ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ବିଜାପୁରରେ ଟପ ମାଓନେତା ହିଡ଼ମାର ବଙ୍କର ଠାବ

ମାଲକାନଗିରି : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଟପ ମାଓନେତା ହିଡ଼ମାର ବଙ୍କର ଠାବ । ଛତିଶଗଡ଼ର ବିଜାପୁରରେ ଟପ ମାଓନେତା ହିଡ଼ମାର କଂକ୍ରିଟ ଓ ଇଟାରେ ନିର୍ମିତ ବଙ୍କରକୁ ଖୋଜି ବାହାର କରିଛନ୍ତି ସୁରକ୍ଷାବାହିନୀ । ପ୍ରଥମ ଥର ପାଇଁ ଏଭଳି କଂକ୍ରିଟରେ ନିର୍ମିତ ମାଓ ବଙ୍କର ଠାବ

ଓ୍ବାକଫ ଆଇନ: ମୋଦୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ମୁସଲମାନ ସମ୍ପ୍ରଦାୟ

ଓ୍ବାକଫ ସଂଶୋଧନ ଆଇନ ୨୦୨୫ର ଦୁଇଟି ଗୁରୁତ୍ଵପୂର୍ଣ୍ଣ ପ୍ରାବଧାନ ଉପରେ ସୁପ୍ରିମକୋର୍ଟ ଗୁରୁବାର ସ୍ଥିତାବସ୍ଥା ଜାରି କରିଛନ୍ତି। ଆଗାମୀ ଶୁଣାଣି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଓ୍ବାକଫ ଆଇନକୁ ନେଇ ବିବାଦ ଆରମ୍ଭ ହୋଇଥିବାବେଳେ କିଛି ମୁସଲମାନ ସମ୍ପ୍ରଦାୟ ଗୁରୁବାର ପ୍ରଧାନମନ୍ତ୍ରୀ

୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ଭୁଶୁଡୁଛି ଲାଲଗଡ଼ । ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ଼ର ସୁକମା ଜିଲ୍ଲା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ନାଁରେ ୪୦ ଲକ୍ଷ ଟଙ୍କା ପୁରସ୍କାର ରହିଥିଲା । ପୋଲିସର ଗୋଟିଏ ପରେ ଗୋଟିଏ ଏନକାଉଣ୍ଟରରେ

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହାକୁ ନେଇ

ବେଆଇନ ବନ୍ଧୁକ କାରବାର ଘଟଣାର ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଖୋଲିବ ଏସଟିଏଫ, ରିମାଣ୍ଡରେ ଯିବେ ୩ ବେପାରୀ

କଟକ: କଟକ ବୟାଳିଶ ମୌଜାରେ ବେଆଇନ ବନ୍ଧୁକ କାରବାର ଘଟଣା । ୩ ବନ୍ଧୁକ ବେପାରୀଙ୍କୁ ୨ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚର ଏସଟିଏଫ୍ । ମହମ୍ମଦ ଅଜମ ଓରଫ ବୁଧୁ, ମହମ୍ମଦ ଆଲମ୍ , ମହମ୍ମଦ ଅବିଡ ହୁସେନଙ୍କୁ ରିମାଣ୍ଡରେ ଅଣାଯାଇଛି । ଏହି ତିନି ଜଣଙ୍କ ଠାରୁ STF ଅନେକ

ହିଂସାକାଣ୍ଡ ପରେ ଟ୍ରେନରେ ଯାଇ ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ

କୋଲକାତା: ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ । ହିଂସାସ୍ଥଳ ବୁଲି ଦେଖିବା ସହ ପୀଡିତଙ୍କ ସହ କଥା ହେବେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସାସ୍ଥଳକୁ ନଯିବାକୁ ଅନୁରୋଧ କରିବା ପରେ ବି ତାଙ୍କ କଥାକୁ ଏଡାଇ ଦେଇ ଶେଷରେ ହିଂସାସ୍ଥଳରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ

କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି । ଏନେଇ ଆଜି

ତେଜସ୍ବୀ ଯାଦବ ହେବେ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା !

ପାଟଣା: ବିହାରରେ ମହାମେଣ୍ଟରୁ କିଏ ହେବ ମୁଖ୍ୟମନ୍ତ୍ରୀ ଚେହେରା ? ବିହାର ନିର୍ବାଚନକୁ ନେଇ ଏବାଠାରୁ ଅଙ୍କକଷା ଚାଲିଥିବା ବେଳେ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ମୁହଁ କିଏ ବୋଲି ଚର୍ଚ୍ଚା ଚାଲିଛି । ଇତିମଧ୍ୟରେ ଗତକାଲି ମହାମେଣ୍ଟର ବୈଠକ ବି ବସିସାରିଛି । ଆଉ ବୈଠକରେ ମୁଖ୍ୟମନ୍ତ୍ରୀ

ଅକ୍ଷୟ ତୃତୀୟା ସୁଦ୍ଧା ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ : ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିବା ପରେ

ପୁଣି ଓଡିଶା ଝାରଖଣ୍ଡ ସୀମାନ୍ତରେ IED ବିସ୍ଫୋରଣ, ବର୍ତ୍ତିଲେ ଯବାନ

ରାଉରକେଲା : ପୁଣି ଲ୍ୟାଣ୍ଡମାଇନ ବିସ୍ଫୋରଣ । ଓଡିଶା ଝାରଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ବରଖେରା ନିକଟରେ IED ବ୍ଲାଷ୍ଟ ହୋଇଛି । ସିଆରପିଏଫ ୧୭୪ ବାଟାଲିୟନର ଯବାନ କୁମ୍ବି ଅପରେସନ ସାରି ଫେରୁଥିବା ବେଳେ ଜଣେ ଯବାନ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଯବାନଙ୍କୁ ଦୁଇଟି ବାଇକରେ