୧୮ ଜିଲାକୁ ମିଳିଲା ବିଜେଡି ସଭାପତି

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଙ୍ଗଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ତେବେ

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଖୁସି ଖବର; ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିଁ-…

ଭୁବନେଶ୍ୱର : ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର

ବାପା ଛେଉଣ୍ଡ ଓଡ଼ିଆ ଝିଅଙ୍କ ସଫଳତା, ଆନ୍ଧ୍ର ଯୁକ୍ତ ୨ ପରୀକ୍ଷାରେ ମଣ୍ଡଳ ସ୍ତରରେ ରଖିଲେ ସର୍ବୋଚ୍ଚ ନମ୍ବର

ପାତ୍ରପୁର :  ପାତ୍ରପୁର ବ୍ଳକ ସୀମାନ୍ତ ଜୟନ୍ତୀପୁର ପଞ୍ଚାୟତ ବୁରିବାଡ ଗ୍ରାମର ଜଣେ ବାପ ଛେଉଣ୍ଡ ଝିଅ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ମଣ୍ଡଳ ସାରିଆପଲ୍ଲୀ ସ୍ଥିତ ଏପି ମଡେଲ ସ୍କୁଲ ନାମକ ମହାବିଦ୍ୟାଳୟ +୨ ପରୀକ୍ଷାରେ ମଣ୍ଡଳ ସ୍ତରରେ ସର୍ବୋଚ୍ଚ ନମ୍ବର ରଖି ପ୍ରଥମ

ବିଜୁବାବୁଙ୍କ ପ୍ରତିମୂତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଜଳିବା ଘଟଣା: ଥାନାରେ ମାମଲା ରୁଜୁ, ଅଭିଯୁକ୍ତ ଗିରଫ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ପାଟଣାଗଡ଼ ବ୍ଲକଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛି। ଅଗ୍ନିକାଣ୍ଡ ଯୋଗୁଁ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି

‘ସୁଭଦ୍ରା’ ଟଙ୍କାରୁ ବଞ୍ଚିତ ଡଙ୍ଗରିଆ ମହିଳା

ରାୟଗଡା //କଲ୍ୟାଣସିଂହପୁର: ସୁଭଦ୍ରା ଟଙ୍କା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆ ମହିଳାଙ୍କୁ। ବାରମ୍ବାର ଆବେଦନ ସତ୍ତ୍ବେ କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତର ଅନେକ ଗ୍ରାମର ଡଙ୍ଗରିଆ ମହିଳା ସୁଭଦ୍ରା ଯୋଜନା ସହାୟତା ଅର୍ଥ

ବିଦେଶରେ ଉତ୍କଳ ଦିବସ, ପ୍ରଶାନ୍ତ ନନ୍ଦ ପାଇଲେ ‘ଉତ୍କଳ ବିଶ୍ୱ ଗୌରବ ସମ୍ମାନ’

ଭୁବନେଶ୍ବର : ଲଣ୍ଡନରେ ଉତ୍କଳ ଦିବସ ପାଳିଲେ ଓଡ଼ିଆ। ଓଡ଼ିଶା ସୋସାଇଟି ଅଫ୍ ୟୁନାଇଟେଡ୍‌ କିଙ୍ଗଡମ୍(ଓଏସୟୁକେ) ପକ୍ଷରୁ ଶନିବାର ଲଣ୍ଡନର ହାରୋଲ୍ଡ ହିଲ୍‌ସ୍ଥିତ ଡ୍ରାପର୍ସ ଏକାଡେମୀରେ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯାଇଛି। ଦିନ ଗୋଟାଏରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି

ବିକ୍ରି ହୋଇପାରେ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ୍‌

ମୁମ୍ବାଇ: ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌କୁ ନେଇ ଏକ ବଡ଼ ଖବର ହସ୍ତଗତ ହୋଇଛି। ଅଡୁଆରେ ଫସି ଯାଇଛନ୍ତି ଏହାର ମାଲିକ ମାର୍କ ଜୁକରବର୍ଗ। ସୂଚନା ରହିଛି ଯେ ବିକ୍ରି କରିବାକୁ ପଡ଼ିପାରେ ସବୁଠୁ ବଡ଼ ଆପ୍‌ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ । ବିଶ୍ୱର ଦୁଇ ବିଶାଳ ସୋସିଆଲ

ମେହୁଲ ଚୋକସିଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରସ୍ତୁତ ହେଉଛି ଭାରତ, ବେଲଜିୟମ ଯିବ ଇଡି-ସିବିଆଇ ଟିମ୍‌

ନୂଆଦିଲ୍ଲୀ,୧୫।୪: ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ଭାରତ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଦଳ ବେଲଜିୟମ ଯିବ। ଉଭୟ ଏଜେନ୍ସିରୁ ଦୁଇରୁ ତିନି ଜଣ ଅଧିକାରୀଙ୍କୁ ବେଲଜିୟମ ପଠାଯାଇପାରେ ବୋଲି ବିଶ୍ୱାସ