Sign in
Sign in
Recover your password.
A password will be e-mailed to you.
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼: କଂଗ୍ରେସ କର୍ମୀ ଅଟକ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ!-->…
ଧାମରା ଚାନ୍ଦନୀପାଳରେ ହେବ ସି ବିଚ୍: ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଧାମରା ଗସ୍ତ
ଭଦ୍ରକ : ଭଦ୍ରକ ଜିଲ୍ଲାର ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଧାମରାଠାରେ ଥିବା ଚାନ୍ଦନୀପାଳଠାରେ ବିଶାଳ ସମୁଦ୍ର ବେଳା ଭୂମିର ବିକାଶ ହେବ। ଏଠାରେ ସି ବିଚ୍ ନିର୍ମାଣ କରାଯିବ। ଏହାର ସୌନ୍ଦର୍ଯ୍ୟ କାରଣ କରାଯିବା। ପର୍ଯ୍ୟଟକଙ୍କୁ!-->…
ସରକାରଙ୍କ ଉପରେ ବର୍ଷିଲେ ଏଆଇସିସି ମହିଳା ଟିମ୍: ଓଡ଼ିଶାରେ ନାରୀମାନେ ଡରି ଡରି ବଞ୍ଚୁଛନ୍ତି
ଭୁବନେଶ୍ବର: ରାଜ୍ୟର ପ୍ରତି ୫ କି.ମି ଦୂରତାରେ ଜଣେ ଶିଶୁ ଅତ୍ୟାଚାରର ଶିକାର। ପ୍ରତି ୧୦ କିମିରେ ଜଣେ ଶିଶୁ ନିଖୋଜ। ଲୋକେ ରାଜରାସ୍ତାକୁ ନ ଓହ୍ଲାଇଲେ ଦୁଷ୍କର୍ମ ମାମଲାରେ ଏତଲା ସୁଦ୍ଧା ଗ୍ରହଣ କରାଯାଉ ନାହିଁ। ଓଡ଼ିଶାରେ ମହିଳା ନିର୍ଯାତନାର ଏକ ଚିତ୍ର ବାଣ୍ଟିବା ଲାଗି!-->…
ମହାନଦୀ ଗଣ୍ଡରେ ମଗରଙ୍କ ପାଇଁ ବିପଦରେ ଘଡ଼ିଆଳ
ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡରେ ଘଡ଼ିଆଳଙ୍କ ପାଇଁ ଏବେ ବିପଦ ସାଜିଛନ୍ତି ମଗର। ଏହି ଗଣ୍ଡରେ କ୍ରମାଗତ ଭାବରେ ମଗର ପ୍ରଜାତିର କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଛି। ମଗରଙ୍କ ଆକ୍ରମଣରେ ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀରଙ୍କ ଜୀବନ ପ୍ରତି ବିପଦ ଦେଖାଦେଇଛି। ପୂର୍ବରୁ!-->…
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି
ଭୁବନେଶ୍ବର: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି। ନେସନାଲ ସ୍କୁଲ୍ ଅଫ୍ ଡ୍ରାମାର କୃତୀ ଛାତ୍ର, ବିଖ୍ୟାତ ଚଳଚ୍ଚିତ୍ର, ମଞ୍ଚ ଓ ଟେଲିଭିଜନ ଅଭିନେତା, ନିର୍ମାତା ଓ ନିର୍ଦ୍ଦେଶକ ନାରାୟଣ ପତିଙ୍କର ଆଜି ମସ୍ତିଷ୍କାଘାତ କାରଣରୁ ହଠାତ୍ ଆଜି ଆକସ୍ମିକ ପରଲୋକ ଘଟିଛି।!-->…
ଏଣିକି ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ, ଘରେ ବସି ଲୋକେ ପାଇବେ ରାଜସ୍ବ ସଂକ୍ରାନ୍ତ ସମସ୍ତ ସୁବିଧା
ଭୁବନେଶ୍ୱର,୨୫ା୬: ଏଣିକି ସୁବିଧା ହେବ ଜମିଜମା ପଞ୍ଜୀକରଣ। ଛୋଟମୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ ବା ରାଜସ୍ବ କାର୍ଯ୍ୟାଳୟ। ମୋବାଇଲ ଆପରେ ମିଳିବ ସମସ୍ତ ରାଜସ୍ବ ସେବା ମିଳିଯିବ। ଏନେଇ ଇ-ରେଜିଷ୍ଟ୍ରେଶନ ଆପ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି!-->…
ପୁଣି କର୍ମଚାରୀ ଛଟେଇ କରିବ ମାଇକ୍ରୋସଫ୍ଟ
ନୂଆଦିଲ୍ଲୀ: ପୁଣି କିଛି କର୍ମଚାରୀଙ୍କ ଛଟେଇ କରିବାକୁ ଯାଉଛି ମାଇକ୍ରୋସଫ୍ଟ। କମ୍ପାନି ଆଉ ଏକ ପର୍ଯ୍ୟାୟ ଚାକିରି କାଟଛାଣ୍ଟ ଯୋଜନା କରୁଛି। ଗତ ୧୮ ମାସ ମଧ୍ୟରେ ଏହା ହେଉଛି ମାଇକ୍ରୋସପ୍ଟର ଚତୁର୍ଥ ପ୍ରମୁଖ ଛଟେଇ ଅଭିଯାନ। ଏହି ଛଟେଇ ଅନେକଙ୍କ ଆର୍ଥିକ ଅବସ୍ଥାକୁ ଗଭୀର ଭାବରେ ପ୍ରଭାବିତ!-->…
ଆମେରିକାର ଲକ୍ଷ୍ୟଭେଦ କରୁଥିବା ଘାତକ ପରମାଣୁ କ୍ଷେପଣାସ୍ତ୍ର ବିକଶିତ କରୁଛି ପାକିସ୍ତାନ
ୱାଶିଂଟନ: ଆମେରିକାର ଗୁଇନ୍ଦା ସଂସ୍ଥାଗୁଡ଼ିକ ଦାବି କରିଛନ୍ତି ଯେ ପାକିସ୍ତାନ ଗୁପ୍ତ ଭାବରେ ଏକ ଆନ୍ତଃମହାଦେଶୀୟ ନ୍ୟୁକ୍ଲିୟର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର (ଆଇସିବିଏମ) ନିର୍ମାଣ କରିବା ପାଇଁ ଦ୍ରୁତ ଗତିରେ କାମ କରୁଛି। ରିପୋର୍ଟରେ କୁହାଯାଇଛି ଯେ, ଯଦି ପାକିସ୍ତାନ ଏହି କ୍ଷମତା ହାସଲ!-->…
୪ ଦିନ ମହାକାଶରେ ରହିବା ପାଇଁ ଯାତ୍ରା ଆରମ୍ଭ କରିଥିବା ଶୁଭାଂଶୁଙ୍କ ପାରିଶ୍ରମିକକୁ ନେଇ ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ: ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ ପରେ ୨ୟ ଭାରତୀୟ ଭାବେ ଶୁଭାଂଶୁ ଶୁକ୍ଳା ୩ଜଣ ମହାକାଶଚାରୀଙ୍କ ସହ ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନ୍ ଯାଉଛନ୍ତି । ଏଭଳି ସମୟରେ ଶୁକ୍ଳାଙ୍କୁ ୧୪ ଦିନ ମହାକାଶରେ ରହିବା ପାଇଁ କେତେ ପାରିଶ୍ରମିକ ମିଳିବ ସେନେଇ କିଛିଲୋକ ପ୍ରଶ୍ନ!-->…
ମହାକାଶରେ ଉଡ଼ିବ ତ୍ରିରଙ୍ଗା: ୧୯୮୪ରୁ ୨୦୨୫.. ୪୧ ବର୍ଷ ପରେ ମହାକାଶ ଗଲେ ୨ୟ ଭାରତୀୟ
ନୂଆଦିଲ୍ଲୀ: ୧୯୮୪ ମସିହା, ଏକ ଶୀତୁଆ ସକାଳରେ ମହାକାଶ ଯାତ୍ରା ପାଇଁ ପ୍ରସ୍ତୁତ ହେଉଥିଲେ ଭାରତୀୟ ବାୟୁସେନା ଅଧିକାରୀ ରାକେଶ ଶର୍ମା । ସୋୟୁଜ୍ ଟି-୧୧ ଇଞ୍ଜିନର ଗର୍ଜନ ସହ ସେ ଉପରକୁ ଉଠିବାକୁ ଲାଗିଲେ ଆଉ କିଛି ସମୟ ପରେ ସେ ପୃଥିବୀକୁ ଅତିକ୍ରମ କରି ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ!-->…