ବିକାଶ ମେଳା ଉପଲକ୍ଷେ ଜିଲ୍ଲା ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

ନବରଙ୍ଗପୁର : ରାଜ୍ୟ ସରକାରଙ୍କ ମିଶନ୍‍ଶକ୍ତି ବିଭାଗର ନିର୍ଦ୍ଦେଶକ୍ରମେ ଓଡିଶାର ବିବିଧ ଓ ସମୃଦ୍ଧ ପାରମ୍ପରିକ ଖାଦ୍ୟର ପ୍ରଚାର ଓ ପ୍ରସାର ଲକ୍ଷ୍ୟରେ ନବରଙ୍ଗପୁର ଜିଲ୍ଲା ମିଶନ୍‍ଶକ୍ତି ବିଭାଗର ସହଯୋଗରେ ୧୪-୦୬-୨୦୨୫ ମଣ୍ଡେଇ ପଡିଆ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉପଲକ୍ଷେ ସୁଭଦ୍ରା

ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି, ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ

ଭଦ୍ରକ: ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି। ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ ହସ୍ପିଟାଲ୍‌ରେ ଚିକିତ୍ସିତ। ଧାମନଗର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ସୂଚନା ଥାଉକି ଯାଜପୁର ଓ କେନ୍ଦୁଝର

ଦୋକାନ ଘରଭିତରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର, ସୁଇସାଇଡ୍‌ ନୋଟ୍ ଜବତ କଲା ପୁଲିସ

ବାଲିଗୁଡ଼ା : ଦୋକାନ ଘର ଭିତରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ । ଘରେ କେହି ନଥିବା ବେଳେ ମାନସିକ ଭାରସାମ୍ୟ ହରାଇ ବ୍ୟବସାୟୀ ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକ ହେଉଛନ୍ତି ପାବୁରିଆ ଗାଁର ବ୍ୟବସାୟୀ ଶିବାନନ୍ଦ ଦାସ । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ

ନବରଙ୍ଗପୁରଠାରେ ଶିଶୁଶ୍ରମିକ ନିରାକରଣ ସଚେତନତା ନିମନ୍ତେ ଶୋଭାଯାତ୍ରା

ନବରଙ୍ଗପୁର : ସମସ୍ତ ପ୍ରକାର ବୃତ୍ତି ଓ କାର୍ଯ୍ୟରେ ଶିଶୁ ଶ୍ରମିକ ନିରାକରଣ କରିବାପାଇଁ ଏକ ୧୫ ଦିନିଆ ସଚେତନତା କାର୍ଯ୍ୟକ୍ରମ ଉପଲକ୍ଷେ ଆଜି ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ( ରେଭିନୁ) ବିଶ୍ବଜିତ ବର୍ମନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି

“ଲେଟସ୍ ୱାକ୍ ଟୁଗେଦର୍” ସମାଜସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ରଜ ମହୋତ୍ସବ ଓ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାର ଅଗ୍ରଣୀ ସମାଜ ସେବୀ ଅନୁଷ୍ଠାନ "ଲେଟସ୍ ୱାକ୍ ଟୁଗେଦର୍" ଆନୁକୂଲ୍ୟରେ ସ୍ଥାନୀୟ ସୌରା ସାହି କଲ୍ୟାଣ ମଣ୍ଡପ ରେ ଦିବସ ବ୍ୟାପୀ ରଜ ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ, ସଂଗୀତ ବିଚିତ୍ରା, ସାହିତ୍ୟ ଆଲୋଚନା ଓ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡିଶା ଭିଜନ ୨୦୩୬ ଓ ୨୦୪୭ ଜିଲ୍ଲାସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ମହକୁମାର ଡିଆରଡିଏ କାର୍ଯ୍ୟଳୟରେ ଓଡିଶା ଭିଜନ ୨୦୩୬ ଓ ୨୦୪୭ ଜିଲ୍ଲା ସ୍ତରୀୟ ପରାମର୍ଶ କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ରହିଥିବା ବେଳେ ସମ୍ମାନିତ ଅତିଥି ଭାବେ

ଇସ୍ରାଏଲ-ଇରାନ ଯୁଦ୍ଧ ଅଟକାଇଦେବି, ଯେମିତି ଭାରତ-ପାକ ଯୁଦ୍ଧ ଅଟକାଇଥିଲି : ଟ୍ରମ୍ପ

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଯେପରି ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ଆଣିଛନ୍ତି, ସେହିପରି ସେ ଇସ୍ରାଏଲ

ରାଷ୍ଟ୍ରୀୟ ବିକାଶ ସେନା ତରଫରୁ “ମାତା ପିତା”ଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ଖଇରପୁଟ : ମାଲକାନଗିରି ଜିଲ୍ଲା ମାଥିଲି କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ ବିକାଶ ସେନା, ଓଡିଶା ତରଫରୁ ମାତା ପିତା"ଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ବିକାଶ ସେନା ର ଅଧ୍ୟକ୍ଷ କେ ବାଲାରାଜୂ ଅଚାରୀ ଙ୍କ ଆହ୍ୱାନ କ୍ରମେ ମୁଖ୍ୟ ଅତିଥି

ବିଭିନ୍ନ ଦାବୀ ନେଇ କଳା ବ୍ୟାଚ ପରିଧାନ କରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କଲେ ଅଣଗେଜେଟେଡ଼ ବନ ବିଭାଗ କର୍ମଚାରୀ

ମାଲକାନଗିରି : କୋରୁକୋଣ୍ଡା-୧୫-୬ ଦୀର୍ଘ ଦିନରୁ ଓଡିଶା ଅଣ ଗେଜେଟେଡ଼ ବନ ସେବା ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ବିଭିନ୍ନ ଦାବୀ କରି ଆସୁଥିଲେ ମଧ୍ୟ ରାଜ୍ୟ ସରକାର ସେମାନଙ୍କର ଦାବୀ ଗୁଡିକ ପ୍ରତି ସକରାତ୍ମକ ନିଷ୍ପତ୍ତି ନେଇନଥିବା ପ୍ରତିବାଦରେ ଆଜି ରବିବାର ଦିନ ରାଜ୍ୟ

ମାଲକାନଗିରି ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ଯୋଗ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

ଜନଜାତିଙ୍କ ବିକାଶରେ ଜିଲ୍ଲାର ବିକାଶ ସମ୍ଭବ: ମନ୍ତ୍ରୀ ଶ୍ରୀ ମଲ୍ଲିକ ମାଲକାନଗିରି : ମାଲକାନଗିରି ଜିଲ୍ଲା ଜନଜାତି ବହୁଳ ଜିଲ୍ଲା। ଜନଜାତିଙ୍କ ବିକାଶ ହେଲେ ଜିଲ୍ଲାର ବିକାଶ ହୋଇପାରିବ ବୋଲିରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିକାଶ ମେଳାରେ ମୁଖ୍ୟ ଅତିଥି ଭାବେ