Sign in
Sign in
Recover your password.
A password will be e-mailed to you.
ଅହମଦାବାଦ ପ୍ଲେନ କ୍ରାସକୁ ପୂରିନି ମାସେ, ସିନିଅର ଷ୍ଟାଫଙ୍କ ପାର୍ଟି ଭିଡିଓ ଭାଇରଲ
ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ AI171 ର ଦୁଃଖଦ ଦୁର୍ଘଟଣାକୁ ମାସେ ନ ପୂରୁଣୁ ଏକ ଫୁଟେଜ୍ ସାମ୍ନାକୁ ଆସିଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଯେଉଁଥିରେ ଏୟାର ଇଣ୍ଡିଆର ବିମାନବନ୍ଦର ସେବା ଅଧିକାରୀ, AISATSର ବରିଷ୍ଠ ଅଧିକାରୀମାନେ ଏକ ଅଫିସ ପାର୍ଟିରେ!-->…
ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକ୍ସିଅମ୍- ୪ ମିଶନର ଅଂଶ ଭାବରେ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରେ ଅଛନ୍ତି ଭାରତର ଦ୍ୱୀତିୟ ମହାକାଶଚାରୀ ଶୁଭାଂଶୁ। ବୁଧବାର ISSକୁ ଐତିହାସିକ ଯାତ୍ରାରେ ଉଡ଼ାଣ ଭରିଛନ୍ତି। ୪୧!-->…
ଆସିକାରେ ପାଠ୍ୟପୁସ୍ତକ ବଣ୍ଟନରେ ଚରମ ଅବହେଳା, ଚିନ୍ତାରେ ଅଭିଭାବକ
ବ୍ରହ୍ମପୁର: ଶିକ୍ଷାବର୍ଷ ଆରମ୍ଭର ତିନି ମାସ ବିତିବାକୁ ବସିଲାଣି, ହେଲେ ଏଯାଏଁ ଛାତ୍ରଛାତ୍ରୀଙ୍କ ହାତରେ ପହଞ୍ଚିପାରିନି ନୂଆ ବହି। ଜୁନ ମାସ ସରି ଜୁଲାଇ ଆସିଲା, କିନ୍ତୁ ଆସିକା ବ୍ଲକର ଅଧିକାଂଶ ବିଦ୍ୟାଳୟରେ ପିଲାମାନେ ଏବେବି ପାଠ୍ୟପୁସ୍ତକକୁ ଚାହିଁ ବସିଛନ୍ତି। ଏପରି ସ୍ଥିତିରେ!-->…
ସମ୍ବଲପୁରରେ ୧ ଲକ୍ଷ ଚାରା ରୋପଣ ଅଭିଯାନର ଶୁଭାରମ୍ଭ
ସମ୍ବଲପୁର: ଦେଶରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ତିଆରି କରିବା। ଯେପରି ମାଁ ସମଲେଶ୍ୱରୀ, ନୂଆଁଖାଇ, ଶୀତଳଷଷ୍ଠୀ, ମହାନଦୀ ଆଦି ସମ୍ବଲପୁରର ପରିଚୟ ହୋଇଛି, ସେହିପରି ଭାବରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ସୃଷ୍ଟି କରିବା ପାଇଁ ଛୋଟରୁ ବଡ଼ ପର୍ଯ୍ୟନ୍ତ!-->…
ସରକାରୀ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ହଷ୍ଟେଲ ଛାତ୍ରଛାତ୍ରୀଙ୍କ ପ୍ରତି ନିର୍ଯ୍ୟାତନା ଅଭିଯୋଗ
ବାଲିଗୁଡା : ଆଦିବାସୀ ଅଧ୍ୟୁଷିତ ଏହି କନ୍ଧମାଳ ଜିଲାରେ ଆଦିବାସୀ ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କ ପାଇଁ ଜିଲ୍ଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବାଲିଗୁଡା ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ପକ୍ଷରୁ ଛାତ୍ରାବାସରେ ମାଗଣାରେ ରହିବା ଖାଇବା, ପାଠ୍ୟ ପୁସ୍ତକ, ପୋଷାକ ଆଦି ଯୋଗାଇ ଦିଆଯାଉଛି!-->…
ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ
ଜଣେ ୧୭ ବର୍ଷୀୟା ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ କରାଯାଇଛି। ନାବାଳିକାଙ୍କ ସହିତ ଭିଡିଓ ଶୁଟ୍ କରୁଥିବା ଯୁବକ ହିଁ ତାଙ୍କୁ ଦୁଷ୍କର୍ମ କରିଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉତ୍ତରପ୍ରଦେଶର ଗୋରଖପୁର!-->…
ଘର ଚଟିଆ ସୁରକ୍ଷା ଅଭିଯାନରେ ସାମିଲ ହେଲା ରାଇଝୋଳ ଗ୍ରାମ
କୁକୁଡାଖଣ୍ଡି : ଆଜି ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଆଞ୍ଚଳିକ ବିକାଶ ପରିଷଦ ତରଫରୁ କୁକୁଡାଖଣ୍ଡି ବ୍ଲକର ରାଇଝୋଳ ଗ୍ରାମର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘର ଚଟିଆ ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଭାପତି ସାଗର କୁମାର ପାତ୍ରଙ୍କ ନେତୃତ୍ୱରେ ଏହି!-->!-->!-->…
ଚକା ଆଖି ସବୁ ଦେଖୁଛି; ରଥଯାତ୍ରା ବିଳମ୍ବ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ଵର: ରଥଯାତ୍ରା ପରିଚାଳନା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ରଥଟଣା ବିଳମ୍ବକୁ ନେଇ ସେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି।
ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯେ, ନନ୍ଦିଘୋଷ ରଥ ଟାଣିବାରେ ଅତ୍ୟଧିକ ବିଳମ୍ବ ପାଇଁ ଆମେ ପ୍ରଶାସନକୁ ଆଙ୍ଗୁଳି!-->!-->!-->…
ପରାଗ ଜୈନ ର’ ମୁଖ୍ୟ ନିଯୁକ୍ତ
ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ଗତ ମେ ମାସରେ ଆତଙ୍କବାଦ ବିରୋଧରେ ଭାରତର ଅପରେସନ ‘ସିନ୍ଦୂର’ ସମୟରେ ପରାଗ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ!-->…
ଆସୁଛି ୨ଟି ଲଘୁଚାପ! ସପ୍ତାହେ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ରହିଛି। ଏହା ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।
ଆଞ୍ଚଳିକ!-->!-->!-->…