Sign in
Sign in
Recover your password.
A password will be e-mailed to you.
ପୁଣି ବଢ଼ିଲା ସୁନା ଦର, କିଛି ଦିନ ଭିତରେ ଟପିଯିବ ଲକ୍ଷେ!
ଭୁବନେଶ୍ୱର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ରୋକିବା ନାଁ ଧରୁନି କି ଦର କମିବାରେ ବି କୌଣସି ସଂକେତ ବି ଦେଖାଯାଉନାହିଁ । ଲାଗୁଛି ଆଉ ଦୁଇ କି ୩ ଦିନ ମଧ୍ୟରେ ସୁନା ଦର ଲକ୍ଷେ ପାର୍ କରିବ। ତେଣୁ ଗ୍ରାହକଙ୍କୁ ସୁନା କିଣିବାକୁ ଡର ଲାଗୁଛି। ଆଜି ପୁଣି ସୁନା ଦରରେ ପରିବର୍ତ୍ତନ!-->…
ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ, ରାଜେଶକୁ ହତ୍ୟା କରିଥିବା କହିଲେ ସ୍ତ୍ରୀ ଓ ଝିଅ
ରାଉରକେଲା: ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ । ମଦ ଅଭିଯୋଗରେ ବାପାକୁ ଉଠାଇ ନେଲେ ଅବକାରୀ ବିଭାଗ । ଏବେ ମୋ ବାପା ଆମ ଗହଣରେ ନାହାଁନ୍ତି । ମୋ ବାପାକୁ ମାଡ଼ ମାରି ହତ୍ୟା କରିଛନ୍ତି । ଏଭଳି ଅଭିଯୋଗ କରିଛନ୍ତି ବାପାକୁ ହରାଇଥିବା ଝିଅ । ବୀରମିତ୍ରପୁରର ରାଏବୋଗା ଥାନା!-->…
ପଶ୍ଚିମବଙ୍ଗ ହିଂସା ଯୋଜନାବଦ୍ଧ: ମମତା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କହିଛନ୍ତି, ୱକଫ୍ ଆଇନକୁ ନେଇ ରାଜ୍ୟରେ ହୋଇଥିବା ହିଂସା ଯୋଜନାବଦ୍ଧ। ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାପାଇଁ ବାଂଲାଦେଶୀ ଦୁର୍ବୃତ୍ତଙ୍କୁ ପ୍ରବେଶ ଅନୁମତି ଦେବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଏସଏଫ୍ ଦ୍ବାରା!-->…
କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା: ସୁଭଦ୍ରା ସର୍ଭେରେ ହେବେ ସାମିଲ
ଭୁବନେଶ୍ୱର: କଲେଜ ଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ।
ଏନେଇ ଗତକାଲି ବସିଥିବା ବୈଠକରେ!-->!-->!-->…
ମୋହନ ସରକାରଙ୍କ ବଡ଼ ଘୋଷଣା: ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି
ଭୁବନେଶ୍ୱର : ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସଙ୍କ ଦରମା ବୃଦ୍ଧି । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି ହୋଇଛି । ମାସକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର ।
ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି!-->!-->!-->…
ଓ୍ବାକଫ୍ ସଂଶୋଧନ ଆଇନ: ସରକାରଙ୍କୁ ୭ ଦିନ ସମୟ, ପରବର୍ତ୍ତୀ ଶୁଣାଣି ଯାଏ ହେବନି ନୂଆ ନିଯୁକ୍ତି
ନୂଆଦିଲ୍ଲୀ: ଓ୍ବାକଫ୍ ସଂଶୋଧନ ଆଇନ ୨୦୨୫କୁ ନେଇ ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଏବଂ ଜଷ୍ଟିସ୍ କେଭି ବିଶ୍ୱନାଥନଙ୍କ ଖଣ୍ଡପୀଠ କେନ୍ଦ୍ରର ଦାବି ଅନୁସାରେ ଜବାବ ଦାଖଲ!-->…
ପଡୋଶୀ ରାଜ୍ୟକୁ ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ
ବାଲେଶ୍ୱର: ବେଆଇ ଗଞ୍ଜେଇ ବେପାର ଥମିବାର ନାଁ ଧରୁନି। କେତେବେଳେ ରାଜ୍ୟ ଭିତରେ ଚାଲାଣ ହେଉଛି ତ କେତେବେଳେ ରାଜ୍ୟ ବାହାରେ। ଏବେ ଓଡିଶା ସୀମା ପାର କରି ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ମାଡି ବସିଲା ତାଳସାରୀ ପୋଲିସ। ଭୋଗରାଇର ଉଦୟପୁର ବର୍ଡରରୁ ଜବତ ହେଲା ଗୋଟିଏ ବସ୍ତା!-->…
ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂହ ଦେଓ ତଥା ଅନ୍ୟାନ୍ୟ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->…
ନୟାଗଡ଼ ସହରରେ ବଢୁଛି ଚୋରି, ଡକାୟତି : ପାଳିକରି ଜଗୁଛନ୍ତି ବାସିନ୍ଦା,ନିଘୋଡ଼ ନିଦରେ ପୋଲିସ…
ନୟାଗଡ଼ : ନୟାଗଡ଼ ସହରରେ ଦିନକୁ ଦିନ ବଢ଼ିଚାଲିଛି ଚୋରି । ମାତ୍ରାଧିକ ଚୋରି ଘଟଣା ସହରବାସୀ ଙ୍କୁ ଶାନ୍ତିରେ ଶୋଇବାକୁ ଦେଉନାହିଁ ।ପୋଲିସ ଅନେକ ଚୋରି ଘଟଣାରେ ସଫଳତା ପାଇଥିବା ବେଳେ ଅନେକ ଘଟଣାର ଖିଅ ପାଉନାହିଁ । ନୟାଗଡ଼ ସହର ଲକ୍ଷମଣ ନଗର ରୁ ବାରମ୍ବାର ଚୋରି ପରେ ପ୍ରତି ଘରର ମାଲିକ!-->…
ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ଘଟଣାସ୍ଥଳରେ ୭ ଗୁରୁତର
ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ। ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼। ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ। ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି।
ଗାଁରେ ଉତ୍ତେଜନା!-->!-->!-->…