Sign in
Sign in
Recover your password.
A password will be e-mailed to you.
ଶିଶୁଭବନର ୭ ମହଲା କୋଠା ଲୋକାର୍ପିତ
କଟକ: ଶିଶୁଭବନରେ ସାତ ମହଲା କୋଠା ଦୀର୍ଘ ୯ ବର୍ଷ ପରେ ଉଦ୍ଘାଟିତ ହୋଇଛି। ୨୦୧୬ ଫେବ୍ରୁଆରି ୩ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ଏହାର ଶୁଭ!-->…
ମଝି ସମୁଦ୍ରରୁ କୋଟିଏ ଟଙ୍କାର ଗୁଆ ଜବତ
ଜଗତସିଂହପୁର: ମଝି ସମୁଦ୍ରରେ ବାଂଲାଦେଶ-ଭାରତ ସୀମାରେଖାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଏକ ମାଛଧରା ବୋଟ୍କୁ ଜବତ କରିଛି ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)। ମାଛଧରା ବୋଟ୍ରେ ଥିବା ୧୪ ଜଣଙ୍କୁ ଅଟକ ରଖାଯିବା ସହ ଚୋରା ଚାଲାଣ ହେଉଥିବା ପ୍ରାୟ କୋଟିଏ ଟଙ୍କାର ଗୁଆ ଜବତ!-->…
ପାଠ ପଢିଲେ ସାଂସଦ ଓ ବିଧାୟକ: ଶିଖିଲେ ‘୩-ସ’ ସରକାର, ସଂଗଠନ ଓ ସୁସମ୍ପର୍କ
ଭୁବନେଶ୍ବର : ଶନିବାର ପୁରୀରେ ଆରମ୍ଭ ହୋଇଛି ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି। ଦଳୀୟ ସାଂସଦ, ବିଧାୟକ ଓ କର୍ମୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ ନଡ୍ଡାଙ୍କ ଗୁରୁମନ୍ତ୍ର ଶିକ୍ଷା!-->…
ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ
ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ!-->…
ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି
ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ ହୁଇସିଲ ଫୁଙ୍କିଲେ ବିଜେଡି ଦଳ!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କ ୧୪ ଲକ୍ଷ ଠକେଇ ଘଟଣା : ଗୁଜରାଟରୁ ଦୁଇ ସାଇବର ଠକ ଗିରଫ…
ବ୍ରହ୍ମପୁର,୧୨ା୪ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍ ଗଠନ!-->!-->!-->…
୩,୮୮୦ କୋଟିର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ଘାଟନ
ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାକୁ ସମ୍ବୋଧନ କରି ସେ କହିଥିଲେ ଯେ ଗତ ୧୦ ବର୍ଷ ମଧ୍ୟରେ ବାରାଣସୀର ବିକାଶ ଏକ!-->…
ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ
ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍ଗୁଡ଼ିକୁ!-->…
ତହଉର ରାଣାଙ୍କୁ ଭାରତ ଆଣିବାରେ ମୋଦିଙ୍କର କିଛି ବାହାଦୂରି ନାହିଁ
ନୂଆଦିଲ୍ଲୀ,୧୨।୪: ତହଉର ରାଣାଙ୍କ ପ୍ରତ୍ୟର୍ପଣକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପା ନେତାମାନଙ୍କ ମଧ୍ୟରେ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଚାଲିଛି। ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ୨୬/୧୧ ମୁମ୍ବାଇ!-->…
ଏମ୍କେ ଷ୍ଟାଲିନ, ମମତା ବାନାର୍ଜୀ, ସିଦ୍ଧରମୈୟାଙ୍କୁ ଚିଠି ଲେଖିଲେ ମେହେବୁବା ମୁଫତି
ନୂଆଦିଲ୍ଲୀ,୧୨।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଚିଠି ଲେଖି ବଢିଚାଲିଥିବା ବହୁସଂଖ୍ୟକବାଦି ରାଜନୈତିକ ପରିବେଶ ମଧ୍ୟରେ!-->…