Sign in
Sign in
Recover your password.
A password will be e-mailed to you.
ପରମାଣୁ ଅସ୍ତ୍ର ନିକଟତର ଇରାନ, ଚିନ୍ତାରେ ଆମେରିକା ଓ ସାଉଦି ଆରବ
ପରମାଣୁ ଅସ୍ତ୍ର ତିଆରି କରିବାର ଅତି ନିକଟତର ହୋଇଛି ଇରାନ। ଜାତିସଂଘ ଦ୍ଵାରା ପରିଚାଳିତ ଆନ୍ତର୍ଜାତିକ ପରମାଣୁ ଶକ୍ତି ସଂସ୍ଥା(ଆଇଏଇଏ) ମୁଖ୍ୟ ରାଫାଏଲ୍ ଗ୍ରୋସି ଏହା କହିଛନ୍ତି। ଗ୍ରୋସି ବର୍ତ୍ତମାନ ଇରାନ ଗସ୍ତରେ ରହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ଇରାନ ପରମାଣୁ ଅସ୍ତ୍ର!-->…
ମାନବିକତା ଦେଖାଇଲେ ଗଜପତି ଜିଲ୍ଲାପାଳ, ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କର କରିଲେ ଚିକିତ୍ସା
ପାରଳାଖେମୁଣ୍ଡି :ଆପଣ ଅନେକ ବଡ଼ ବଡ଼ ଅଧିକାରୀଙ୍କ ବିଷୟରେ ଜାଣିଥିବେ ଯେଉଁ ମାନେ ପ୍ରଶାସନିକ ସେବାରେ ଦୁର୍ନୀତି ସହ ଜଡିତ ଥାନ୍ତି । କିମ୍ବା ଲୋକ ସେବାରେ ଦୁର୍ବଳ ଥିବେ । କିନ୍ତୁ ଏଭଳି ଜଣେ ଜିଲ୍ଲାପାଳଙ୍କ ବିଷୟରେ ଶୁଣିନଥିବେ ଯିଏ ମାନବିକତାର ଚରମ ଶୀର୍ଷକୁ ଯାଇ ସମାଜ ପାଇଁ ଉଦାହାରଣ!-->…
କଟକରେ ଡବଲ୍ ଏନ୍କାଉଣ୍ଟର, ଦୁଇ ଆହତ ଅଭିଯୁକ୍ତ ଏସସିବିରେ ଭର୍ତ୍ତି
କଟକ: କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାକୁ ଏନ୍କାଉଣ୍ଟର। ଚୌଦ୍ବାର ପୋଲିସ ଓ ସ୍ପେଶାଲ ସ୍କ୍ୱାଡ୍ର ଏନ୍କାଉଣ୍ଟର ହୋଇଥିବା ସୂଚନା। ଚୌଦ୍ବାର ଇନ୍ଦ୍ରାଣୀପାଟଣାରେ ଏହି ଏନ୍କାଉଣ୍ଟର କଲା ପୋଲିସ।
ଧରିବାକୁ ଯାଇଥିବା ବେଳେ ପୋଲିସ!-->!-->!-->…
ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ
ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଜୁ ପଟ୍ଟନାୟକ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି,!-->…
୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ
ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼ ଧରଣର ପ୍ରୋତ୍ସାହନ ମିଳିବ ବୋଲି ଆଶା!-->…
ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର!-->…
ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍ ସମୟରେ ଅଫିସ୍ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ!-->…
ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ
ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।
ଏଥିପାଇଁ!-->!-->!-->…
ଇସ୍ରାଏଲୀ ଯୁଦ୍ଧ ବିମାନ ନିଜ ଅଞ୍ଚଳରେ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କଲା
ତେଲ ଅଭିଭ: ଇସ୍ରାଏଲୀ ବାୟୁସେନାର ଏକ ଯୁଦ୍ଧ ବିମାନ ମଙ୍ଗଳବାର ରାତିରେ ଭୁଲବଶତଃ ନିଜ ଅଞ୍ଚଳରେ ବୋମା ପକାଇଛି। ଏହି ବୋମା ବିସ୍ଫୋରଣ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଇସ୍ରାଏଲୀ ଯୁଦ୍ଧ ବିମାନ ଯେଉଁଠାରେ ବୋମା ପକାଇଥିଲା ସେହି ସ୍ଥାନରୁ ଅଳ୍ପ ଦୂରରେ ଏକ ବଡ଼ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳ!-->…
ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ
ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି!-->…