Sign in
Sign in
Recover your password.
A password will be e-mailed to you.
ପ୍ରକାଶ ପାଇଲା NEET UG 2026 ଫଳ : ଦେଶରେ ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ସଫଳ, ପୁଅଙ୍କୁ ପଛରେ ଛାଡିଲେ ଝିଅ
ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଗୁରୁବାର NEET UG 2026 ପୁନଃପରୀକ୍ଷାର ଫଳାଫଳ ପ୍ରକାଶ କରିଛି। ଚଳିତ ବର୍ଷ ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ଯୋଗ୍ୟତା ହାସଲ କରିଛନ୍ତି। ଏହି ଯୋଗ୍ୟ ପ୍ରାର୍ଥୀମାନେ MBBS, BDS, AYUSH ଏବଂ ଅନ୍ୟାନ୍ୟ ସ୍ନାତକସ୍ତରୀୟ ମେଡିକାଲ କୋର୍ସରେ!-->…
ନିଟ ପରୀକ୍ଷାରେ ବିଫଳ ହୋଇ ଜୀବନ ହାରିଲେ ଛାତ୍ରୀ
ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି!-->…
ସାଂସଦ ଓ ବିଧାୟକଙ୍କ ମିଳିତ ଗସ୍ତ : ଅଞ୍ଚଳର ବିକାଶ, ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ବିଭିନ୍ନ ଘୋଷଣା ଓ…
ବାଲିଗୁଡା : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଓ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁରଙ୍କ ଶୁକ୍ରବାର ତୁମୁଡିବନ୍ଧ ବ୍ଲକରେ ମାରାଥନ ଗସ୍ତ ଅନୁଷ୍ଠିତ କରିଛନ୍ତି । ଏହି ଗସ୍ତ ଅବସରରେ ଉଭୟ ଜନପ୍ରତିନିଧି ଙ୍କୁ ଭବ୍ୟ ସ୍ବାଗତ କରାଯାଇଥିବା ବେଳେ ଅଞ୍ଚଳର ବିକାଶ, ଶିକ୍ଷା ଓ!-->!-->!-->…
୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା
ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨ ହଜାର ୮୩୫ ଜଣ ନାମ ଲେଖାଇଛନ୍ତି। ଏବେ ୨ ଲକ୍ଷ!-->…
ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
ଭଦ୍ରକ: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ଜଣାଯାଇଛି।
ସୂଚନାନୁସାରେ, ପୂର୍ବାହ୍ଣରେ!-->!-->!-->…
ସାଉଦି ଆରବରେ ଫସିଥିବା ଓଡ଼ିଆ ଯୁବକଙ୍କ ଉଦ୍ଧାର ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ରାଜ୍ୟ ଶିଳ୍ପ ମନ୍ତ୍ରୀଙ୍କ…
ଜଗତସିଂହପୁର: ସାଉଦି ଆରବରେ ଫସି ରହିଥିବା ଓଡ଼ିଆ ଯୁବକ ପ୍ରଳୟ ରଞ୍ଜନ ମହାପାତ୍ରଙ୍କୁ ସୁରକ୍ଷିତ ଭାବେ ଦେଶକୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ହସ୍ତକ୍ଷେପ କରିବା ସହ ଯଥାଶୀଘ୍ର ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ରାଜ୍ୟ ଶିଳ୍ପ, ଦକ୍ଷତା!-->…
କେଳୁଣୀ ମୁହାଣରେ ଭାସିଯାଇ ଯୁବକଙ୍କ ମୃତ୍ୟୁ
ଅସ୍ତରଙ୍ଗ : କେଳୁଣୀ ମୁହାଣ ନିକଟରେ ସମୁଦ୍ରରେ ଭାସିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣକ ମାଲକାନଗିରି ଜିଲ୍ଲା ମାଥିଲ୍ ଅଞ୍ଚଳର ରାମ ଭୋମିଆ(୨୨) ବୋଲି ଜଣାଯାଇଛି।
ନଦୀରେ ଭାସିଯିବା ପରେ ଗତକାଲି ଠାରୁ ସେ ନିଖୋଜ ଥିଲେ। ସ୍ଥାନୀୟ ଲୋକେ ଆଜି!-->!-->!-->…
ଉଛୁଳିଲା କାଂଶବାଂଶ, ୧୪ଗାଁ ପ୍ରଭାବିତ: ସ୍କୁଲ୍ ଓ ଅଙ୍ଗନବାଡ଼ିରେ ପଶିଲା ପାଣି
ସୋର: ବାଲେଶ୍ବର ଜିଲ୍ଲାର ସୋର ଦେଇ ପ୍ରବାହିତ କାଂଶବାଂଶ ନଦୀରେ ବନ୍ୟା ଆସିଛି। ଫଳରେ ତଳନଗର ପଞ୍ଚାୟତ ଅଧୀନ ୧୪ ଗାଁର ୨୫ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ଚାରି ଦିନ ହେଲା ବାଲେଶ୍ବରରେ ବର୍ଷା ଲାଗି ରହିଛି। ଫଳରେ ସୋର ବ୍ଲକ୍ ଦେଇ ପ୍ରବାହିତ କାଂଶବାଂଶ ନଦୀ ଉଛୁଳୁଛି।!-->…
ଚିଲିକାରେ ଜଳ ରଥଯାତ୍ରା, ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
ଚିଲିକା: ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ । ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସାରା ବିଶ୍ୱ ବଡ଼ଦାଣ୍ଡରେ ରଥଟଣା ଦେଖୁଛି । ସେତିକିବେଳେ ଚିଲିକା ହ୍ରଦ ମଧ୍ୟରେ ଥିବା କଙ୍କଣ ଶିଖରୀଠାରେ ସମ୍ପୂର୍ଣ୍ଣ ନିଆରା ପରମ୍ପରା!-->…
ପାହାଡ଼ ଉପରୁ ନାବାଳକର ମୃତଦେହ ଉଦ୍ଧାର
ଯୋଡ଼ା : ପାହାଡ଼ ଉପରୁ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ । କେନ୍ଦୁଝର ଯୋଡ଼ା ଥାନା ଖୁଣ୍ଟପାଣି ପାହାଡ଼ ଉପରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର। ମୃତକ ହେଲେ କମାରଯୋଡ଼ା ତାରିଣୀ ଛକ ଅଞ୍ଚଳର ୧୧ ବର୍ଷିୟ କ୍ରିଷ୍ଣା କାଳନ୍ଦୀ। ଅଭିଯୋଗ ଅନୁଯାୟୀ, ବାପା-ମାଆ!-->…