Sign in
Sign in
Recover your password.
A password will be e-mailed to you.
ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ ଜାରି କରାଯାଇଛି ।
ନୋଟିସ ନଂ. ୪୦୩୮ରେ!-->!-->!-->…
ଉତ୍କଳୀୟମ୍ ଫାଉଣ୍ଡେସନ ତରଫରୁ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ପାଳନ
ବୋଲଗଡ : ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଅନ୍ତର୍ଗତ ଭୀମପଡା ବଜାର ନିକଟସ୍ଥ ଟାଙ୍ଗୀସାହି ଛକ ଠାରେ ଉତ୍କଳୀୟମ୍ ଫାଉଣ୍ଡେସନ ତରଫରୁ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ପାଳନ କରାଯାଇଅଛି l ଫାଉଣ୍ଡେସନର ଖୋର୍ଦ୍ଧା ଜିଲ୍ଲା କମିଟି ଓ ସ୍ଥାନୀୟ ଅଂଚଳ ବାସୀ ମିଳିମିଶି ଛେନାପୋଡ଼!-->…
ପରିବର୍ତ୍ତନକୁ ଗ୍ରହଣ କରିବାକୁ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଦିନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ସଦସ୍ୟମାନଙ୍କୁ ସମ୍ବୋଧିତ କରି ତାଙ୍କର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି।
ସେ କହିଛନ୍ତି, ଗୋଟିଏ ସଂଗଠନ ପ୍ରାୟତଃ ଜଣେ ବ୍ୟକ୍ତିଙ୍କ ନେତୃତ୍ୱରେ ବଢ଼େ।!-->!-->!-->…
ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ ପାଳନ
ସମ୍ବିଧାନର ସୁରକ୍ଷା ପାଇଁ ଏକ ହୁଅ - ପୂଜ୍ୟ ପୂଜା ସମିତି
ବ୍ରହ୍ମପୁର : ବିଶ୍ୱରତ୍ନ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ଆଜି ପୂଜ୍ୟ ପୂଜା ସମିତି ପକ୍ଷରୁ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକ ଠାରେ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ସଭା ଅନୁଷ୍ଠିତ!-->!-->!-->…
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର ନିକଟରେ, ଏବଂ ସବ ଜେଲ!-->…
ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ,…
ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ!-->…
ସୁନ୍ଦରଗଡ ଜିତିଲା କଳାହାଣ୍ଡି କପ୍
: ପ୍ରାକ୍ତନ ଖେଳାଳୀ ଓ ସୁନ୍ଦରଗଡର କ୍ରିକେଟ ପ୍ରେମୀମାନଙ୍କୁ ଏହି କପ୍ ଉତ୍ସର୍ଗୀକୃତ - ପ୍ରଭାତ ଭୋଳ
ସୁନ୍ଦରଗଡ : କ୍ରୀଡାର ମାଟି ହେଉଛି ସୁନ୍ଦରଗଡ। ଅନେକ ଏହାକୁ ହକିର ଏନ୍ତୁଡିଶାଳ ବୋଲି କହନ୍ତି। ମାତ୍ର ଅନେକ ସମୟରେ ଅନେକ ଖେଳ ଦ୍ଵାରା ପ୍ରଶଂସିତ ହୋଇଛି ସୁନ୍ଦରଗଡ। ଅନ୍ୟାନ୍ୟ!-->!-->!-->…
ଜିଲ୍ଲା ସ୍ତରୀୟ ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କ ୧୩୩ ତମ ଜନ୍ମ ଜୟନ୍ତୀ ପାଳିତ
ମାଲକାନଗିରି : ଭାରତୀୟ ସମ୍ବିଧାନର ବିଶିଷ୍ଟ ରୂପକାର, ସମାଜ ବିଜ୍ଞାନୀ, ଶିକ୍ଷାବିତ୍, ଆଇନଜୀବୀ, ସମାଜ ସଂସ୍କାରକ, ସୁଲେଖକ ଓ ମାନବିକ ଅଧିକାରର ବଡ ପ୍ରବକ୍ତା ଡଃ ଭୀମ ରାଓ ରାମଜୀ ଆମ୍ବେଦକରଙ୍କ ଜିଲ୍ଲା ସ୍ତରୀୟ ୧୩୩ ତମ ଜନ୍ମ ଜୟନ୍ତୀରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି!-->…
ଶ୍ରୀକ୍ଷେତ୍ରରେ ପଣାସଂକ୍ରାନ୍ତି, ଆରମ୍ଭ ହେଲା କୁସ୍ତି ଅଭ୍ୟାସ
ପୁରୀ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ । ଓଡିଆଙ୍କ ପାଇଁ ନୂତନ ବର୍ଷର ଆରମ୍ଭ । ଆଜିଠାରୁ ଓଡ଼ିଆ ନୂଆ ବର୍ଷ ଆରମ୍ଭ ହଉଥିବା ବେଳେ ନୂଆ ଓଡ଼ିଆ କ୍ୟାଲେଣ୍ଡର ସହିତ ଶ୍ରୀମନ୍ଦିରରେ ପ୍ରଚଳନ ହୁଏ ନୂଆ ପାଞ୍ଜି । ବିଷୁବ ସଂକ୍ରାନ୍ତି ଅବସରରେ!-->…
ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ର ସଭା ଗୃହ ପରିସରରେ ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମହୋତ୍ସବରେ ସଭାପତି ଡ଼ ମଧୁସୂଦନ ମହାପାତ୍ର ସ୍ଵାଗତ ସମ୍ଭାଷଣ ଜଣାଇଥିଲେ। ଏଥିରେ ବନବାସୀ ସେବା ସମିତି ସମ୍ପାଦକ ଉତ୍ସବ!-->…