ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ

ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ସ୍ଥଳରୁ ଦ୍ବିତୀୟ ବ୍ଲାକ ବକ୍ସ

ରାଜ୍ୟରେ କଲେରା ସ୍ଥିତିକୁ ଏଣ୍ଡେମିକ କହିଲେ କେନ୍ଦ୍ରୀୟ ଟିମ୍‌

ଯାଜପୁର: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲାରେ ହଇଜା ବ୍ୟାପିଚାଲିଛି। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ତେବେ ଯାଜପୁର ଜିଲ୍ଲାରେ ଏପରି ଘଟଣାକୁ

ବିକାଶମେଳା ମଣ୍ଡପରେ ‘ପ୍ରହ୍ଲାଦନାଟକ’ ପ୍ରଦର୍ଶନ ଓ ପରିଶୀଳନ କର୍ମଶାଳା

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଲୋକନାଟ୍ୟ ପରମ୍ପରାରେ 'ପ୍ରହ୍ଲାଦନାଟକ' ବା 'ରଜାନାଟକ' ଏକ ଲୋକପ୍ରିୟ ପ୍ରଦର୍ଶନଶୀଳ କଳା ରୂପେ ସ୍ବୀକୃତିଲାଭ କରିଛି l ଜଳନ୍ତରଗଡ଼ ଏହି ଲୋକନାଟକର ଏନ୍ତୁଡ଼ିଶାଳ l ଜଳନ୍ତର ରାଜା ରାମକୃଷ୍ଣ ଛୋଟରାୟ 'ପ୍ରହ୍ଲାଦନାଟକ'ର ଆଦିସ୍ରଷ୍ଟା ଏବଂ ପରବର୍ତ୍ତୀ

ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ

ପୁରୀ: ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ। ରଣାର୍ଣ୍ଣବ ଦେବଙ୍କର ରବିବାର ରାତିରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କର ଶେଷକୃତ୍ୟ କରାଯିବ । ଖବର ଅନୁଯାୟୀ,

ଅଜଣା ଗାଡ଼ିଧକ୍କାରେ ମହିଳା ମୃତ, ଦୁଇ ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ୩୨୬ ନମ୍ବର ଜାତୀୟ ରାଜପଥର ତେଲେରାଇ ଏମ ଭି ୧୨୬ ଘାଟି ନିକଟରେ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଦୁଇଜଣ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ

ବିମାନ ଦୁର୍ଘଟଣା ପରଠୁ ନିଖୋଜ ଅଛନ୍ତି ସଙ୍ଗୀତ ନିର୍ଦେଶକ ମହେଶ ଜିରାଓ୍ବାଲା

ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରଠାରୁ ସଂଗୀତ ନିର୍ଦେଶକ ମହେଶ କାଲାଓ୍ବାଡିଆ ଓରଫ ମହେଶ ଜିରାଓ୍ବାଲା ନିଖୋଜ ଅଛନ୍ତି। ମହେଶ ରହସ୍ୟମୟ ଭାବେ ନିଖୋଜ ହୋଇଯିବା ସମସ୍ତଙ୍କୁ ଚକ୍କିତ କରିଛି। କାରଣ ମହେଶ ବିମାନରେ ଯାତ୍ରା କରୁ ନ ଥିଲେ କିମ୍ବା ମେଡିକାଲ ହଷ୍ଟେଲରେ ନ ଥିଲେ। କିନ୍ତୁ ଦୁର୍ଘଟଣା

ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ଅଭିଯାନ

ଭୁବନେଶ୍ବର: ରାଜ୍ୟରେ ବ୍ୟାପୁଥିବା ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାର ନିରାକରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ । ସେ କହିଛନ୍ତି ଯେ, ଏହି ଅଭିଯାନ ଦେଢ଼ ମାସ ଧରି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ୍

ଭୁବନେଶ୍ୱର : ୨୦ରେ ଖୋଲିବ ସ୍କୁଲ । ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ DEOଙ୍କୁ ଚିଠି ଲେଖାଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ।

ମାଙ୍ଗାଲୋରରେ ବନ୍ୟା ସ୍ଥିତି: ଚାରିଆଡେ ପାଣି

ବେଙ୍ଗାଲୁରୁ: ପାଣି.. ପାଣି.. ପାଣି.. ଚାରିଆଡେ ପାଣି । ରାସ୍ତାରେ, ଘରେ, ଅଫିସରେ ସବୁଠି ପଶିଛି ପାଣି । ଲଗାଣ ବର୍ଷା ପରେ କର୍ଣ୍ଣାଟକର ସ୍ଥିତି ସାଙ୍ଘାତିକ ହୋଇଛି । ବର୍ଷାରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମାଙ୍ଗାଲୋର ସହର । ସ୍ଥିତି ଏମିତି ହୋଇଛି ବନ୍ୟା ଭଳି ପରିସ୍ଥିତି ଉପୁଜିଛି

ପୁରୁଷବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୭ ଅଟକ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁ ଲଜ୍ଜା ! ଗୋପାଳପୁର ବେଳାଭୂମିକୁ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଜଣେ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଆଧାର ପୁଲିସ ଘଟଣାରେ ସମ୍ପୃକ୍ତ ୬/୭ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି