Sign in
Sign in
Recover your password.
A password will be e-mailed to you.
ଟ୍ରମ୍ପ୍ ଇରାନକୁ ଚେତାବନୀ ଦେବା ପରେ ଇରାକର ଆମେରିକୀୟ ଘାଟି ଉପରେ ବଡ଼ ଆକ୍ରମଣ
ବାଗଦାଦ୍: ଇରାନ-ଇସ୍ରାଏଲ ଉତ୍ତେଜନା ମଧ୍ୟରେ, ଇରାକରେ ଥିବା ଆମେରିକୀୟ ବାୟୁସେନା ଘାଟି ଉପରେ ଏକ ଡ୍ରୋନ୍ ଆକ୍ରମଣ କରାଯାଇଛି। ରିପୋର୍ଟ ଅନୁଯାୟୀ, ଇରାକର ଆମେରିକୀୟ ସାମରିକ ଘାଟି ଆଇନ୍ ଅଲ୍-ଆସଦ୍ ଉପରେ ତିନୋଟି ଡ୍ରୋନ୍ ମାଡ଼ କରାଯାଇଛି। ଆମେରିକୀୟ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ,!-->…
ମ୍ୟାଚ ହେଲା ବିଜୟ ରୂପାନିଙ୍କ ଡିଏନଏ
ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ଡିଏନଏ ପରୀକ୍ଷା ମେଳ ଖାଇଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳକୁ ନିଶ୍ଚିତ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଲଣ୍ଡନ ଯିବାର!-->…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଚାଲି ଯାଇଥାଆନ୍ତା ୨ହଜାର ଲୋକଙ୍କ ଜୀବନ; ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଏଡାଇଦେଲା…
ନୂଆଦିଲ୍ଲୀ: ଜୁନ୍ ୧୨ ଗୁରୁବାର ଅପରାହ୍ନରେ ଅହମଦାବାଦର ମେଘାନି ନଗର ଅଞ୍ଚଳରେ କେହିକିଛି ବୁଝିବା ପୂର୍ବରୁ ହଠାତ୍ ଏୟାର ଇଣ୍ଡିଆର ବିମାନ ଏଆଇ ୧୭୧ ବିସ୍ଫୋରଣ ହୋଇଥିଲା।ଏହି ଦୁର୍ଘଟଣାରେ ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରୁ ସଦସ୍ୟଙ୍କ ଥିଲେ। ଅର୍ଥାତ ୨୪୨ ଜଣ ଯାତ୍ରୀଙ୍କ ମଧ୍ୟରୁ!-->…
ରାଜନୀତିରେ ଆଝାରୁଦ୍ଦିନଙ୍କ ପୁଅ
ହାଇଦ୍ରାବାଦ: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ମୁରାଦାବାଦର ପୂର୍ବତନ ସାଂସଦ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦୁଦ୍ଦିନ ଏବେ ରାଜନୀତିରେ ପ୍ରବେଶ କରିଛନ୍ତି। ସମ୍ପ୍ରତି ଆଝାରୁଦ୍ଦିନଙ୍କ ପୁଅ ଅସଦୁଦ୍ଦିନଙ୍କୁ ତେଲେଙ୍ଗାନା କଂଗ୍ରେସର ମହାସଚିବ ଭାବରେ ନିଯୁକ୍ତ କରାଯାଇଛି। ଏହି ନୂତନ ଭୂମିକା!-->…
ପୁଣେରେ ଭୁଶୁଡ଼ିଲା ପାଦଚଲା ପୋଲ: ୨୦ ପର୍ଯ୍ୟଟକ ନିଖୋଜ, ୨ ମୃତ
ପୁଣେ : ଦେଶରେ ପୁଣି ଏକ ଦୁଃଖଦ ଦୁର୍ଘଟଣା ଘଟିଛି । ମହାରାଷ୍ଟ୍ରର ପୁଣେରେ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ପୋଲର ଅଧା ଅଂଶ ଭାଙ୍ଗି ପଡ଼ିବାରୁ ୨୫ରୁ ୩୦ ଜଣ ଲୋକ ନଦୀରେ ପଡ଼ି ନିଖୋଜ ହୋଇଯାଇଛନ୍ତି । ନିଖୋଜ ଲୋକମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଯେତେବେଳେ ପୋଲଟି!-->…
୮୦ ବର୍ଷ ବୟସରେ ବିଶ୍ଵର ୨ୟ ଧନୀ ହେଲେ ଏହି ବ୍ୟକ୍ତି
ନୂଆଦିଲ୍ଲୀ : ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି!-->…
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ
ନୂଆଦିଲ୍ଲୀ: ଆଜି ଉତ୍ତରାଖଣ୍ଡରେ ଗୁପ୍ତକାଶୀରୁ କେଦାରନାଥ ଧାମକୁ ଉଡ଼ାଣ ଭରୁଥିବା ଆର୍ଯ୍ୟାନ ଆଭିଏସନ୍ର ହେଲିକପ୍ଟର ଗୌରୀକୁଣ୍ଡ-ସୋନପ୍ରୟାଗ ଜଙ୍ଗଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟ୍ଙ୍କ ସମେତ ସମସ୍ତ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉଦ୍ଧାରକାରୀ ଦଳ!-->…
ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର : ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ!-->…
ପଥରରେ ଛେଚି ଯୁବକକୁ ହତ୍ୟା ଘଟଣା : ୨ ଗିରଫ, ବାଇକ ଓ ସାଇକେଲ ଜବତ
କନ୍ଧମାଳ, ତା, ୧୫/୦୬:: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି l ଏଥି ସହିତ ହତ୍ୟାରେ ବ୍ୟବହୃତ!-->…
ଅଣ ସେବାୟତ ରଥ ଉପରେ ଚଢ଼ିଲେ ଗିରଫ
ପୁରୀ : ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର!-->…