ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ

ନକ୍ସଲମୁକ୍ତ ପଞ୍ଚାୟତକୁ କୋଟିଏ ଟଙ୍କାର ସହାୟତା ଦେବେ ସରକାର

ମାଲକାନଗିରି: ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନରେ ନୂତନ ନିୟମ ପ୍ରଣୟନ କରିଛନ୍ତି। ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ସହ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଏଥିସହ ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର ଏକ କୋଟି

ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଅଭିଯୋଗ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ କୁମ୍ଭାର ସାହିରେ ରହୁଥିବା ପ୍ରକାଶ ଏବଂ ବୈଜୟନ୍ତୀ ସାହୁଙ୍କ କନ୍ୟା ଗତ ମାଟ୍ରିକ ପରୀ କ୍ଷାରେ ଭଲ ନମ୍ବର ଆଣି ଉତିର୍ଣ ହୋଇଥିଲେ । ପିତା ମାତା ଉଭୟ ଶାରିରୀକ କ୍ଷିନ୍ନକ୍ଷମ ହୋଇଥିବା ବେଲେ ମା ଘରେ ଘରେ ବୁଲି ବାସନ ମାଜି ଘର ଚୁଲି

ମହିଳା ଓ ନାବାଳିକା ନିଖୋଜ ଘଟଣାରେ ଉଦ୍ଧାର କରିବାରେ ନୟାଗଡ଼ ପୋଲିସ ଆଗୁଆ

ନୟାଗଡ଼ : ନୟାଗଡ ପୋଲିସ ନିଖୋଜ ଶିଶୁ ଏବଂ ମଣିଷ ଉଦ୍ଧାର ମାମଲାରେ ସର୍ବଦା ସକ୍ରିୟ ଏବଂ ସମ୍ବେଦନଶୀଳ ହେବାକୁ ଚେଷ୍ଟା କରିଛି । ଏହିପରି ମାମଲାଗୁଡ଼ିକର ସର୍ବାଧିକ ଚିହ୍ନଟ ସୁନିଶ୍ଚିତ କରିବା ପାଇଁ ଆମର ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ, ନିୟମିତ ସ୍ୱତନ୍ତ୍ର ଅଭିଯାନ ପରିଚାଳନା କରାଯାଏ,

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ

ବଲାଙ୍ଗୀର ଜିଲ୍ଲାକୁ ଦାଦନରୁ ମୁକ୍ତି କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

ଭୁବନେଶ୍ବର: ବଲାଙ୍ଗୀର ଜିଲ୍ଲା ସହ ମୋର ଆବେଗର ସମ୍ପର୍କ ଅଛି। ଡବଲ ଇଞ୍ଜିନ ସରକାରରେ ବଲାଙ୍ଗୀର ପ୍ରାଥମିକତାରେ ରହିଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ କହିଛନ୍ତି। ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଏବଂ ସ୍ଥାୟୀ

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ

ଛତ୍ରପୁର ବିଜେପି ପକ୍ଷରୁ ସକ୍ରିୟ ସଦସ୍ୟ କର୍ମଶାଳା ଅନୁଷ୍ଠିତ

ଛତ୍ରପୁର : ସ୍ଥାନୀୟ ଶିବ ପଟ୍ଟନାୟକ ରିଡିଙ୍ଗ ରୁମ ଠାରେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେପିର ସକ୍ରିୟ ସଦସ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମ୍ପାଦକ ଲକ୍ଷ୍ମୀଚରଣ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି କର୍ମଶାଳାରେ ଆସ୍କା ସାଂସଦ ଅନୀତା

ସିବିଆଇ ଅଫିସର କହି ୩୪ ଲକ୍ଷ ୫୦ ହଜାର ଟଙ୍କା ଠକିବା ଘଟଣା, ଅଭିଯୁକ୍ତକୁ ରାଜସ୍ଥାନରରୁ ଆଣିଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ଡିଜିଟାଲ ଆରେଷ୍ଟ ନାଁରେ ୩୪ ଲକ୍ଷ ଟଙ୍କା ଠକେଇ ଘଟଣାରେ ଜଣେ ଗିରଫ । ରାଜସ୍ଥାନର ସୁବାଷକୁ ଗିରଫ କଲା ବ୍ରହ୍ମପୁର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ପୋଲିସ । ଶୁକ୍ରବାର ବ୍ରହ୍ମପୁର ପହଞ୍ଚିବା ପରେ ଅଭିଯୁକ୍ତଙ୍କୁ ଏସଡିଜେଏମ୍ କୋର୍ଟରେ ତାକୁ ହାଜର କରାଯାଇଥିଲା