Sign in
Sign in
Recover your password.
A password will be e-mailed to you.
କେନ୍ଦ୍ର କ୍ୟାବିନେଟ ବୈଠକରେ ୫ଟି ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ପାଞ୍ଚଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ପ୍ରସ୍ତାବକୁ ସରକାର ଅନୁମୋଦନ କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିରେ ୧୦ କୋଟି!-->…
‘ୱି ଓମେନ୍ ୱାଣ୍ଟ କନକ୍ଲେଭ ୨୦୨୫’: ଶୈଫାଳିକା ପଣ୍ଡା ଶକ୍ତି ପୁରସ୍କାର ସହ ସମ୍ମାନିତ
ଭୁବନେଶ୍ବର: ଗୁରୁବାର ନୂଆଦିଲ୍ଲୀର ଦି ଇମ୍ପେରିଆଲ୍ ରେ ନ୍ୟୁଜ୍ ଏକ୍ସ ଦ୍ୱାରା ଆୟୋଜିତ “ୱି ଓମେନ୍ ୱାଣ୍ଟ କନକ୍ଲେଭ ଆଣ୍ଡ୍ ଶକ୍ତି ଆୱାର୍ଡ଼ ୨୦୨୫” ରେ ପ୍ରତିଷ୍ଠିତ ଶକ୍ତି ପୁରସ୍କାର ସହ ସମ୍ମାନିତ ହୋଇଛନ୍ତି ଇମ୍ଫାର କର୍ପୋରେଟ ସାମାଜିକ କଲ୍ୟାଣ ଶାଖା, ବଂଶୀଧର ଏବଂ ଇଲା ପଣ୍ଡା!-->…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କାହିଁକି କଲ ନାହିଁ ଅନ୍ତିମ ସଂସ୍କାର? ସଂସଦରେ ପ୍ରଶ୍ନ ଉଠାଇଲେ ହୁଡ୍ଡା
ନୂଆଦିଲ୍ଲୀ: ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଅନ୍ତିମ ସଂସ୍କାର ଅଗଷ୍ଟ ୬ ରେ କରାଯାଇଥିଲା। ତେବେ ଏହି ସମୟରେ, ତାଙ୍କ ଅନ୍ତିମ ସଂସ୍କାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ନ ଦିଆଯିବା ନେଇ ଏବେ ରାଜନୀତି ଜୋର ଧରିଛି | ରୋହତକର କଂଗ୍ରେସ ସାଂସଦ ଦୀପେନ୍ଦର ସିଂହ ହୁଡ୍ଡା ସଂସଦରେ ଏହି ପ୍ରସଙ୍ଗ!-->…
ଆସନ୍ତା ୧୨ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ!-->…
ଓଡ଼ିଶାରେ ଗୋହତ୍ୟା ନିଷେଧ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
କଟକ: ଓଡ଼ିଶାରେ ହୋଇପାରିବନି ଗୋହତ୍ୟା। ଏଥିପାଇଁ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ରାଜ୍ୟରେ ଗୋ’ହତ୍ୟା ବନ୍ଦ ପାଇଁ ସ୍ୱତନ୍ତ୍ର ଆଇନ ରହିଛି। ତେଣୁ ସେହି ଆଧାରରେ ଓଡ଼ିଶାରେ ଗୋ’ହତ୍ୟା ହୋଇପାରିବ ନାହିଁ ବୋଲି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ଗୋ’ହତ୍ୟା!-->…
ଜନଗହଳି ରାସ୍ତାକୁ ଡିଆଁ ମାରିଲା ସିଂହ; ସାମ୍ନାରେ ମହିଳାଙ୍କୁ ଦେଖି କଲା ଆକ୍ରମଣ
ପାକିସ୍ତାନ: ପାକିସ୍ତାନର ଲାହୋରର ଜନଗହଳି ରାସ୍ତାରେ ସିଂହ ବୁଲୁଥିବାର ଏକ ଭୟାବହ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୁରି ବୁଲୁଛି।
ଏହି ଭାଇରାଲ ଭିଡିଓରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି, ଜନଗହଳି ରାସ୍ତାରେ ହଠାତ ଏକ ସିଂହ ପାଚେରୀ ଡେଇଁ!-->!-->!-->…
ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ
ଖୋର୍ଦ୍ଧା: ହୋମ୍ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ!-->…
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ!-->…
ଭୋଟର ତାଲିକା ସଂଶୋଧନ ପାଇଁ ଆମେ ପ୍ରସ୍ତୁତ ନାହୁଁ : ପଶ୍ଚିମବଙ୍ଗ
କୋଲକାତା : ବିହାରରେ ଭୋଟର ତାଲିକା ପାଇଁ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ସମାପ୍ତ ହୋଇଛି। ଏହି ସମୟରେ, ପଶ୍ଚିମବଙ୍ଗରେ ମଧ୍ୟ ଏସଆଇଆର ସମ୍ପର୍କରେ ଖୁବ୍ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଲଗାତାର କଳ୍ପନାଜଳ୍ପନା କରାଯାଉଥିଲା। ତଥାପି, ପଶ୍ଚିମବଙ୍ଗରେ ଏସଆଇଆର ସମ୍ଭବ ମନେ!-->…
ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ
ବେଗୁନିଆ: ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ରଣବିଜୁଳିଙ୍କୁ ଖୋର୍ଦ୍ଧାରେ ଆକ୍ରମଣ ଅଭିଯୋଗ । ତାଙ୍କୁ ଜୀବନରେ ମାରିଦେବାକୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଓ ତାଙ୍କ ସମର୍ଥକ ଧମକ ଦେଇଥିବା ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି ।
ଅଭିଯୋଗ!-->!-->!-->…