Sign in
Sign in
Recover your password.
A password will be e-mailed to you.
ନୂତନ ଜାତୀୟ ଶିକ୍ଷାନୀତି କର୍ମଶାଳା
ମାଲକାନଗିରି : ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ନୂତନ ଜାତୀୟ ଶିକ୍ଷା ନୀତିକୁ ନେଇ ବିକାଶ ମେଳାରେ ଏକ କର୍ମଶାଳା ଆୟୋଜନ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ!-->…
ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ଟେବୁଲ୍ ଟପ୍ ଅଭ୍ୟାସ ନିମନ୍ତେ ପୂର୍ବ ପ୍ରସ୍ତୁତି ବୈଠକ
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଚଳିତ ଜୁନ ମାସ ୧୯ ତାରିଖ ଦିନ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ମକଡ୍ରିଲ ଅନୁଷ୍ଠିତ ହେବ । ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ!-->…
ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ବାଳ ଅପରାଧୀକୁ ସାବାଳକ ବିବେଚନା କରିବାକୁ ପୋଲିସର ଆବେଦନ
ଭୁବନେଶ୍ୱର : ରବିବାର ସନ୍ଧ୍ୟାରେ ଗୋପାଳପୁର ବିଚରେ ଗଣଦୁଷ୍କର୍ମ ଘଟଣାରେ ୪ ଜଣ ନାବାଳକ ସଂପୃକ୍ତ ଥିବା ବେଳେ ସେମାନଙ୍କୁ ବାଳ ଅପରାଧୀ ନୁହେଁ ସାବାଳକ ଅପରାଧୀ ଭାବେ ବିବେଚନା କରିବାକୁ ଆବେଦନ କରିଛି ପୋଲିସ । ବ୍ରହ୍ମପୁର ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏ ସମ୍ପର୍କରେ ଆବେଦନ!-->…
ସ୍ମାର୍ଟ ମଡେଲ ସବ ଷ୍ଟେସନ ନିର୍ମାଣରେ ବିଳମ୍ବ : ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ହନ୍ତସନ୍ତ
ବାଲିଗୁଡା,ତା, ୧୮/୦୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଦିନକୁ ଦିନ ବିଦ୍ୟୁତ ବିଭ୍ରାଟ ବଢୁଛି। ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ମାନେ ହଟହଟା ଭୋଗୁଛନ୍ତି । ବିଦ୍ୟୁତ ବିଭ୍ରାଟକୁ ନଜରରେ ରଖି ବିଦ୍ୟୁତ ବିଭାଗ ପକ୍ଷରୁ!-->…
ରାୟଗଡ଼ା ଜେକେ କାଗଜ କଳ ସିଏସଆର ଆୱାର୍ଡରେ ସମ୍ମାନିତ ହେଲା
ରାୟଗଡା : ରାୟଗଡା ଜିଲ୍ଲାର ଚାନ୍ଦିଲି ଠାରେ ଜେକେ ପ୍ରତିଷ୍ଠାନ ଅଧୀନ ରେ ଥିବା ଜେକେ କାଗଜ କଳ ୟୁନିଟ କୁ ନୂଆ ଦିଲ୍ଲୀ ଠାରେ ଗ୍ରୀନଟେକ ଇଣ୍ଡିଆ ଫାଉଣ୍ଡେସନ ଦ୍ୱାରା ଜାତୀୟ ସ୍ତରର ଦୁଇଟି ପୁରସ୍କାର ରେ ପୁରସ୍କୃତ କରାଯାଇଅଛି | ପାରିପାର୍ଶ୍ଵିକ ଉନ୍ନୟନ ଏବଂ ପରିବେଶ ସୁରକ୍ଷା ପାଇଁ!-->…
ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀ ସିଲ୍
କଟକ: ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀରେ ରେଡ୍। କଟକ ଶଙ୍କରପୁର ଦାସସାହି ସ୍ଥିତ ପାଣି କମ୍ପାନୀ ସିଲ୍ କଲା ସିଏମସି। ପାଣିକୁ ବିଶୁଦ୍ଧ ନକରି ବିକ୍ରି କରୁଥିବା ଅଭିଯୋଗରେ ସିଲ୍ କରାଯାଇଛି। ବିଶୁଦ୍ଧ ନକରି ମାର୍କେଟ୍କୁ ଛଡ଼ାଯାଉଥିଲା ଲିଟର ଲିଟର ପାଣି। ଯାହା ସାଧାରଣ!-->…
ଜଙ୍ଗଲକଟା ଜମିରେ ଚାଷ ନ କରିବା ପାଇଁ ବିରୋଧ,ଫରେଷ୍ଟରଙ୍କୁ ଘେରିଲେ କୁନ୍ଦେଇ ଗ୍ରାମବାସୀ
ଉମରକୋଟ / ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକରେ ଦିନକୁ ଦିନ ଜଙ୍ଗଲ ସଫା ହେବାକୁ ଲାଗିଲାଣି ଏଣୁ ଜଙ୍ଗଲ କେମିତି ସୁରକ୍ଷିତ ରହିବ, ଜଙ୍ଗଳ କଟା କିପରି ବନ୍ଦ ହେବ, ଜଙ୍ଗଲ କାଟି ତିଆରି ହୋଇଥିବା ଚାଷ ଜମିକୁ ଯେପରି କୌଣସି ଜମି ମାଲିକ ଟ୍ରାକ୍ଟର ଦ୍ୱାରା ଚାଷ କରି ପାରିବନି!-->!-->!-->…
ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅରେ ପଚପଚ : ଚଳାଚଳ ବନ୍ଦ, ଲୋକେ ହଟହଟା
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର!-->…
ମୌଳିକ ସୁବିଧାରୁ ବଞ୍ଚିତ ଗଦାପୁର ପଞ୍ଚାୟତ : ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି ଗଦାପୁର!-->…
ରାଜନେତା ପ୍ରଭାବଶାଳୀ ବ୍ୟକ୍ତିଙ୍କ ଇଙ୍ଗିତ ରେ ଗଞ୍ଜାମ ଜିଲ୍ଲାରେ ଅବାଧ ରେ ଗୁଟୁଖା ବେପାର…
ପ୍ରଶାସନ ଖାଉଛି ଅମୃତ ଗ୍ରାହକ ଖାଉଛି ଜହର...!