୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ: ଜୁଲାଇ ୧୦ ସୁଦ୍ଧା ପାଠପଢା ଆରମ୍ଭ

ଭୁବନେଶ୍ଵର: ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠପଢା। ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ

ସ୍ତ୍ରୀ ପାଇଁ ଷଡଯନ୍ତ୍ର ରଚିଥିଲା ସ୍ୱାମୀ, ହେଲେ ମଝିକୁ ଆସିଗଲା କୁନି ଝିଅ

ବାଙ୍କୀ : ସ୍ୱାମୀର ବର୍ବର କାଣ୍ଡ । ଭୁଲିଗଲା ମଣିଷତ୍ଵ ସାଜିଲା ସଇତାନ୍ । ସ୍ତ୍ରୀର ରକ୍ତରେ ହୋଲି ଖେଳିବ ବୋଲି ରଚିଥିଲା ଷଡଯନ୍ତ୍ର । ହେଲେ ମଝିରେ ଆସିଗଲା କୁନି ଝିଅ । ସମସ୍ତଙ୍କ ଆଗରେ ସ୍ତ୍ରୀକୁ ଜୀବନରୁ ମାରିବାକୁ ଉଦ୍ୟମ କଲାବେଳେ ଝିଅ ମୁଣ୍ଡରେ ବାଜିଲା ଚୋଟ । ମାଆ

ସଲମାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ପରିବହନ ବିଭାଗ ହ୍ୱାଟ୍ସଆପ୍‌କୁ ଆସିଲା ମେସେଜ୍

ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ

ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ ଛାଡୁ ନାହାନ୍ତି । ଏମିତିକି ଦଳର ସଭାପତି ମଧ୍ୟ

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା

ପୁଣି ଅଶାନ୍ତ ଗଞ୍ଜାମ ଜିଲ୍ଲା : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ୨ ଆହତ…

ହିଞ୍ଜିଳିକାଟୁ, ତା ୧୩।୪: ଦଣ୍ଡନାଚ ଦେଖିବାକୁ ଯାଇଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଛି। ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ ହିଞ୍ଜିଳି ଥାନା ଖରିଡା ଗ୍ରାମର ଲିଙ୍କୁ ନାହାକ ଓ ଅମନ ନାହାକ । ପୁଲିସ ସୂଚନା ପ୍ରକାରେ ଶୁକ୍ରବାର ରାତିରେ

ଦୁର୍ନୀତି ରେ ଉବୁଟୁବୁ ମାଲକାନଗିରି ଜିଲ୍ଲା : ମନରେଗା କାମରେ ଲାଗୁଛି ମେସିନ୍ ଓ ବାହାର ଜିଲ୍ଲାର ଶ୍ରମିକ ନେଇ ଚାଲିଛି…

ମାଲକାନଗିରି : ମାଲକାନଗିରି ଜିଲ୍ଲା ଦୁର୍ନୀତି ରେ ଶ୍ରେଷ୍ଠ କହିଲେ କିଛିବି ଭୁଲ ହେବ ନାହିଁ, ଯେଉଁଠି ହାତ ମାରିବ ସେଠାରେ ପାଇବ ଦୁର୍ନୀତି ର ଗନ୍ଧ l ସୂଚନା ଥାଉକି ପଡିଆ ବ୍ଲକ ଆଦିବାସୀ ଅଧ୍ୟୁଷିତ ନିଲିଗୁଡା ପଞ୍ଚାୟତର ପୁରୁଣା ନିଲିଗୁଡା ଗ୍ରାମ ନିକଟରେ ମନରେଗା ଯୋଜନାରେ ନିର୍ମାଣାଧିନ

ନବରଙ୍ଗପୁର ଠାରେ ଓଡିଆ ପକ୍ଷ ପାଳନ ଅବସରରେ “ଆମ ରୁଚି ଆମ ଖାଦ୍ୟ”

ନବରଙ୍ଗପୁର : ଆଜି ସ୍ଥାନୀୟ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଓଡିଆ ପକ୍ଷ ପାଳନ ଅବସରରେ" ଆମ ରୁଚି ଆମ ଖାଦ୍ୟ" ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ବିଶ୍ଵଜିତ ବର୍ମନ୍ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ । "ଆମ ରୁଚି ଆମ ଖାଦ୍ୟ"

ଜନପ୍ରତିନିଧିମାନେ ଯଦି ଅସୁରକ୍ଷିତ, ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି: ନବୀନ

ଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି, ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା