ଗେମିଂ ଆପ: ୨୫ ଲକ୍ଷ ଫ୍ରିଜ, ଜଣେ ଗିରଫ

ବଲାଙ୍ଗିର: ଗେମିଂ ଆପ୍ଲିକେସନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସାଇବର ସେଲ୍‌‌ ପକ୍ଷରୁ ସଇଁତଳା ଅଞ୍ଚଳର ଜଣେ ଯୁବକକୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ଜଣକ ୱେବ ଡୋମେନ ଗେମିଂ ଆପ୍ଲିକେସନ୍‌‌ ଖୋଲି ଖେଳାଉଥିବା ଅଭିଯୋଗ ହୋଇଛି। ଲୋକଙ୍କୁ ଖେଳାଇ ଅଭିଯୁକ୍ତ

ଏପ୍ରିଲ ୧୩ରେ ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି।

କୋଟିଆ ଝାଡୁ ଗଲା ଛତିଶଗଡ଼

କୋରାପୁଟ: ଓରମାସ ଓ ପଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ସଂଧ୍ୟାରେ କୋଟିଆରୁ ପଟାଙ୍ଗୀ ଏଗ୍ରୋ ପ୍ରଡକ୍ଟ ପ୍ରଡ୍ୟୁସର ସହଯୋଗରେ ଛତିଶଗଡ ଯାଇଛି କୋଟିଆ ଝାଡୁ।କୋରାପୁଟ ଜିଲ୍ଲାର ପାହାଡ଼ରେ ମିଳୁଥିବା ସ୍ୱତନ୍ତ୍ର ଘାସରୁ ଫୁଲଝାଡୁ ପ୍ରସ୍ତୁତ କରାଯାଇ ବ୍ୟବହାର କରାଯାଏ। ପୂର୍ବରୁ ଆଦିବାସୀ

‘ଗ୍ଲୋବାଲ ମଡେଲ ଇଣ୍ଡିଆ’ରେ ଚମକିଲେ କୋରାପୁଟିଆ ଝିଅ ହୀନାରାଣୀ

କୋରାପୁଟ: ଗ୍ଲୋରିଅସ୍ ଓଡିଶା ପାଳନ ଅବସରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ଫେସନ୍ ଇନକ୍ଲୁଜିଭିଟୀ ସୋ ୩ୟ ସଂସ୍କରଣ ପ୍ରତିଯୋଗିତା ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୋରାପୁଟର ହୀନାରାଣୀ ପଟ୍ଟନାୟକ ଓଡ଼ିଶାରୁ ପ୍ରତିନିଧିତ୍ବ କରି ଭାଗ ନେଇ କରି ଶ୍ରେଷ୍ଠ ପୁରସ୍କାର ହାସଲ

ଇରାନ ପରମାଣୁ ବୋମା ତିଆରି କରିବାଠାରୁ ପାଦେ ଦୂରରେ

ରିୟାଦ : ଇରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ପଶ୍ଚିମ ଏସିଆରେ ଭୟଙ୍କର ଯୁଦ୍ଧ ହେବାର ସମ୍ଭାବନା ରହିଛି। ଆମେରିକା ଇରାନ ସଂଲଗ୍ନ ଅଞ୍ଚଳରେ ହଜାର ହଜାର ସୈନିକ, ପରମାଣୁ ବିମାନ ବାହକ ଏବଂ ଡଜନ ଡଜନ ଲଢ଼ୁଆ ବିମାନ ମୁତୟନ କରିଛି।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇରାନକୁ ସ୍ପଷ୍ଟ

ଆୟୁଷ୍ମାନ ଭାରତ ଏକକ କାର୍ଡ ବିତରଣ ଶୁଭାରମ୍ଭ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅଧିନସ୍ତ ଆଜି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ମାନ୍ୟବର କୁଆଁରମୁଣ୍ଡା ଖ ଜିଲ୍ଲା ପରିଷଦ ରାଜେନ୍ଦ୍ର କୁଜୁର ଓ ରାଏବଗା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିକାଶ କୁମାର ବେକ ମୁଖ୍ୟ ଅତିଥି ରୂପେ ଯୋଗଦେଇ

ରାଇକିଆରେ ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ

ରାଇକିଆ : ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁକ୍ରବାର ଲୋକାର୍ପଣ ହୋଇଯାଇଅଛି । କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଅମୃତ ଭାରତ ଯୋଜନା ଅଧୀନରେ ସରକାର ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କଲେଣି

ନୂଆଦିଲ୍ଲୀ: ଅମୃତ ଭାରତ ଯୋଜନା ଅଧୀନରେ ସରକାର ଏପର୍ଯ୍ୟନ୍ତ ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ସମାପ୍ତ କରିସାରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏହି ଯୋଜନା ଅଧୀନରେ, ସାରା ଦେଶରେ ୧୩୦୦ ରେଳ ଷ୍ଟେସନର ପୁନଃବିକଶିତ

ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ

ଭୁବନେଶ୍ୱର ଏମ୍ସରେ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାର ଉଦ୍‌ଘାଟିତ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ତାଙ୍କର ଏହି ଗସ୍ତ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା