Sign in
Sign in
Recover your password.
A password will be e-mailed to you.
ଆହୁରି ୫ ଦିନ ବର୍ଷିବ, ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଆହୁରି ୫ଦିନ କାଳବୈଶାଖୀ ଆଶଙ୍କା । ଆଗାମୀ ସାତଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି!-->…
‘ସୁପ୍ରିମକୋର୍ଟ ଯଦି ଆଇନ ତିଆରି କରିବେ, ତେବେ ସଂସଦକୁ ବନ୍ଦ କରିଦିଆଯାଉ’
ଓ୍ବାକଫ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କ ଲାଗି ସମୟସୀମା ଧାର୍ଯ୍ୟ କରିବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସୁପ୍ରିମକୋର୍ଟଙ୍କୁ ଭର୍ତ୍ସନା କରିବା ପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଅନୁରୂପ ମନ୍ତବ୍ୟ!-->…
ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍
ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି।
ଖୁବ୍ଶୀଘ୍ର ଏହା ରୂପ ନେବ। ଏନେଇ!-->!-->!-->…
ଜେଇଇ ମେନ୍ ୨୦୨୫: ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଓଡ଼ିଶା ଛାତ୍ର ଓମ୍ ପ୍ରକାଶ ବେହେରା
ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଅସାଧାରଣ ପ୍ରତିଭାଶାଳୀ ଛାତ୍ର ଓମ୍ ପ୍ରକାଶ ବେହେରା । ଜେଇଇ ମେନ୍ ୨୦୨୫ର ଏପ୍ରିଲ ସେସନ୍ ରେ ପୁରା ଭାରତରେ ପ୍ରଥମ ରାଙ୍କ୍ ହାସଲ କରି ସାରା ଦେଶରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି ଓମ୍ ପ୍ରକାଶ । ୨୦୦୮ ଜାନୁଆରୀ ୧୨ରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ!-->…
ନବୀନଙ୍କ ନବମ ଇନିଂସ୍: ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ!-->…
ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ରେ ସେକ୍ସନ ୬୫ ରେ ତଦନ୍ତ ଆରମ୍ଭ…
ନୟାଗଡ଼: ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ରେ ସେକ୍ସନ ୬୫ ରେ ତଦନ୍ତ ପାଇଁ ଅତିରିକ୍ତ ନିବନ୍ଧକ ଭକ୍ତ ଚରଣ ସାହୁ, ଯୁଗ୍ମ ନିବନ୍ଧକ ଲକ୍ଷ୍ମୀଧର ସୁବୁଦ୍ଧି, ସହକାରୀ ନିବନ୍ଧକ ଅଶୋକ ଦାସ ପ୍ରମୁଖ ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମୁଖ୍ୟ ଶାଖାରେ ପହଞ୍ଚି ଦିନ ତମାମ ଛାନଭିନ!-->…
ବଡ଼ବଡ଼ ଶାଳ ଗଛ କାଟି ପୋଲ ନିର୍ମାଣ କାର୍ଯ୍ୟରେ ନିୟୋଜିତ: ବନ ବିଭାଗ ଚୁପ, ତଦନ୍ତ ଦାବୀ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଜଙ୍ଗଲ ଆଉ ପାହାଡ଼ ଲଣ୍ଡା ହେବାରେ ଲାଗିଛି। ବଡ଼ବଡ଼ ଶାଳ ଗଛ!-->…
ଗାଜଲବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗାଜଲବାଡ଼ି ଘାଟିରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା । ୬୦ ଫୁଟ ତଳକୁ ଖସିଲା ବୋଲେରୋ ପିକଅପ୍ ଭ୍ୟାନ । ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ । ତେବେ ପିକଅପ୍ ଭ୍ୟାନଟି ଛତିଶଗଡରୁ ବ୍ରହ୍ମପୁର ଅଭିମୁଖେ!-->…
ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଥମ ବାର୍ଷିକ ଉତ୍ସବ
ଚିକିଟୀ : ଚିକିଟୀ ଗଡ଼ ସ୍ଥିତ ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାମିନା ବେହେରାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ!-->…
ପୁରୀ ରଥଯାତ୍ରା ଶୃଙ୍ଖଳିତ କରିବାକୁ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।
ରଥଯାତ୍ରା!-->!-->!-->…