Sign in
Sign in
Recover your password.
A password will be e-mailed to you.
‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି।
ମୁଖ୍ୟ ବିଚାରପତି!-->!-->!-->…
ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ।
!-->!-->!-->…
ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ ଦିଗବିଜୟ ସିଂହଙ୍କ ବିରୋଧରେ!-->…
ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ଘୋଡାହାଡ ନଦୀ ନିକଟସ୍ଥ ଶଶ୍ମାନ ପରିସର ଏକ ବରଗଛ ଶାଖାରେ କପଡା ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ଜୟମଙ୍ଗଳ ସାହିର ମଣ୍ଟୁ @ ମୁଷା ବେହେରା!-->…
ଶାବଳରେ ବାପା, ପୁଅକୁ ଆକ୍ରମଣ ଘଟଣା : ଆକ୍ରମଣକାରୀ ବାପା ଓ ପୁଅ ଗିରଫ, ଶାବଳ ଜବତ
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପଡୋଶୀଙ୍କ ମଧ୍ୟରେ ବଚସା ଓ ପରେ ଆକ୍ରମଣ ଘଟଣା ଘଟିଥିଲା। ଗୋଟିଏ ପରିବାରର ବାପା ଓ ପୁଅଙ୍କ ମିଳିତ ଆକ୍ରମଣରେ ଅନ୍ୟ ଏକ ପରିବାରର ବାପା ଓ ପୁଅ ଗୁରୁତର ଆହତ ହୋଇଥିଲେ। ସଂପୃକ୍ତ ଘଟଣାରେ ହିଞ୍ଜିଳି ପୁଲିସ!-->…
ଦୂର୍ଘଟଣାରେ ୩ ଆହତ
ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଜଳସମ୍ପଦ କାର୍ଯ୍ୟାଳୟ ସମ୍ମୁଖରେ ଦୂର୍ଘଟଣା ଘଟି ୩ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ ଅଟୋ ଚାଳକ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ସନ୍ତୋଷ ଦାସ (୨୬), ସାଥି ରଞ୍ଜନ ଦାସ (୨୯) ଓ ସ୍କୁଟି ଚାଳକ ଗୋଳନ୍ଥରା ଗ୍ରାମର ଟୁନା!-->…
ଚିକିଟୀ ଏନ.ଏ.ସି ରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ
ଚିକିଟୀ : ଏହି ବ୍ଲକର ବିଭିନ୍ନ ପଞ୍ଚାୟତରେ ପୋଷଣ ପକ୍ଷ ପାଳିତ ହେଉଥିବା ବେଳେ ବୁଧବାର ଦିନ ଚିକିଟୀ ଏନ. ଏ. ସି ସେକ୍ଟର ପକ୍ଷରୁ ଅଙ୍ଗନବାଡ଼ି ସୁପରଭାଇଜର ସୁଲୋଚନା ପ୍ରଧାନଙ୍କ ସଂଯୋଜନାରେ ୬ ନମ୍ୱର ୱାର୍ଡ ଅଙ୍ଗନବାଡ଼ି କେନ୍ଦ୍ରରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ ହୋଇଯାଇଛି। ଏହି!-->…
ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ : ମାଫିଆ ଚମ୍ପଟ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା ଜାଣି ଚାଲାଣକାରୀ ଚମ୍ପଟ ମାରିଥିବା!-->…
ନବରଙ୍ଗପୁର ସହରରେ ଗୁଣାତ୍ମକ ବିଜୁଳି ଯୋଗାଣ ସୁନିଶ୍ଚିତ କଲା ଟିପିଏସ୍ଓଡିଏଲ୍…
ବିଜୁଳି ଚାହିଦା ମେଣ୍ଟାଇବାକୁ ଟ୍ରାନ୍ସଫର୍ମରର କ୍ଷମତା ବୃଦ୍ଧି
ଉପକୃତ ହେବେ ୧୪ ହଜାରରୁ ଅଧିକ ଉପଭୋକ୍ତା ଓ କ୍ଷୁଦ୍ର ଉଦ୍ୟୋଗ ନବରଙ୍ଗପୁର : ଚଳିତ ଗ୍ରୀଷ୍ମପ୍ରବାହରେ ବିଜୁଳି ଚାହିଦାକୁ ଦୃଷ୍ଟିରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍ ) ପକ୍ଷରୁ!-->!-->!-->…
ବାଟବଣା ମନରେଗା ଯୋଜନା ବିନା କାର୍ଯ୍ୟାଦେଶରେ ମେସିନ ଲଗାଇ ହେଉଛି କାର୍ଯ୍ୟ
ଆଇନ ହାତରେ ବେଡି ପକାଇ ନରେଗା ଅର୍ଥ ହରିଲୁଟ
ମାଲକାନଗିରି,୧୬/୦୪ : ଓଡିଶା ଉପାନ୍ତ ମାଲକାନଗିରି ଜିଲ୍ଲାରେ ବାଟବଣା ହେଉଛି ମନରେଗା ଯୋଜନା । ଆଇନକୁ ହାତକଡ଼ି ପକାଇ ଅଭିନବ ଉପାୟରେ ଅର୍ଥ ହେଉଛି ହରିଲୁଟ । ଲୋକଙ୍କୁ ଦାଦନ ଶ୍ରମିକ ଭଳି ଦୁର୍ଦ୍ଦଶାପୂର୍ଣ୍ଣ ଜୀବନରୁ ବିରତ ରଖିବାକୁ!-->!-->!-->…