ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଏମିଭି୭୯ ଥାନା ଅନ୍ତର୍ଗତ ତାଣ୍ଡବାଇ ଗ୍ରାମର ଶିଙ୍ଗେ ସୋନ୍ଧି (୩୦) ନାମକ ମହିଳା ପୋଖରୀରେ ବୁଡି ମୃତ୍ୟୁ ବରଣ କରିଥିବା ଜଣା ପଡିଛି। ସୂଚନା ଅନୁଯାୟୀ ତାଣ୍ଡବାଇ ଗ୍ରାମ ନିକଟସ୍ଥ ପୋଖରୀରେ ଶିଙ୍ଗେ ଲୁଗାପଟା ଏବଂ ବାସନ ଧୋଇବାକୁ

ଗୋସୁରକ୍ଷା ନାଁରେ ଦଳିତଙ୍କୁ ମରଣାନ୍ତକ ଆକ୍ରମଣକାରୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ଦାବି

ଛତ୍ରପୁର : ଆଜି ଗଞ୍ଜାମ ଧରାକୋଟ ବ୍ଲକ ଅଧିନସ୍ଥ ସିଂଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନୟକଙ୍କୁ ମରଣlନ୍ତକ ଆକ୍ରମଣ ଓ ସର୍ବସାଧାରଣରେ ନିର୍ଯାତନାକୁ ବିରୋଧ କରି ଆଜି ମାନବାଧିକାର ସୁରକ୍ଷା ମଞ୍ଚ ଓ ଅନୁସୂଚିତ ଜାତି ଓ ଜନଜାତି ଅଧିକାର ମଞ୍ଚ ପକ୍ଷରୁ ଗଞ୍ଜାମ ଜିଲ୍ଲା ଆରକ୍ଷୀ

ଚିକିଟି ସରସ୍ଵତୀ ଶିଶୁ ମନ୍ଦିରରେ ସମ୍ବର୍ଦ୍ଧନା ଉତ୍ସବ

ଚିକିଟୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ହୋଇଥିବା ଅନୁଷ୍ଠାନର ଶିଶୁ ମାନଙ୍କୁ ସମ୍ବର୍ଦ୍ଧନା କରିବା ପାଇଁ ଏକ ଭବ୍ୟ କାର୍ଯ୍ୟକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଚିକିଟୀ ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା ଯୋଗଦାନ

ଚିକିଟିରେ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ ନିମନ୍ତେ ମା ବଗଳାମୁଖୀ ଙ୍କ ପୀଠରେ ଦୀପଦାନ

ଚିକିଟି : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ ନିମନ୍ତେ ଚିକିଟୀ ଏନ ଏ ସି ପକ୍ଷରୁ ରବିବାର ପୂର୍ବାହ୍ନରେ ସମୁହ ଦୀପଦାନ କରାଯାଇଛି। ରବିବାର ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକଙ୍କ ସର୍ଭିକାଲ୍ ଆଥ୍ରାଇଟିସ୍ ଚିକିତ୍ସା

ରାୟଗଡ଼ା ସକ୍ଷମ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳନ

ରାୟଗଡା : ୨୦୦୮ ମସିହାରେ ଆରମ୍ଭ ହେଇଥିଲା ସଂଗଠନ ସମଦୃଷ୍ଟି କ୍ଷମତା ବିକାଶ ଏବଂ ଅନୁସନ୍ଧାନ ମଣ୍ଡଳ ସଂଗଠନ, ସଂକ୍ଷେପରେ ସକ୍ଷମ । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଏକ ବିବିଦ୍ଧକ୍ଷେତ୍ର ହେଉଛି ସକ୍ଷମ, ଯେଉଁ ସଂଗଠନ ସମଗ୍ର ୨୧ ପ୍ରକାରର ଦିବ୍ୟାଙ୍ଗ ମାନଙ୍କ ପାଇଁ ଭାରତର ସମସ୍ତ ଜିଲ୍ଲା ଓ

ରାୟଗଡ଼ା ଜିଲ୍ଲା ଗୁଡ଼ାରି ପ୍ରବେଶପଥ ମରଣଯନ୍ତା ପାଲଟିଛି : ଜିଲ୍ଲା ପ୍ରଶାସନ ନିରବଦ୍ରଷ୍ଟା

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଗୁଡାରି ସହରର ପ୍ରବେଶ ପଥ ମରଣଯନ୍ତା ପାଲଟିଛି । ଗୁଡାରି ର ବଂଶଧାରା ନଦୀ ପୋଲ ଠାରୁ ବାଦିଗୁଡା ଛକ ପର୍ଯ୍ୟନ୍ତ ରାସ୍ତା ର ଦୂରତା ମାତ୍ର ୧ କିଲୋମିଟର ବି ହେବନି। ଏହି ରାସ୍ତା ର ଅବସ୍ଥା ଆଖିରେ ନ ଦେଖିଲେ ବିଶ୍ୱାସ କରିହେବ ନାହିଁ। ଗୁଡାରି ସହରର ମୁଖ୍ୟ

ଆସିକା ଯୁବଶକ୍ତି ସମାବେଶ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆସିକା ନିର୍ବାଚନ ମଣ୍ଡଳୀର ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଯୁବଶକ୍ତି ସମାବେଶ ଯୋଗ ଦେଲେ ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଯୁବଗୋଷ୍ଠି ନିମନ୍ତେ କ୍ରୀଡାର ଭିତ୍ତିଭୂମି ର ବିକାଶ ନିମନ୍ତେ ଓଡ଼ିଶାର ୩୧୪ ବ୍ଲକ ରେ ୪୧୨୪ କୋଟି ଟଙ୍କା ବ୍ୟୟ ରେ ଷ୍ଟାଡିୟମ

ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟ ସରକାର ଓଡ଼ିଶାରେ ଡାଇରିଆ ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି ଏବଂ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅନୁଯାୟୀ,

ଅଯୋଧ୍ୟାର ରାମ ମନ୍ଦିର ପରିସରରୁ ମିଳିଲା ପ୍ରାଚୀନ ମୂର୍ତ୍ତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ବି ଚାଲିଛି। ଏହି ସମୟରେ ସେଠାରେ ହଜାର ହଜାର ବର୍ଷ ପୁରୁଣା ପ୍ରାଚୀନ ଅବଶେଷ ବାହାରିବା ଘଟଣା ସାମ୍ନାକୁ ଆସୁଛି। ଏହି ଘଟଣାକୁ ନେଇ ପ୍ରତ୍ନତତ୍ତ୍ୱ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି।କୁବେର ଟିଲା ମାର୍ଗ ନିର୍ମାଣ

ମୋଦୀ ଦେଶ ପାଇଁ ଏକ ସମ୍ପତ୍ତି : ଶଶୀ ଥରୁର

ନୂଆଦିଲ୍ଲୀ: ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରସଂଶା କରିଛନ୍ତି କଂଗ୍ରେସ ସାଂସଦ ଶଶି ଥରୁର । ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶକ୍ତି, ତାଙ୍କର ବହୁମୁଖୀ ବ୍ୟକ୍ତିତ୍ୱ ଏବଂ ଆଲୋଚନା ପାଇଁ ତତ୍ପରତା ବିଶ୍ୱ ସ୍ତରରେ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଭାବରେ ବର୍ଣ୍ଣନା