍ ଏବେ ନରମିଛି। ସିନ୍ଧୁ ଜଳଚୁକ୍ତି ସ୍ଥଗିତ ପରେ ଏବେ ଭାରତର ଶରଣରେ ପଶିଛି

ଦ୍ଵିତୀୟ ବିବାହ ପାଇଁ ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ ଗିରଫ

ଯାଜପୁର : ଦ୍ଵିତୀୟ ବିବାହ ପାଇଁ ଜନ୍ମ କଲା ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ଜଣ ଗିରଫ । ବାପା ସମେତ ପରିବାରର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଯାଜପୁର ଜିଲ୍ଲା ଜେନାପୁର ପୋଲିସ। ୨ଦିନ ତଳେ ଜେନାପୁର ଥାନା ଚାରଗୋଠ ଗାଁ ନିକଟ ପଥର ଖାଦାନ ଭିତରୁ ବାଳକର

ପହଲଗାମ ଆକ୍ରମଣ: ଭାରତକୁ ୟୁଏନଏସସିର ସମର୍ଥନ

ନ୍ୟୁୟର୍କ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଦୃଢ଼ ନିନ୍ଦା କରିଛି। ଏହା ସହିତ, ସୁରକ୍ଷା ପରିଷଦ ଏହି ନିନ୍ଦନୀୟ ଆତଙ୍କବାଦ କାର୍ଯ୍ୟର ଦୋଷୀ ଏବଂ ସେମାନଙ୍କର ସହାୟକମାନଙ୍କୁ ଦାୟୀ କରି ନ୍ୟାୟ ପ୍ରଦାନ କରିବାର ଆବଶ୍ୟକତା

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ ପଶ୍ଚିମବଙ୍ଗ ଉପରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ଥିବାରୁ

ପହଲଗାମ୍ ଆକ୍ରମଣକୁ ସହ୍ୟ କରାଯାଇପାରିବ ନାହିଁ: ଗାଙ୍ଗୁଲି

ମୁମ୍ବାଇ: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ଏଥିରେ ୨୮ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣ ପରେ, ସମଗ୍ର ଦେଶରେ ଶୋକ ଏବଂ କ୍ରୋଧର ପରିବେଶ ରହିଛି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ନିରନ୍ତର ଅପରେସନ୍ ଚଳାଇଛନ୍ତି।

ଜୁଆଲ୍ ଓରାମଙ୍କ ନୂଆ ବ୍ୟକ୍ତିଗତ ସଚିବ ହେଲେ ଅମିତ କୁମାର

ଭୁବନେଶ୍ୱର: ଝାଡ଼ଖଣ୍ଡ-କ୍ୟାଡର ଆଇଏଏସ୍ ଅଧିକାରୀ ଅମିତ କୁମାରଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଆଲ୍ ଓରାମଙ୍କ ବ୍ୟକ୍ତିଗତ ସଚିବ (ପିଏସ୍) ଭାବରେ ନିଯୁକ୍ତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଏପ୍ରିଲ ୨୫ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ

କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନ ଦେବେ ୨ କୋଟି ଟଙ୍କା: ଦିଲ୍ଲୀ ହାଇକୋର୍ଟ

ଜୁନିୟର ଡାଗର ବ୍ରଦର୍ସଙ୍କ ଶିବସ୍ତୁତିଙ୍କ ଶାସ୍ତ୍ରୀୟ ପରିବେଷଣକୁ ନେଇ କପିରାଇଟ୍ ମାମଲାରେ ୨ କୋଟି ଟଙ୍କା ଜମା କରିବାକୁ ଦିଲ୍ଲୀ ହାଇକୋର୍ଟ ସଙ୍ଗୀତ ନିର୍ଦ୍ଦେଶକ ଏଆର ରେହମାନ ଏବଂ ପୋନିୟିନ୍ ସେଲଭାନ-୨ର ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ରେ ଗାୟକ ଫୟାଜ ୱାସିଫୁଦ୍ଦିନ ଡାଗର